ଆମ ଜିଲା ଖବର

ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ

କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ,…

ଟ୍ରେନ୍‌ ଧକ୍କାରେ ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଙ୍କ ମୃତଦେହ ରେଳଧାରଣା…

ଭାବ ଲଗାଇଲେନି ଭାବବିନୋଦିଆ

ଅନୁଗୋଳ ଅଫିସ, ୨୮।୧୧ ଦୀର୍ଘ ୨୫ ବର୍ଷ ପରେ ଶୁକ୍ରବାର ଅତି ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଥିଲେ ଶ୍ରୀଜୀଉ। ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ଏହା ଥିଲା ତିନିଠାକୁରଙ୍କ ପ୍ରଥମ ବୀର ବେଶ। ତେଣୁ ଏହି ଦିନକୁ ଅତି ଆତୁର ହୋଇ ଚାହିଁ…

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ ଶିକାର କରୁଥିବାବେଳେ ଅସୁରକ୍ଷିତ ହୋଇପଡ଼ିଛି ଜୈବ ବିବିଧତାରେ ଭରପୂର ଢେଙ୍କାନାଳର ଅଭୟାରଣ୍ୟ।…

ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ…

ଯନ୍ତ୍ରୀରେ ମାଓବାଦୀ-ପୋଲିସ ଗୁଳିବିନିମୟ ଘଟଣା: ଜଣେ ମାଓବାଦୀ ମୃତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୭।୧୧।(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ତୋଟାଗୁଡା ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ହାଡକୋର ମାଓବାଦୀର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି। ଏଥିସହ ଘଟଣାସ୍ଥଳରୁ…

ପରୀ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ବାଲେଶ୍ବର ଭାଜପା ମହିଳାମୋର୍ଚ୍ଚା

ବାଲେଶ୍ୱର ଅଫିସ, ୨୭।୨୨: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଅରୁଣ ସାହୁ ଜଡିତ ଥିବା ଅଭିଯୋଗକରି ବାଲେଶ୍ୱର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜିଲା ମହିଳାମୋର୍ଚ୍ଚା ସଭାପତି କମଳା ବିନ୍ଧାଣୀଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ…

ପରୀ ହତ୍ୟା ମାମଲାର ତଦନ୍ତ କରିବେ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠଓ୍ବା

ନୟାଗଡ ଅଫିସ,୨୬।୧୧: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠୱା । କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଇ ପରୀ ହତ୍ୟା ମାମଲା ତଦନ୍ତର ତଦାରଖ…

ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ ଅଫିସ,୨୭।୧୧: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୁର୍ଲଭ ନାଗାର୍ଜୁନ ବେଶକୁ ନେଇ ଚାଲଥିବା ଚର୍ଚ୍ଚା, ଆଲୋଚନାରେ ବି ପୂର୍ଣ୍ଣଛେଦ ପଡିଛି। ବୀର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ । ଝଲସିଉଠୁଛି ଶ୍ରୀମନ୍ଦିର ରତ୍ନସିଂହାସନ। କିନ୍ତୁ ବିଡ଼ମ୍ବନା ଦୀର୍ଘ ୨୫…

ନେଗେଟିଭ ଆସିଲା କୋଭିଡ ରିପୋର୍ଟ: ବିଧାନସଭା ଯିବେ ରେଙ୍ଗାଲି ବିଧାୟକ

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ବିଧାୟକ ତଥା ଭାଜପା ରାଜ୍ୟ ଉପସଭାପତି ନାଉରୀ ନାୟକ କୋଭିଡ ପଜିଟିଭ ଥିବାରୁ ବିଧାନସଭାରେ ଅନୁପସ୍ଥିତ ରହୁଥିଲେ। ହେଲେ ଗୁରୁବାର ପୁଣି ଥରେ ତାଙ୍କ ସ୍ବାବ ସଂଗ୍ରହ କରି ପରୀକ୍ଷା କରାଯାଇଥିଲା। ରିପୋର୍ଟ ନେଗେଟିଭ ଆସିବାରୁ…

କର୍ମ ନିଯୁକ୍ତି ସୁଯୋଗ ନାହିଁ: ରାଜ୍ୟ ବାହାରେ କାମ କରୁଛନ୍ତିି ଶ୍ରମିକ

କେନ୍ଦ୍ରାପଡ଼ା ଅଫିସ,୨୭ା୧୧: କେନ୍ଦ୍ରାପଡ଼ା ଜିଲାରେ କ୍ଷୁଦ୍ର, ମଧ୍ୟମ ତଥା ବୃହତ ଶିଳ୍ପ ନାହିଁ। ଶ୍ରମିକମାନଙ୍କୁ ଜିଲାରେ କର୍ମ ନିଯୁକ୍ତି ମିଳୁ ନ ଥିବାରୁ ବାହାର ରାଜ୍ୟ ଓ ଦେଶକୁ କାମ ଅନୁସନ୍ଧାନରେ ଯାଉଛନ୍ତି। ସେଠାକୁ ଯାଉଥିବା ଶ୍ରମିକମାନେ ଘର ପରିବାର ପ୍ରତିପୋଷଣର…

ଦୁର୍ଘଟଣାସ୍ଥଳ ପାଲଟିଛି ଆଳି ଡାକବଙ୍ଗଳା ଛକ

ଆଳି,୨୭ା୧୧(ଡି.ଏନ.ଏ.): ଆଳି ବ୍ଲକକୁ ଯୋଗାଯୋଗ ନିମନ୍ତେ ଗୋଟିଏ ପଟେ ବ୍ରାହ୍ମଣୀ ସେତୁ, ଅପରପକ୍ଷେ ବୈତରଣୀ ସେତୁ ଓ ଗୋବିନ୍ଦପୁର ସେତୁ ନିର୍ମାଣ ହୋଇଛି। ଏହି ସେତୁ ନିର୍ମାଣ ପରେ ଆଳି ଓ ରାଜକନିକା ଦୁଇଟି ବ୍ଲକର ଜନସାଧାରଣ ସିଧାସଳଖ ଜିଲା ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?