ୟୁକ୍ରେନରେ ଫସିଛନ୍ତି ଶତାଧିକ ଓଡ଼ିଆ ଛାତ୍ରୀଛାତ୍ର
କଟକ ଅଫିସ,୧ା୪: ୟୁକ୍ରେନରେ ଶତାଧିକ ଓଡ଼ିଆ ଡାକ୍ତରୀ ଛାତ୍ରୀଛାତ୍ର ଫସି ରହିଛନ୍ତି। ଲକଡାଉନ୍ ଘୋଷଣା ବଳବତ୍ତର ଥିବାରୁ ସେଠାରେ ଜୀବନଯାପନ ମୁସ୍କିଲ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେମାନେ ଘରକୁ ଫେରିବା ସମ୍ଭବପର ହୋଇପାରୁ ନ ଥିବା ବେଳେ ଆର୍ଥିକ ସଙ୍କଟର...
କରୋନା ଭୟ: ଗାଁ ଜଗିଛନ୍ତି ଚାନ୍ଦିପୋଷର ଚାନ୍ଦମଣି
ରାଉରକେଲା ଅଫିସ, ୧ା ୪ – ଆଦିବାସୀ ବହୁଳ ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଏରଗେଡା ବାସିନ୍ଦା ଚାନ୍ଦମଣି ସାଣ୍ଡିଲ। ଚାଷୀ ପରିବାରର ଏହି ଉଚ୍ଚ ଶିକ୍ଷିତ ଝିଅ ବେଶ ସ୍ବାସ୍ଥ୍ୟ ସଚେତନ। ଗ୍ରାମାଞ୍ଚଳରେ ଯେମିତି କରୋନା ଭୂତାଣୁ...
ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ
ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍ ଲକ୍ ଡାଉନ୍ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି ା ପୋଲିସ ଟିମ୍ ଖୁଜେନପାଲିରେ କୁଷ୍ଠରୋଗୀମାନେ ରହୁଥିବା ସ୍ଥାନକୁ ଯାଇ ସେମାନଙ୍କୁ ରନ୍ଧା...
୧୦ ଲକ୍ଷ ଦେଲା ଏୟୁସିସି ବ୍ୟାଙ୍କ
ଢେଙ୍କାନାଳ ଅଫିସ୍, ୧।୪ – ଅନୁଗୋଳ ସଂଯୁକ୍ତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଏୟୁସିସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ମଙ୍ଗଳବାର ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ା ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଜିଲାପାଳ ଭୂମେଶ...
ପାଦ ଚାଲିଲା ଦେଢ଼ଶହ କିମି
ଭୁବନ, ୧।୪(ଡି.ଏନ.ଏ.) – କରୋନା ପାଇଁ ଲକ୍ଡାଉନ୍ରେ ସାରା ଦେଶ। ଏଥିରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି ଗରିବ ଖଟିଖିଆ ଏବଂ ଦିନ ମଜୁରିଆ। ହାତରେ କାମ ନାହିଁ। ପାଖରେ ପଇସା ନାହିଁ। ସକାଳ ହେଲେ ଘାରୁଛି ଖାଇବା ଚିନ୍ତା। ଯାନବାହନ...
ଉଲ୍ଲଂଘନକାରୀଙ୍କୁ ସାବାଡ୍ କର: ଡିଜିପି
ଢେଙ୍କାନାଳ ଅଫିସ୍, ୧।୪: ଢେଙ୍କାନାଳ ଜିଲା ପୋଲିସ କାର୍ଯ୍ୟାଳୟରେ ମଙ୍ଗଳବାର ଲକ୍ଡାଉନ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ତାଲାବନ୍ଦ ନେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ନେଇ ଡିଜିପି ସନ୍ତୋଷ ବ୍ୟକ୍ତ କରିଛନ୍ତି। ନିୟମ...
ସପ୍ତାହରେ ତିଆରି କଲେଣି ୨୦ ହଜାର ମାସ୍କ
ଛେଣ୍ଡିପଦା,୧।୪(ସ୍ବ.ପ୍ର.) – କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ଅନେକ ଲୋକ ମାସ୍କ ବ୍ୟବହାର କରୁଛନ୍ତି। ଏଥିଯୋଗୁ ବଜାରରେ ମାସ୍କର ଅଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ମାସ୍କ ତିଆରି କରି ଲୋକଙ୍କୁ ଯୋଗାଇବାକୁ ଅଣ୍ଟା ଭିଡ଼ିଛନ୍ତି ଅନୁଗୋଳ ଜିଲା...
କଷ୍ଟ ଦେଉଛି କଟକଣା
ବଅଁରପାଳ, ୧ା୪(ଉପେନ୍ଦ୍ର ରାଉତ) – ଦୈନିକ କିଛି ରୋଜଗାର କଲେ ଚୁଲି ଜଳୁଥିଲା। ଛୁଆପିଲାଙ୍କ ପେଟକୁ ଦାନା ଯାଉଥିଲା। ହେଲେ ଏବେ କରୋନା କଟକଣା ଜୀବନକୁ କଷ୍ଟକର କରିଦେଇଛି। ଦୁଇ ଓଳି ଦୁଇ ମୁଠା ଖାଇବା ଯୋଗାଡ଼ ପାଇଁ ସଂଘର୍ଷ...
ପୂର୍ବାହ୍ନରେ ଫେରାଇଦେଲେ, ଅପରାହ୍ନରେ ବାଣ୍ଟିଲେ
ଅନୁଗୋଳ ଅଫିସ, ୧।୪: କରୋନା ମୁକାବିଲା ପାଇଁ ସୋମବାର ଅନୁଗୋଳ ଜିଲାରେ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି କରାଯାଇଥିଲା। ମଙ୍ଗଳବାର ସେମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯିବାର ଥିଲା। ଏଥିପାଇଁ ପୂର୍ବାହ୍ନରେ ମେଡିକାଲ ପରିସରରେ ଷ୍ଟାଫ୍ମାନେ ପହଞ୍ଚି ଯାଇଥିଲେ। ହେଲେ ନବନିଯୁକ୍ତ...
ଲକ୍ଷାଧିକ ଟଙ୍କାର କାଠ ଜବତ
କେନ୍ଦୁଝର, ୧ା୪ (ସ୍ବ.ପ୍ର./ଡି.ଏନ୍.ଏ.)- କେନ୍ଦୁଝର ବନ ବିଭାଗ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ୨ଟି ସ୍ଥାନରେ ଚଢାଉ କରି ୨ଟି ଟ୍ରାକ୍ଟର ଜବତ ସହ ଲକ୍ଷାଧିକ ଟଙ୍କାର କାଠ ଜବତ କରିଛି। ସୂଚନା ଅନୁଯାୟୀ, ୨୭ ତାରିଖ ରାତିରେ...
୨୬ ବାଇକ୍ ଜବତ
ଯୋଡା, ୧।୪(ଡି.ଏନ.ଏ.)-ଲକଡାଉନ କଟାକଣାକୁ ଉଲ୍ଲଂଘନ କରି ବିନା କାରଣରେ ଯୋଡ଼ା ସହରରେ ବୁଲୁଥିବା ୨୬ଟି ବାଇକ୍କୁ ପୋଲିସ ଜବତ କରିଛି। ଗତ ଶନିବାର ମଧ୍ୟ ଯୋଡା ପୋଲିସ ୨୯ ବାଇକ ଜବତ କରିଥିଲା ା ତେବେ ଜବତ ହୋଇଥିବା ବାଇକ୍...
ଗୁଡିପୋଖରୀ ଜଙ୍ଗଲରେ ନିଆଁ
ପାଟଣା, ୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଯମୁନାପଶି ବିଟ ଅନ୍ତର୍ଗତ ଗୁଡିପୋଖରୀ ୟୁକାଲିପଟାସ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଉକ୍ତ ଗ୍ରାମ୍ୟ ଜଙ୍ଗଲରେ ଲଗାଯାଇଥିବା ଚାରାଗୁଡ଼ିକ ଜଳିଯାଇଛି। ଜଙ୍ଗଲରେ ନିଆଁ ଲାଗିବା ଦେଖି ଗ୍ରାମବାସୀ...
Archives


