ଆମ ଜିଲା ଖବର

ଓଡ଼ିିଶା ସୀମାରୁ ହଟିଲା ଝାଡ଼ଖଣ୍ଡ ପୋଲିସ

ବଡବିଲ, ୧ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଝାଡଖଣ୍ଡ ରାଜ୍ୟ ସୀମାରେଖାକୁ ଲାଗି ରହିଛି। ରାଜ୍ୟର ବଡବିଲ ପୌରାଞ୍ଚଳର ୱାର୍ଡ ନଂ.୧ସ୍ଥିତ ନାଲଦା ଅଞ୍ଚଳ ଭିତରକୁ ସୋମବାର ଝାଡଖଣ୍ଡ ପୋଲିସ ପଶି ଟେଣ୍ଟ ବାନ୍ଧୁଥିବା ବେଳେ ବିରୋଧ ହୋଇଥିଲା। ସ୍ଥାନୀୟ ପ୍ରଶାସନ...

ମଦକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଆନନ୍ଦପୁର, ୧।୪ (ସ୍ବ.ପ୍ର.)-କରୋନା କଟକଣା ବେଳେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କଣ୍ଟିପାଳ ପଞ୍ଚାୟତ ବିରିଡିହା ଗ୍ରାମରେ ଅବାଧ ମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ସ୍ବୟଂ ସହାୟକ ମହିଳା ମଣ୍ଡଳର ସଭ୍ୟାମାନେ ସୋମବାର...

ଶ୍ରମିକଙ୍କୁ ରନ୍ଧାଖାଦ୍ୟ ବାଣ୍ଟିଲେ ମହିଳା ଗୋଷ୍ଠୀ

ବନ୍ତ, ୧ା୪(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ପଶ୍ଚିମବଙ୍ଗ ରାଜ୍ୟ ତଥା ଅନ୍ୟ ଜିଲାରୁ ଆସି କାମ କରୁଥିବା କେତେକ ଶ୍ରମିକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି ା କରୋନା ଲକ୍‌ଡାଉନ୍‌ ପାଇଁ ଉକ୍ତ ପଞ୍ଚାୟତରେ ରହୁଥିବା ପ୍ରାୟ ୫୦ଜଣ...

୧୩୧ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଭଦ୍ରକ ଅଫିସ,୧ା୪- ଭଦ୍ରକ ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ଜିଲାର ୧୩୧ଟି ପଞ୍ଚାୟତରେ ସୋମବାର ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପ୍ରଶାସନ ପକ୍ଷରୁ ଗରିବ, ନିଃସହାୟ, ଦିନ ମଜୁରିଆଙ୍କୁ...

ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ/ପଦ୍ମପୁର,/ କେନ୍ଦୁଝର, ୧ା୪(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ବିଭିନ୍ନ ଆଡୁ ସହାୟତା ରାଶି ପ୍ରଦାନ କରାଯାଇଛି। ଭଦ୍ରକ ବ୍ଲକ ଗେଲଟୁଆ ପଞ୍ଚାୟତ ମା’ ତାରିଣୀ ଫେଡରେଶନ ସଙ୍ଗଠନ ପକ୍ଷରୁ ୧ଲକ୍ଷ ଟଙ୍କାର ଚେକ୍‌ ଜିଲାପାଳ ଡ....

ରାଜପଥ କଡ଼ରେ ଖୋଲାରହିବ ୮ ଢାବା

ବାରିପଦା ଅଫିସ, ୧ା୪- ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ୮ଟି ଢାବାକୁ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି।...

ମଦ ଦୋକାନକୁ ସିଲ୍‌ କଲା ଅବକାରୀ ବିଭାଗ

ଉଦଳା,୧।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସମୟରେ ମଦ ଦୋକାନ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସିଲ୍‌ ଭାଙ୍ଗି ଚୋରା ମଦ କାରବାର ଚାଲିଥିଲା। ଅବକାରୀ ବିଭାଗ ଚଢାଉ କରି ଏହି ମଦ ଦୋକାନକୁ ପୁଣି ସିଲ୍‌ କରି ଦେଇଥିବା ଜଣାପଡ଼ିଛି।...

ମାସ୍କ ବାଣ୍ଟିଲେ ପୂର୍ବତନ ବିଧାୟକ

ସଜନାଗଡ଼, ୧।୪(ଡି.ଏନ.ଏ.)-ଧର୍ମଠାରୁ ବଡ଼ ମାନବ ସେବା। ନୀଳଗିରି ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନିଜ ପେନସନ ଅର୍ଥରେ ୨ହଜାରରୁ ଊର୍ଦ୍ଧ୍ୱ ମାସ୍କ କିଣି ବଣ୍ଟନ କରିଛନ୍ତି। ମଙ୍ଗଳବାର ସେ ପ୍ରଥମେ ସାପ୍ତାହିକ ହାଟକୁ ଯାଇ ସେଠାକୁ ଆସୁଥିବା ସାଧାରଣ ଗରିବ...

ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରୂପ୍‌ସା, ୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଙ୍ଗଳବାର ଅଚାନକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ପ୍ରଦାନ ସମ୍ପର୍କରେ ବୁଝିବା ସହ ନୂତନ ଓପିଡ଼ି ଗୃହ ବୁଲି ତଦାରଖ କରିଛନ୍ତି। ସମ୍ପ୍ରତି ଦେଶବ୍ୟାପୀ କରୋନା ମୁକାବିଲାକୁ...

ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି ଯୁବକ ନିକଟରେ ଦୁବାଇଗସ୍ତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଆସିକା,୩୧ା୩ (ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଲାଗି ଆସିକା ଏନ୍‌ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ ଖାଦ୍ୟ ବଣ୍ଟା ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକର ୨୭ ପଞ୍ଚାୟତରେ ୧୩୩୨ଜଣଙ୍କୁ...

କଳିଙ୍ଗାରେ ସୀମା ସିଲ୍‌

ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ ଜିଲା ବାହାରୁ ଆସୁଥିବା କାହାକୁ ମଧ୍ୟ ବିନା ଅନୁମତିପତ୍ରରେ ପ୍ରବେଶ କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri