ଆମ ଜିଲା ଖବର

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ…

ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ

ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା…

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ ଟଙ୍କାର ନକଲି ନୋଟ ଜବତ କରାଯାଇଛି । ଘଟଣାରେ ଜଣକୁ ଗିରଫ କରାଯାଇଥିବା ଜଣାପଡ଼ିଛି…

କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍‌

କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁ କୋରାପୁଟ ଜିଲାରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । ଯାନବାହନ ଚଳାଚଳ ଠପ୍‌…

ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ

ପାଟଣାଗଡ଼,୨୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ତମିଆଁ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳେ ଭରତବାହାଲ ଗ୍ରାମରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ତମିଆଁ ଗ୍ରାମର ଔଷଧ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଯୋଗ୍ୟ, ସକାଳେ ପ୍ରଧାନ…

ଲଘୁ ଖଣିଜ ନିର୍ଦ୍ଦେଶାଳୟ: ଆରମ୍ଭରୁ ଦୁର୍ବଳ

ଯାଜପୁର ଅଫିସ,୨୬ା୧୧:ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କ୍ରମେ ୧୩ା୮ା୨୦୧୯ରେ ସ୍ବତନ୍ତ୍ର ଲଘୁଖଣିଜ ନିର୍ଦ୍ଦେଶାଳୟ ଗଠିତ ହୋଇଛି। ରାଜ୍ୟର ଲଘୁଖଣିଜ ପଦାର୍ଥଗୁଡିକର ସୁବିନିଯୋଗ ଓ ପରିଚାଳନା ଏହାର ଲକ୍ଷ୍ୟ। ଲୋକସେବା ଭବନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ଏଥିରେ ନିର୍ଦ୍ଦେଶକଙ୍କ ସମେତ ୨୯ଟି ପଦବୀ…

ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ମହାସଂଘ ଆହ୍ବାନ କ୍ରମେ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହୋଇଛି। ଏ ନେଇ କଟକ…

ବାରିପଦାରେ ଭାରତ ବନ୍ଦର ପ୍ରଭାବ

ବାରିପଦା ଅଫିସ ୨୬।୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଗୁରୁବାର ଭାରତ ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ଯାନବାହନ ଚଳାଚଳ, ବ୍ୟାଙ୍କ, କଚେରୀ, ଡାକସେବା ବନ୍ଦ ରହିଥିବା ବେଳେ ଦୋକାନ ବଜାର ଖୋଲା ରହିଛି। କେନ୍ଦ୍ର ସରକାରଙ୍କ ଜନ ବିରୋଧୀ,…

ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସିପିଆଇଏମ୍‌ର ଧର୍ମଘଟ

ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍‌.ଏ.): କୃଷି ବିରୋଧୀ ଆଇନ, ଶ୍ରମିକ ବିରୋଧୀ ଓ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଓ କୃଷକ ସଂଗଠନମାନଙ୍କ ପକ୍ଷରୁ ଦେଶ ବ୍ୟାପୀ ସାଧାରଣ ଧର୍ମଘଟ ଡାକରା ସହ ବିଭିନ୍ନ ଦାବିକୁ ନେଇ ଓଡ଼ିଶାରେ ସଫଳ କରିବାକୁ ରାଜ୍ୟ…

ଭାରତ ବନ୍ଦ ଡାକରା: ରେଳ ରୋକିଲା କଂଗ୍ରେସ, ସିପିଆଇ

ଛତ୍ରପୁର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦର ପ୍ରଭାବ ଗଞ୍ଜାମ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲା ହେଡକ୍ୱାର୍ଟର ଛତ୍ରପୁରଠାରେ ସିପିଆଇ ଓ…

ଭୋଗରାଇରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ଭୋଗରାଇ,୨୬ା୧୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ମିଶ୍ରିତ ପ୍ରଭାବ ପଡ଼ିଛି। ଥାନାଛକଠାରେ ଆନ୍ଦୋଳନକାରୀମାନେ ମୁଖ୍ୟ ରାସ୍ତା ଅବରୋଧ କରିବା ଗାଡ଼ି ଚଳାଚଳ ବନ୍ଦ ହୋଇଛି। ଦୋକାନ, ସରକାରୀ ଅଫିସ ଖୋଲା…

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ରାସ୍ତା ଅବରୋଧ

କେସିଙ୍ଗା,୨୬ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ନର୍ଲା ଗ୍ରାମର ଜୟନ୍ତୀ ନଗରପଡ଼ାର କୈବଲ୍ୟ ସେନାପତିଙ୍କ ପୁଅ ମନୋଜ(୧୨)। ବୁଧବାର ବିଳମ୍ବିତ ରାତିରେ ପେଟ ବ୍ୟଥା ହେବାରୁ ନର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?