ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ
ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର...
ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ବାଡ଼େଇବା ଅଭିଯୋଗ: ଭିଡ଼ିଓ ଭାଇରାଲ
ବନ୍ତଳା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ରାସ୍ତାରେ ଯାଉଥିବା କେତେଜଣ ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏହି ସମୟର ଏକ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ...
ହାତ,ଗୋଡ଼ ବାନ୍ଧି ଲୁଟିନେଲେ ୩୦ଭରି ସୁନା ଗହଣା
ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍ପାଟ୍ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ଗଙ୍ଗାରାମ ଦାଶଙ୍କ ହାତ, ଗୋଡ଼ ବାନ୍ଧି ୩ ଦୁର୍ବୃତ୍ତ ଘରେ ଥିବା...
ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ
ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର ପାଢୀ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ଗତ ୪...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଏସଡ଼ିସିସି ବ୍ୟାଙ୍କ ଦେଲା ୫ଲକ୍ଷ ଟଙ୍କା
ବରଗଡ଼ ଅଫିସ୍,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଗୁରୁକୃଷ୍ଣ ଦାଶ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ଚେକ୍...
ଥାନାରେ ବିବାହ କଲେ ପ୍ରେମୀଯୁଗଳ
ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ପରିସରରେ ମଙ୍ଗଳବାର ନିରାଡ଼ମ୍ବର ଭାବେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୭ ନଦୀପଡ଼ାର ପବିତ୍ର ସାହୁ ଅମ୍ବାପାଲିର ଲକ୍ଷ୍ମୀ ମେହେରଙ୍କୁ ଜୀବନସାଥୀଭାବେ ଗ୍ରହଣ କରିଛନ୍ତି ।...
ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍ ଟେକ୍ନିସିଆନ୍ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ ଥିବା ୩ ଜଣ ଲାବ୍ ଟେକ୍ନିସିଆନଙ୍କ ମଧ୍ୟରୁ ଜଣେ ମଙ୍ଗଳବାର ଅବସର...
ତାମିଲନାଡୁରେ ଅଟକି ରହିଛନ୍ତି ଶ୍ରମିକ
ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ସାମାଜିକ ଜୀବନଯାତ୍ରାରେ ମଧ୍ୟ ପ୍ରତିବନ୍ଧକ ସାଜିଛି। ତେଣୁ କରୋନା କଟକଣାରେ ଜିଲା, ରାଜ୍ୟ ବାହାରେ ଶ୍ରମିକମାନେ ଅଟକି ରହିଛନ୍ତି । ସେମାନେ ନିଜ ଜନ୍ମମାଟିକୁ ଫେରିବା ପାଇଁ ସାମାଜିକ ଗଣମାଧ୍ୟମ ଜରିଆରେ କାକୁତିମିନତୀ...
ଲକ୍ଡାଉନ କଟକଣାକୁ ଫୁ, ହାଟରେ ଜମୁଛି ଭିଡ଼
ଚୌଦ୍ୱାର,୩୧ା୩(ଡି.ଏନ୍.ଏ)- କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର କରିଥିବା ଲକ୍ଡାଉନ ଘୋଷଣାକୁ ମଙ୍ଗଳବାର ୭ଦିନ ହୋଇଯାଇଛି। ଇତି ମଧ୍ୟରେ ଗଣମାଧ୍ୟମଠାରୁ ଆରମ୍ଭ କରି ସରକାରୀସ୍ତରରେ ସଚେତନତା କରିବା ସହ ଘରେ ରହିବାକୁ ନିବେଦନ କରାଯାଉଛି। କିନ୍ତୁ ଏହି ଲକଡାଉନ କଟକଣାକୁ...
ମଇଁଷିଚରାଳିଙ୍କୁ ଛୁରାମାଡ
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍. ମୋଚି ପାତ୍ର। ତାଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ମୋଚି ମଇଁଷି...
ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍ଡିଏ ପିଡି
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଗଞ୍ଜାମ ଡିଆର୍ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ। ଏନେଇ ୪୮ଟି ପରିବାର ଉପକୃତ ହୋଇଥିଲେ। ନିରାଶ୍ରୟ, ଗରିବ ଓ ଏଡ୍ସ ଆକ୍ରାନ୍ତଙ୍କୁ...
ଜିଲାପାଳଙ୍କ ଅଫିସକୁ ପଶି ପାରିଲେନି ପୂର୍ବତନ ରାଜ୍ୟସଭା ସଦସ୍ୟା
ସମ୍ବଲପୁର, ୩୧।୩ (ବ୍ୟୁରୋ)-ସମ୍ବଲପୁର ଜିଲାପାଳଙ୍କ ଅଫିସ ଭିତରକୁ ବାହ୍ୟ ବ୍ୟକ୍ତି ବିଶେଷଙ୍କ ଯାତାୟତ କରିବାକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି । କେବଳ କର୍ମଚାରୀ ଓ ଅଧିକାରୀମାନଙ୍କ ବିନା ଅନ୍ୟମାନଙ୍କ ସକାଶେ ବାରଣ ରହିଛି । ସୋମବାର ଦିନଠାରୁ ଏହି...
Archives


