ଆମ ଜିଲା ଖବର

ବାଘଛାଲ, ନଖ ଜବତ; ୩ ଅଟକ

ବରଗଡ଼ ଅଫିସ,୨୫ା୧୧: ବରଗଡ଼ ଭଟଲି ଛକରୁ ବୁଧବାର ଏସ୍‌ଟିଏଫ (ସ୍ପେଶାଲ ଟାସ୍କ ଫୋର୍ସ) ଏକ ଚିତାବାଘର ଛାଲ, ନଖ ଓ ଦାନ୍ତ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇ ଥିବାବେଳେ ଗୋଟିଏ ବାଘଛାଲ ସମେତ ୧୧ଟି ବାଘ…

୫ କୋଟି ଟଙ୍କାର ଗଞ୍ଜେଇ ପୋଡ଼ିଦେଲା ପୋଲିସ

ଚିତ୍ରକୋଣ୍ଡା,୨୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୫ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କରିଦେଇଥିବା ସୂଚନା ମିଳିଛି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମୁମୁଡି ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ -ଟୁ, ଡାଇକ-ଥ୍ରୀ, ଓ ବାନ୍ଦାମାମୁଡି ଗ୍ରାମ ନିକଟ ୩୦ ଏକର ଜମିରୁ ୫୦…

ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ: ଫିନାଇଲ ପିଇ ସାନ ଝିଅଙ୍କ ଆତ୍ମହତ୍ୟା ଉଦ୍ୟମ

ଲଖନପୁର,୨୫।୨୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲ୍‌ଙ୍କ ମଙ୍ଗଳବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଏନେଇ ତାଙ୍କ ଝିଅ ଝାରସୁଗୁଡା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗରେ ସେ ଦର୍ଶାଇଛନ୍ତି ବିଭାଗୀୟ…

ନାଗାର୍ଜୁନ ବେଶ ଦିନ ଜିଲା ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଅନୁୁରୋଧ

ପୁରୀ ଅଫିସ, ୨୫।୧୧(ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥର ପଞ୍ଚକ ୬ ଦିନ ପଡୁଥିବା ବେଳେ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ତେବେ ମହାମାରୀ କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ…

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସମଗ୍ର ଜିଲାରେ ଏବେ ଶୀତର ପ୍ରକୋପ ଦିନକୁ ଦିନ…

ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ ଅଫିସ,୨୫ା୧୧: ଥାନାରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ନେଇ ପୁରୀ ଜିଲା ଚର୍ଚ୍ଚାରେ ରହିଛି। ପୁରୀ ହାଜତ ମୃତ୍ୟୁର ତାତି ଥମି ନ ଥିବାବେଳେ ପିପିଲି ଓ ପୁରୀ ଟାଉନ ଥାନା ପୋଲିସ ନିର୍ଯାତନାର ଅଭିଯୋଗ ଆସିଛି। ଏହି ଦୁଇଟି ଥାର୍ଡ…

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ

କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର କରାଯାଉ…

ଆଇସ୍‌କ୍ରିମ କାଠିରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫।୧୧: ଦୀର୍ଘ ୨୫ବର୍ଷ ପରେ ପଡ଼ୁଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଆସନ୍ତା ୨୭ ତାରିଖରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏଥର କରୋନା ମହାମାରୀ ପାଇଁ ଏହି ବେଶକୁ ଭକ୍ତମାନେ ଦେଖିପାରିବେ ନାହିଁ। ତେବେ ମହାପ୍ରଭୁଙ୍କର ଏହି ମହାର୍ଘ…

ସଂଗ୍ରହାଳୟରେ ରହିବ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫ା୧୧: ନାଗାର୍ଜୁନ ବେଶ ଓଲାଗି ପରେ ଏହି ବେଶ କ’ଣ ହେବ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକରେ ଏହା ଆଲୋଚନା ହୋଇଥିଲେ ବି ଚୂଡ଼ାନ୍ତ ହୋଇପାରି ନ ଥିଲା।…

ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…

ମାଡ଼ିଗଲା ଡମ୍ପର: ୬ ମୃତ

ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ ଜିଲା ଶରଣକୁଳଠାରେ ମଙ୍ଗଳବାର ଏକ ଡମ୍ପର ପୃଥକ୍‌ ସ୍ଥାନରେ ଦୁର୍ଘଟଣା ଘଟାଇଛି। ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଶରଣକୁଳ ଗୁଡିଆସାହିର ରାଜେଶ ମହାପାତ୍ର (୧୭), ସୁଆରସାହିର ନୀଳକଣ୍ଠ ମହାରଣା (୮୦) ଓ ନାତୁଣୀ କାଜଲ…

ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍‌ଘାଟିତ

ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍‌ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ରାଜନୈତିକ ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?