ଆମ ଜିଲା ଖବର

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି । ସେମାନଙ୍କ ଜୀବନ ଦୁଃଖରେ ବିତୁଛି । ତେବେ ସମ୍ବଲପୁର ରେଳ ଷ୍ଟେଶନ, ବସଷ୍ଟାଣ୍ଡ,...

କୂଅରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ମାମୁରିଝରଣ ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ମଙ୍ଗଳବାର ସାନହୁଲା ପଞ୍ଚାୟତ ଜୟପୁର ଗ୍ରାମର ମୋହନ ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏ ସଂକ୍ରାନ୍ତରେ ଠାକୁରଗଡ ପୋଲିସ ନଂ....

ବନ୍ଦ ହେଲା ମନ୍ଦାରବସ୍ତ ସାପ୍ତାହିକ ହାଟ

କଣାସ,୩୧ା୩(ସ୍ବ.ପ୍ର.)- କରୋନାର ବଢ଼ୁଥିବା ପ୍ରଭାବ ଯୋଗୁ ସାରା ପୃଥିବୀ ସ୍ତମ୍ଭୀଭୂତ ହୋଇପଡିଛି। ଏହାର ମୁକାବିଲା କରିବାକୁ ସରକାର ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଥିବାବେଳେ ବହୁ ସମର୍ଥନ ମଧ୍ୟ ମିଳୁଛି। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଅନେକ ବ୍ୟକ୍ତି ଲକଡାଉନ...

ସପ୍ତାହେରେ ତିଆରି କଲେଣି ୨୦ ହଜାର ମାସ୍କ

ଛେଣ୍ଡିପଦା,୩୧୩(ସ୍ବ.ପ୍ର.)- କରୋନା ସଂକ୍ରମଣ ଯୋଗୁ ବଜାରରେ ମାସ୍କର ଅଭାବକୁ ଦୃଷ୍ଟିରେ ରଖି ଏହାକୁ ତିଆରି କରି ଲୋକଙ୍କୁ ଯୋଗାଇବାକୁ ଅଣ୍ଟା ଭିଡ଼ିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତର ନାରୀଶକ୍ତି ଉତ୍ପାଦିକା ଦଳ। ଓଡ଼ିଶା ଜୀବିକା ମିଶନ ପକ୍ଷରୁ...

ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ

ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ ଭୟ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଗତ ୨୩ ତାରିଖରୁ ତାଲାବନ୍ଦ...

ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର...

ବାଟବଣା ବ୍ୟକ୍ତି ଆଶ୍ରୟସ୍ଥଳରେ ରହିଲେ

ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ପୋଲସାରା ଗ୍ରାମର ହିନ ପୋଲେଇ।...

କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍‌ଏସି

ବିଜେପୁର, ୩୧।୩(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍‌ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସଚେତନତା ସୃଷ୍ଟି କରୁଛନ୍ତି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ସରକାର...

ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ...

ହୋମ କ୍ଵାରାଣ୍ଟାଇନରେ ଥିବା ଯୁବକଙ୍କୁ ପୁରୀ ସ୍ଥାନାନ୍ତର

ବ୍ରହ୍ମଗିରି,୩୧ା୩(ଡି.ଏନ.ଏ)- ଓଡ଼ିଶାରେ କରୋନା ସଂକ୍ରମଣ ଆକ୍ରାନ୍ତ ବଢ଼ୁଥିବା ନେଇ ସମସ୍ତେ ଆତଙ୍କିତ। ଏହି ସଂକ୍ରମଣରୁ ରୋକିବା ପାଇଁ ହୋମଆଇସୋଲେଶନ, ସାମାଜିକ ଦୂରତା ବଜାଇ ରଖିବା ପାଇଁ ସଚେତନ କରାଯାଉଛି। ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ହୋମ କ୍ଵାରାଣ୍ଟାଇନରେ ରହିବାକୁ ନିଦ୍ଦେର୍ଶ ଦିଆଯାଇଛି।...

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ...

ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର

ଗୋପ,୩୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri