ଆମ ଜିଲା ଖବର

ଅବକାରୀ ଚଢାଉ : ୨୮୦୦କିଗ୍ରା ମହୁଲ ପୋଚ ଜବତ

କୋକସରା,୨୫।୧୧(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଖୁରସେଲଗୁଡା, ବେହେରା ନାଳ ପାଖରେ ଚୋରାମଦ ରନ୍ଧା ହେଉଥିବା ଖବରପାଇ ଜିଲା ଭ୍ରାମ୍ୟମାଣ ଗୋଷ୍ଠୀ ଓ ଜୟପାଟଣା ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଥିଲା। ସେଠାରେ ଖାନ୍‌ତଳାସି ପରେ ୨୮୦୦କିଗ୍ରା ମହୁଲ ପୋଚ…

ବିଦ୍ୟୁତ୍‌ ଖୁଣ୍ଟ, କେବୁଲ ତାର ସଂଯୋଗ ପାଇଁ ଶକ୍ତିମନ୍ତ୍ରୀଙ୍କୁ ଦାବିପତ୍ର

ଜୁନାଗଡ, ୨୫।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ଓ ବାଣ୍ଡିବସୁଲ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ଓ କେବୁଲ ତାର ସଂଯୋଗ ପାଇଁ ସ୍ଥାନୀୟ ସମିତି ସଭ୍ୟ ବିକାଶ ରଞ୍ଜନ ସରାଫ ସୋମବାର ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର…

ପର୍ଯ୍ୟଟକଙ୍କ ବିନା ଖାଁ ଖାଁ ଲାଗୁଛି ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା, ୨୫।୧୧ (ଡି.ଏନ.ଏ)-ଶୀତୁଆ ସକାଳରେ ଶୀତର ମଜା ନେବା ସହ ପ୍ରକୃତି ରାଣୀ କୋଳରେ ଦିନ ଟିଏ ବିତାଇବାକୁ କିଏ ବା ନ ଚାହେଁ। ତେବେ ଆଜିକୁ ପ୍ରାୟ ୭ ମାସରୁ ଊର୍ଦ୍ଧ ହେବ ଲୋକେ କୋଭିଡ କଟକଣା ଯୋଗୁ ଘରୁ…

ସହରର ହେବ ସୌନ୍ଦର୍ଯ୍ୟକରଣ

ଅନୁଗୋଳ ଅଫିସ, ୨୫।୧୧ – ଅନୁଗୋଳ ଜିଲାରେ ବ୍ୟାପକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ସେଲ୍‌ଫି ପଏଣ୍ଟଠାରୁ ଅତ୍ୟାଧୁନିକ ପାର୍କ, ଫୁଡ୍‌ କୋର୍ଟ ଆଦି ନିର୍ମାଣ ହେବ। ପ୍ରଥମେ ତାଳଚେର-ଅନୁଗୋଳ-ମେରାମୁଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ(ତାମଡା) ଅଧୀନରେ ଥିବା ଅନୁଗୋଳ, ତାଳଚେର ଓ ବଅଁରପାଳର ସୌନ୍ଦର୍ଯ୍ୟକରଣ…

ପତିତପାବନଙ୍କ ହେବ ନାହିଁ ନାଗାର୍ଜୁନ ବେଶ

ପୁରୀ ଅଫିସ୍‌,୨୩।୧୧: ଆସନ୍ତା ୨୭ରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ପଡିିଛି ଏହି ଦୁର୍ଲଭ ବେଶ। ଦାରୁଦିଅଁଙ୍କ ଏହି ବିରଳ ବେଶକୁ ଭକ୍ତମାନେ ଦେଖପାରିବେ ନାହିଁ। କରୋନା ମହାମାରୀ ପାଇଁ ଏଭଳି ନିଷ୍ପତ୍ତି ହୋଇଛି। ତେବେ ପତିତପାବନଙ୍କୁ…

ମର୍ମନ୍ତୁଦ ଦୁର୍ଘଟଣା, ୫ ଜୀବନ ଗଲା

ନୟାଗଡ଼ ଅଫିସ,୨୪।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ସରଣକୁଳ ସୁଆରସାହିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଧକ୍କାରେ ୫ ମୃତ୍ୟୁ ଘଟିଥିବାବେଳେ ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ଡମ୍ପର ନୟାଗଡରୁ ଓଡ଼ଗାଁ ଅଭିମୁଖେ ଦ୍ରୁତ ଗତିରେ ଯିବାବେଳେ…

IIFL ଲୁଟ୍‌ ଘଟଣା: ଭାଇ, ସାଙ୍ଗଙ୍କୁ ଲଗାଇ ଡକାୟତି କରିଥିଲେ କର୍ମଚାରୀ

କଟକ ଅଫିସ, ୨୪।୧୧: କଟକ ନୟାସଡ଼କସ୍ଥିତ IIFL ବ୍ରାଞ୍ଚରେ ଗତ ୧୯ ତାରିଖରେ ଏକ ବଡ଼ ଧରଣର ଲୁଟ୍‌ ହୋଇଥିଲା। IIFLର ଲାଲା ଅମ୍ରିତ ରାୟ ନାମକ କର୍ମଚାରୀ ହିଁ ଏହି ଲୁଟ ଘଟଣାରେ ମୁଖ୍ୟ ମାଷ୍ଟରମାଇଣ୍ଡ । ସେ ନିଜ…

ଡିସେମ୍ବରରେ ଖୋଲିପାରେ ଶ୍ରୀମନ୍ଦିର: ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୨୪।୧୧: ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତା ମାସର ୨ୟ କିମ୍ବା ୩ୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିବାକୁ ଯୋଜନା ରହିଛି।…

କଳାପଲ୍‌ସର ଆତଙ୍କ: ୫ଲକ୍ଷ ଟଙ୍କା ଲୁଟି ନେଇ ଦୁର୍ବୃତ୍ତ ଫେରାର

ପାଟଣା,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ମୁଖ୍ୟାଳୟସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ସମ୍ମୁଖରୁ ମଙ୍ଗଳବାର ଲୁଟ୍‌ ହୋଇଛି। କଳାପଲ୍‌ସରରେ ୨ ଦୁର୍ବୃତ୍ତ ଆସି ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କଠାରୁ ୫ ଲକ୍ଷ ଟଙ୍କା ଝାମ୍ପି ନେଇ ଜାତୀୟ ରାଜପଥ ୪୯ ନଂ.ରେ…

ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ…

ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା…

ଡିଟିପିରେ ମିଳୁଛି କୁଜଙ୍ଗ ରାଜାଙ୍କ ହାତପଟ୍ଟା

କେନ୍ଦ୍ରାପଡା ଅଫିସ, ୨୪।୧୧: ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିଲା ପରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଞ୍ଚଳର ଜମି ଜାଲିଆତି ଘଟଣା ବାହାରକୁ ଆସିଛି। ଗୋଟିଏ ପରିବାରର ୪ଟି ଜାତି ମାମଲାର ତଦନ୍ତ ସମୟରେ ଏହି ତଥ୍ୟ ଜଣାପଡ଼ିଛି। କୁଜଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?