ଆମ ଜିଲା ଖବର

ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଟାଉନ ପୋଲିସ ୩୦୦ ଗ୍ରାମ ବ୍ରାଉନସୁଗାର ଜବତ ଘଟଣାରେ ଚୁଡ଼ଙ୍ଗ ସାହିର…

‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’

ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍‌ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଯୁଦ୍ଧ, ୧୮୧୭ରେ ଗଣଯୁଦ୍ଧରେ ପରିଣତ ହୋଇଥିଲା। ସରକାର ବର୍ତ୍ତମାନ ପର୍ଯ୍ୟନ୍ତ…

ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍‌ଲି ମିଡିଆ ଆୱାର୍ଡ

ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍‌ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ ସଂପାଦକୀୟ ‘ଝିଅ ଯଦି କାଳୀ’ ଲେଖାକୁ ଓପ-ଏଡ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ କରାଯାଇ ଏହି…

ଓଏଏସ୍‌ ଅଫିସରଙ୍କ ଶ୍ୱଶୁର ଜେଲ ଗଲେ

ବାଲିଚନ୍ଦ୍ରପୁର,୨୪।୧୧(ସ୍ବ.ପ୍ର.): ଭୁବନେଶ୍ୱରରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟିଙ୍କ ଶ୍ୱଶୁର ପ୍ରଫୁଲ୍ଲ ମହାପାତ୍ର (୮୪)ଙ୍କୁ ସୋମବାର ଯାଜପୁର ପୋଲିସ୍‌ ଗିରଫ କରି ଜିଲା ମୁଖ୍ୟ ଦୌରାଜଜ୍‌ଙ୍କ ଅଦାଲତରେ ହାଜର କରିଥିଲା। ସେଠାରେ ପ୍ରଫୁଲ୍ଲଙ୍କ ଜାମିନ ନାମଞ୍ଜୁର ହେବାରୁ…

ମୃତ ଗାଙ୍ଗେଟିକ୍‌ ଡଲ୍‌ଫିନ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର(ଡି.ଏନ.ଏ.)/ପଟ୍ଟାମୁଣ୍ଡାଇ(ସ୍ବ.ପ୍ର.), ୨୪।୧୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗଙ୍ଗାରାମପୁର ପଞ୍ଚାୟତର କଇଁକୁଳା ଗଁା ନିକଟରୁ ଏକ ମୃତ ଗାଙ୍ଗେଟିକ୍‌ ଡଲଫିନ ରବିବାର ଉଦ୍ଧାର ହୋଇଛି। ଏହାର ଓଜନ ୬୦ କେଜି ଏବଂ ଲମ୍ବ ୭ ଫୁଟ ୩ ଇଞ୍ଚ।…

ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର ୧୪ଟି ମଣ୍ଡି ଓ ଉପମଣ୍ଡିରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି।…

ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା

କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ ଓ ବନବାସୀ ଅଞ୍ଚଳରେ ପଢ଼ୁଥିବା ପିଲାଙ୍କ ଭାଗ୍ୟ। ଏବେ ବହି ବସ୍ତାନି ବଦଳରେ…

ପ୍ରେରଣା ସାଜିଛନ୍ତି ନନ୍ଦିନୀ

କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି। କିନ୍ତୁ ଜଣେ ଝିଅ ଗାଁରେ ଧାନ କଳ ବସାଇ ନିଜେ ସ୍ବାବଲମ୍ବୀ ହେବା…

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌, ମେଳା, ମହୋତ୍ସବରେ ଭରି ଉଠେ ବେଳାଭୂମି ଅଞ୍ଚଳ। ଚଳିତବର୍ଷ ମହାମାରୀ କରୋନା ପ୍ରଭାବରେ ଗତ…

‘ବ୍ଲାକ୍‌ ଡାଇମଣ୍ଡ’ କହିବ କୋଇଲା କାହାଣୀ

ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ ହେଉଛି…

ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି, ମାଲକାନଗିରି…

ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର ମହକୁମାସ୍ଥିତ ପିଡବ୍ଲ୍ୟୁଡି କାର୍ଯ୍ୟାଳୟ ନିକଟରେ ଗୋପାଳକ୍ରିଷ୍ଣା ହାଡଓ୍ବେର ଦୋକାନରେ କାମ କରୁଥିବା ମ୍ୟାନେଜର ରବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?