ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ...
ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା
ପୁରୀ ଅଫିସ,୩୦।୩: ଘରୋଇ ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ...
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ...
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ କାଠ ସୋମବାର ପୁରୀରେ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ଆସିଥିବା ଏହି...
ଅନୁଧ୍ୟାନ କଲେ ଏସ୍ପି
ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ ମନା କରାଯାଇଛି । ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଲକଡାଉନ ନ ମାନି ୨ ଗିରଫ
ବଇଣ୍ଡା, ୩୦ା୩(ଡି.ଏନ.ଏ.)- କରୋନା ପାଇଁ ଭାରତ ସରକାର ୨୧ ଦିନ ସାରା ଦେଶରେ ଲକଡାଉନ ଜାରି କରିଥିବାବେଳେ ଏହି କଟକଣା ନ ମାନି ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ତାଳମଳିହା ଗ୍ରାମର...
୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ
ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ। ଏଥିଲାଗି ପ୍ରତି ପଞ୍ଚାୟତକୁ ୫ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି।...
ବୁଢ଼ାରଜା ଦୈନିକ ବଜାରକୁ ଯାନ ଚଳାଚଳ ବନ୍ଦ
ସମ୍ବଲପୁର, ୩୦।୩ (ବ୍ୟୁରୋ)- କରୋନା ଭୂତାଣୁ ସବୁ କ୍ଷେତ୍ର ଲାଗି କଟକଣା ଆଣି ଦେଇଛି। ପ୍ରତିଷେଧକ ଭାବେ ଜନସାଧାରଣ ଏହାକୁ ମାନୁଛନ୍ତି । ଏହି କ୍ରମରେ ସମ୍ବଲପୁର ବୁଢ଼ାରଜା ଦୈନିକ ବଜାର ପ୍ରବେଶ ପଥ ପ୍ରଫେସର କଲୋନୀ ଛକଠାରେ ଅଞ୍ଚଳବାସୀ...
ଗରିବ ଲୋକମାନଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ
ପାଟପୁର,୩୦ା୩- ଲକ୍ଡାଉନ ପରେ ବହୁ ଗରିବ ନିଃସହାୟ ଦୁଇଓଳି ଦୁଇମୁଠା ଖାଇବାକୁ ପାଉ ନାହାନ୍ତି। ଏପରିସ୍ଥଳେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ଲୋକ ଭୋକ ଉପାସରେ ଯେପରି ନ ରୁହନ୍ତୁ ବୋଲି ସରକାର ପ୍ରତ୍ୟେକ ଗ୍ରାମରେ ରନ୍ଧା ଖାଦ୍ୟ...
ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ
ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ ଥାନା ଅଧୀନ ପଦନପୁର ଗ୍ରାମର ଅଟୋଚାଳକ ଚନ୍ଦନ ଛୋଟରାୟ (ଦୀପୁନା)। ଚନ୍ଦନ ଆତ୍ମହତ୍ୟା...
ହରିଡ଼ାଖଣ୍ଡିରେ ବାର୍ହା ଆତଙ୍କ: ଧରିବାକୁ ଯାଇ ବନକର୍ମଚାରୀଙ୍କ ସମେତ ୯ ଆହତ
ବ୍ରହ୍ମପୁର ଅଫିସ,୩୦।୩- କରୋନା ଭାଇରସକୁ ନେଇ ସାରା ବିଶ୍ୱ ଆତଙ୍କିତ ଥିବାବେଳେ ସୋମବାର ସକାଳୁ ବ୍ରହ୍ମପୁରରେ ଦେଖାଦେଇଥିଲା ବାର୍ହା ଆତଙ୍କ। ବ୍ରହ୍ମପୁର ହରିଡାଖଣ୍ଡି ଗୌଡ଼ସାହି ଲକ୍ଷ୍ମୀ ନୃସିଂହ ମଠର ତାପବନରେ ଦୁଇଦିନ ଧରି ଏକ ବାର୍ହା ବୁଲୁଥିବାରୁ ଅଞ୍ଚଳବାସୀ ଆତଙ୍କିତ...
ମାସ୍କ ତିଆରି କରି ଗରିବଙ୍କୁ ବାଣ୍ଟିଲେ
ଟିଟିଲାଗଡ, ୩୦।୩ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମର ମା’ କୁଦୁରକୁଣୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ମାସ୍କ ତିଆରି କରି ବିକ୍ରି କରିବା ସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ନିଃସହାୟଙ୍କୁ ମାଗଣାରେ ବଣ୍ଟନ...
Archives


