ଆମ ଜିଲା ଖବର

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ…

ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ

ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍‌ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା ବେଳେ…

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା ତାଙ୍କ ନିର୍ଦ୍ଦେଶିତ ୱେବ୍‌ ସିରିଜ୍‌ ଝୋଲାଛାପ୍‌ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ଝୋଲାଛାପ୍‌…

ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ

ରାଉରକେଲା ଅଫିସ,୧୯ା୧୧-ରାଉରକେଲା ଉଦିତନଗର ପରେଡ ପଡିଆରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ ଜଳିପୋଡି ପାଉଁଶ ହୋଇଯାଇଛି। ଓଡ଼ିଶା ଅଗ୍ନିଶମ ଓ ଆର୍‌ଏସ୍‌ପିର ୪ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ସୂଚନାନୁସାରେ, ଉଦିତନଗର…

ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ

ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ।…

୨ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଜଣଙ୍କ ଜୀବନ

ବାରିପଦା ଅଫିସ,୧୯ା୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବୈଶିଙ୍ଗା-ଉଦଳା ରାସ୍ତାର ଉତ୍ତରପାଳ ଛକ ନିକଟରେ ବୁଧବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଖୁଣ୍ଟା ଥାନା…

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ, ବୀରମିତ୍ରପୁର ଅଞ୍ଚଳରେ ଚାପା ଉତ୍ତେଜନା

କୁଆଁରମୁଣ୍ଡା,୧୯।୧୧(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ହେପାଜତରେ ଥିବା ଜଣେ ଯୁବକଙ୍କର ଗୁରୁବାର ମୃତ୍ୟୁୁ ହୋଇଯାଇଛି। ସେ ହେଉଛନ୍ତି ବୀରମିତ୍ରପୁର କରବୋଲା ରୋଡ୍‌ର ତାରିକ ସଲିମ୍‌(୨୪) । ଏହି ଖବର ପ୍ରଚାରିତ ହେବାପରେ ଗୁରୁବାର ସକାଳୁ ବୀରମିତ୍ରପୁର ଅଞ୍ଚଳବାସୀଙ୍କ ପକ୍ଷରୁ ଥାନାରେ…

କଟକରେ ଫାଇନାନ୍ସ ଅଫିସରୁ ସଶସ୍ତ୍ର ଡକାୟତି: ୧୨ କୋଟି ଟଙ୍କା ସହ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

କଟକ ଅଫିସ,୧୯।୧୧: କଟକ ନୟାସଡକର ଆଇଆଇଏଫ୍‌ଏଲ୍‌ ଅର୍ଥ ଲଗାଣକାରୀ ସଂସ୍ଥାରୁ ବଡ଼ ଧରଣର ଡକାୟତି ହୋଇଛି। ଗୁରୁବାର ସକାଳେ ୪ ଦୁର୍ବୃତ୍ତ ଏହି ଡକାୟତି କରିଛନ୍ତି। ଦୁର୍ବୃତ୍ତମାନେ ଅଫିସ ଭିତରକୁ ପଶି କର୍ମଚାରୀଙ୍କୁ ଭୟଭୀତ କରି ୧୨ କୋଟି ଟଙ୍କା ସହ…

ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍‌ଏଚ୍‌ଆର୍‌ସି ଗାଇଡଲାଇନ୍‌ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍‌ପି

ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା ପରେ ଏହାକୁ ବିଭିନ୍ନ ବର୍ଗର ଲୋକେ ତୀବ୍ର ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗକୁ…

୫ ଲକ୍ଷ ଟଙ୍କାର ମୋବାଇଲ ଚୋରି କରିନେଲେ ଦୁର୍ବୃତ୍ତ

ମୁନିଗୁଡ଼ା,୧୯ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ରୋଡ୍‌ ହନୁମାନ ବଜାରରେ ବୁଧବାର ରାତିରେ ଗୋଟିଏ ମୋବାଇଲ ଦୋକାନ ଉପର ଟିଣ ଭାଙ୍ଗି ପ୍ରାୟ ୫ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଥିବା ଜଣାପଡ଼ିଛି । ବିଭିନ୍ନ ନାମୀଦାମୀ କମ୍ପାନୀର ମୋବାଇଲ…

ପାଲରେ ଗୁଡ଼ା ହୋଇ ରାସ୍ତାକଡ଼ରେ ପଡ଼ିଛି ମୃତଦେହ

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଟାଙ୍ଗୀ-କପିଳାସ ରାସ୍ତାର କରଞ୍ଜି ପଞ୍ଚାୟତର ବଡ଼କୁସୁନୁପୁର ନିକଟ ରାସ୍ତା କଡ଼ରୁ ଜରି ପାଲରେ ଗୁଡ଼ା ହୋଇ ପଡ଼ିଥିବା ମୃତଦେହକୁ ଗୁରୁବାର ସକାଳେ ଉଦ୍ଧାର ହୋଇଛି। ରାସ୍ତାକଡ଼ରେ ଏକ ଜରି ଅଖାରେ କିଛି ବନ୍ଧା…

ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍‌ କରିବା ସହିତ ମନ୍ଦିରରେ ପୂଜା ପାଉଥିବା ମା’ଦକ୍ଷୀଣକାଳୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?