ଆମ ଜିଲା ଖବର

ବିସ୍ମୟ ବାଳକ: ରାୟଗଡ଼ାର ବିଭୁନନ୍ଦନଙ୍କ ମୁହଁରେ ମହାକାଶ

ରାୟଗଡ଼ା ଅଫିସ,୨୮ା୬: ବୟସ ମାତ୍ର ୭ ବର୍ଷ। ହେଲେ ମହାକାଶ, ସୌରମଣ୍ଡଳ ବିଷୟରେ ରହିଛି ଗଭୀର ଜ୍ଞାନ। ମହାକାଶର ସୃଷ୍ଟି, ଏହାର ସ୍ଥିତି ଏବଂ ପୃଥିବୀ ଧ୍ୱଂସ ଆଦି ବିଷୟରେ ଏହି ବାଳକଙ୍କ ଜ୍ଞାନ ଅବିଶ୍ୱସନୀୟ। ଉକ୍ତ ବିସ୍ମୟ ବାଳକ ହେଲେ…

ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ଠାକୁରାଣୀ

ପୁରୀ ଅଫିସ,୨୮ା୬: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଶନିବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି…

ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା ଓ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ହେଲେ ରାଜକିଶୋର ବେହେରା। ତାଙ୍କ…

ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରାଯାଉ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଜାତୀୟ ଛୁଟି ଦିବସ ଭାବେ ଘୋଷଣା କରାଯାଉ। ଏନେଇ ଦାବି ଜୋର୍‌ ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଦାବି ଉପସ୍ଥାପନ କରିଛି ଓଡ଼ିଶା କଲଚରାଲ୍‌ ସର୍କଲ। ଏହାର ଅଧ୍ୟକ୍ଷ ତଥା ହୋଟେଲ୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ…

କେନ୍ଦୁପତ୍ର ବିକ୍ରି ପାଇଁ ଟ୍ରାନଜିଟ୍‌ ପରମିଟ ମିଳୁନି

ଜୁନାଗଡ଼,୨୮।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ପଞ୍ଚାୟତ ଓ ଆଟିଗାଁ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗତ ଏପ୍ରିଲ ମାସରେ ନିକଟସ୍ଥ କେଲିଆ ସଂରକ୍ଷିତ ଜଙ୍ଗଲରୁ କେନ୍ଦୁପତ୍ର ସଂଗ୍ରହ କରିଥିଲେ। ହେଲେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଟ୍ରାନଜିଟ ପରମିଟ ମିଳୁ ନ…

ରେଳବାଇ କଲୋନୀ ପାଚେରି ଭୁଶୁଡିଲା

ବସ୍ତା, ୨୮ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଷ୍ଟେଶନ ନିକଟରେ ଥିବା ରେଳବାଇ କଲୋନୀର ପ୍ରେସ କ୍ଲବ ଛକ ପାଖ ପାଚେରି ଭୁଶୁଡି ପଡ଼ିିଛି। ଶୁକ୍ରବାର ସନ୍ଧ୍ୟାରେ ପ୍ରବଳ ଘଡିଘଡି ସହ ବର୍ଷା ହେବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି। ପୂର୍ବରୁ ମଧ୍ୟ ଏହି…

ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ

ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ ଯାତ୍ରା କରୁଛନ୍ତି। ଘାଟିଆ ନଦୀର ଉଭୟପଟେ ଦଉଡି ବାନ୍ଧି ତାହାରି ଭରସାରେ ଯାତ୍ରୀମାନଙ୍କୁ ଡଙ୍ଗାରେ…

ହିଂସ୍ର ହେଉଛି ‘ରାକେଶ’

ଢେଙ୍କାନାଳ ଅଫିସ, ୨୮ା୬:  ଜଙ୍ଗଲରେ ମୁକ୍ତ ହୋଇ ବୁଲୁଥିଲା ସେ। ହିଂସ୍ର ଆଚରଣ ତାକୁ ବନ୍ଦୀ କରିଦେଲା ଚିଡ଼ିଆଖାନାରେ। ପ୍ରଥମେ ଶିକୁଳିରେ ବନ୍ଧା ହୋଇ ରହିଲା। ଆଉ ଏବେ କ୍ରଲ୍‌ (ସ୍ବତନ୍ତ୍ର କାଠ ଖୁଆଡ଼)ରେ କାଟୁଛି ବନ୍ଦୀ ଜୀବନ। ହେଲେ କ୍ରଲ୍‌ର ବାତାବରଣରେ…

ଚାଷୀଙ୍କ ଘରୁ ଲକ୍ଷାଧିକ ଟଙ୍କା, ୬ ଭରି ସୁନାଗହଣା ଚୋରି

କୋକସରା,୨୮ା୬(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଚାରବାହାଲ ଶାନ୍ତି ନଗରପଡାର ଚାଷୀ ଜି.ଶ୍ରୀନିବାସ ରାଓଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ୬ ଭରି ଓଜନର ସୁନାଗହଣା ଚୋରି ହୋଇଥିବା କୋକସରା ଥାନାରେ ଅଭିଯୋଗ ହୋଇଛି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି…

ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ

ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୋର ବ୍ଲକ ଅଧୀନ ମୁଳିସିଂ ପଞ୍ଚାୟତରେ।…

ବ୍ରହ୍ମପୁରରେ ମିଶନ ଜିରୋ କୋଭିଡ୍‌-୧୯ ଅଭିଯାନ: ୩ଦିନରେ ୧ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୨୮ା୬- ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେଉଥିବା ବେଳେ ଏହାକୁ ପ୍ରତିହତ କରିବା ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବ୍ରହ୍ମପୁରରେ ମିଶନ୍‌ ଜିରୋ କୋଭିଡ୍‌-୧୯ ଅଭିଯାନ ଆରମ୍ଭ ହୋଇଛି। ଗୁରୁବାରରୁ ଆରମ୍ଭ ହୋଇଥିବା ଏହି…

‘ଅନୁଗୋଳ ବନସାଥୀ’ ଆପ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୮ା୬: ଚଲାପଥ ଛାଡ଼ି ହାତୀ ଜନବସତି ଆଡ଼େ ଯାଉଥିଲେ ଏବେ ଆଗୁଆ ସତର୍କ କରିହେବ ଲୋକଙ୍କୁ। ଏହାଦ୍ୱାରା ହାତୀ ସହ ମଣିଷର ମୁହାଁ ମୁହିଁ କୁ ଏଡ଼ାଇ ଦିଆଯିବା ସହ ହାତୀକୁ ଜଙ୍ଗଲ ମଧ୍ୟକୁ ତୁରନ୍ତ ଘଉଡ଼ାଇ ଦିଆଯାଇପାରିବ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri