ଆମ ଜିଲା ଖବର

କରୋନା ଛଡ଼ାଇ ନେଇଛି ଜୀବିକା: ସହାୟତା ଦାବି କଲା ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ

ବରଗଡ଼ ଅଫିସ,୧୭।୧୧- କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା, ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ ପଶ୍ଚିମ…

ସହାୟତା ବାହାନାରେ ଏଟିଏମ୍‌ କାର୍ଡ ବଦଳାଇ ଲୁଟୁଥିଲେ ଟଙ୍କା: ୨ ଆନ୍ତଃରାଜ୍ୟ ଅପରାଧୀଙ୍କୁ ଧରିଲା ଛତ୍ରପୁର ପୋଲିସ

ଛତ୍ରପୁର, ୧୭।୧୧(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜ଼ିଲାରେ ଏଟିଏମ୍‌ରୁ କାର୍ଡ ମାଧ୍ୟମରେ ଟଙ୍କା ଉଠାଣ ବେଳେ ଲୋକଙ୍କୁ ସହାୟତା ଆଳରେ ସେମାନଙ୍କ ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ କରୁଥିବା ମାମଲାରେ ଛତ୍ରପୁର ପୋଲିସକୁ ସଫଳତା ମିଳିଛି। ଏଥିରେ ସମ୍ପୃକ୍ତ ୨ କୁଖ୍ୟାତ…

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇ ବିକାଶ କାମର…

କରୋନା ଛଡାଇ ନେଇଛି କଳାକାରଙ୍କ ଜୀବିକା, ସହାୟତା ଦାବି କଲା ଧନୁଯାତ୍ରା କଳାକାର ସଂଘ

ବରଗଡ ଅଫିସ,୧୭।୧୧: କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ ପଶ୍ଚିମ…

ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ଦାବି: ଅନଶନକୁ ଓହ୍ଲାଇଲା କୋଶଳ ସେନା

ବରଗ ଅଫିସ,୧୭।୧୧: ବରଗଡ଼ ଜିଲାରେ କ୍ୟାନ୍‌ସର ହସ୍ପିଟାଲ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠିଛି। ମଙ୍ଗଳବାର କୋଶଳ ସେନା ବିକ୍ଷୋଭ ଶୋଭାଯାତ୍ରା ସହିତ ଅନଶନକୁ ଓହ୍ଲାଇଛି। ଏକ ବିକ୍ଷୋଭ ଶୋଭାଯାତ୍ରାରେ କୋଶଳ ସେନାର କର୍ମୀମାନେ ଜିଲାପାଳଙ୍କ ଅଫିସକୁ ଯାଇଥିଲେ। ସେଠାରୁ…

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ କରାଯାଇଛି।…

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ…

ମୃତଦେହକୁ ନିଜ କାର୍‌ରେ ନେଇ ଘରେ ପହଞ୍ଚାଇଲେ ଯୁବକ: ଛୁଟୁଛି ପ୍ରଶଂସାର ସୁଅ

ହରଭଙ୍ଗା,୧୭।୧୧(ଡି.ଏନ୍‌.ଏ.): ରାସ୍ତାରୁ ଶିଶୁର ମୃତଦେହକୁ କାରରେ ନେଇ ଘରେ ଛାଡି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଲେ ଜଣେ ଯୁବକ। ଏଭଳି ଏକ ଘଟଣା ଘଟିଛି ବଦ୍ଧ ଜିଲା ହରଭଙ୍ଗା ବ୍ଲକରେ। ଉକ୍ତ ଯୁବକ ଜଣକ ହେଲେ ପୁରୁଣା କଟକର ପ୍ରଦୀପ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ ଏଥିରେ…

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧: ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ ଭକ୍ତ…

ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ କୃଷି ସମବାୟ ସମିତି) ମାଧ୍ୟମରେ ୮୫, ୨୯୪.୧୧୭ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ପାଇଁ…

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ କୁମ୍ଭୀରର ୪ ଦିନ ତଳୁ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦରୁ ଜଣାପଡିଛି। ଅତିରିକ୍ତ ପ୍ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?