ହାତ ଟେକି ଦେଇଛନ୍ତି ସରକାରୀ କର୍ମଚାରୀ
ବାମରା, ୨୯।୩ (ଡି.ଏନ.ଏ.) କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ୟାକେଜ ଓ ସୁବିଧା ଘୋଷଣା କରଛନ୍ତି। ହେଲେ କରୋନାରୁ ଲୋକଙ୍କୁ ବଞ୍ଚାଇବା ପାଇଁ ନିୟୋଜିତ କାର୍ଯ୍ୟରତ ଡାକ୍ତର ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀଙ୍କୁ...
ହାଟରେ ଶତାଧିକ ଲୋକଙ୍କ ଭିଡ଼
ବନ୍ତଳା, ୨୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ସତ୍ତ୍ୱେ ଏହାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳିଛି । ରବିବାର ଅନୁଗୋଳ ଛକଠାରେ ସାପ୍ତାହିକ ହାଟ ଥିବାରୁ ସେଠାରେ ଏକ ସଙ୍ଗରେ ଶହ ଶହ ଲୋକ ରୁଣ୍ଡ ହୋଇଯାଇଥିଲେ।...
କବିତାରେ କରୋନା ସଚେତନ କଲେ ମାଧବାନନ୍ଦ
କଣ୍ଟାପଡା,୨୯ା୩(ଡି.ଏନ୍.ଏ.)- ମହାମାରୀ କରୋନା ଭୂତାଣୁରୁ ମାନବ ସମାଜକୁ ବଞ୍ଚାଇବା ପାଇଁ ସାରା ବିଶ୍ୱ ଏବେ ଚିନ୍ତିତ। ଦେଶବାସୀ ଘରେରହି ସାମାଜିକ ଦୂରତ୍ୱ ପାଳନ କଲେ ଏହି ମହାମାରୀରୁ ଦେଶ ରକ୍ଷା ପାଇବା ପାଇଁ ସରକାର ଲକ୍ଡାଉନର ସାହାରା ନେଇଛନ୍ତି। ଜନସାଧାରଣ...
ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା
ବଇଣ୍ଡା, ୨୯ା୩(ଡି.ଏନ.ଏ.)- କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଜନତା ମହାବିଦ୍ୟାଳୟ ଓ କିଶୋରନଗର ଡିଗ୍ରୀ କଲେଜ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ଅଧ୍ୟକ୍ଷ ଏବଂ ଅଧ୍ୟାପକମାନେ ସେମାନଙ୍କ ଗୋଟିଏ...
ବୋମାଲୋଇ ଗ୍ରାମକୁ ପ୍ରବେଶ ନିଷେଧ
ସମ୍ବଲପୁର, ୨୯।୩ (ବ୍ୟୁରୋ):ସମଗ୍ର ବିଶ୍ୱରେ କରୋନା ଭୂତାଣୁ ଭୟ ଲାଗି ରହିଛି। ସହରରେ ଲକ୍ ଡାଉନକୁ କେତେକାଂଶରେ ଜନସାଧାରଣ ମାନୁଛନ୍ତି। କିନ୍ତୁ ଗ୍ରାମାଞ୍ଚଳରେ ଜନସାଧାରଣ ଲକ୍ ଡାଉନକୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ମାନି ନେଇଛନ୍ତି । ଏହି କ୍ରମରେ...
କରୋନା ଭୟ: ଗଁ।ର ପ୍ରବେଶ ପଥ ବନ୍ଦ
ନାଉଗଁ।, ୨୯।୩ (ସ୍ବ.ପ୍ର.)- ରାଜ୍ୟରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ନାଉଗଁ। ବ୍ଲକ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ନିଜ ଗଁ।କୁ କରୋନା ମହାମାରୀରୁ ରକ୍ଷା କରିବା ପାଇଁ କେତେକ ଗ୍ରାମର ପ୍ରବେଶ ପଥକୁ ବାଉଁଶ ଓ ଦଉଡି...
ମହାନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
କଟକ ସଦର,୨୯ା୩(ଡି.ଏନ୍.ଏ.)- କିଶନ ନଗର ଥାନା ଅନ୍ତର୍ଗତ କିଶୋର ନଗର ବଜାର ନିକଟସ୍ଥ ମହାନଦୀରୁ ରବିବାର ସକାଳେ ଜଣେ ଯୁବକ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବିଶ୍ୱନାଥ ନନ୍ଦୀ। ଖବରପାଇ ଅଗ୍ନିଶମ ବିଭାଗ ଓ ପୋଲିସ...
ଲକ୍ଡାଉନ୍: ଆଗଭଳି ଚାଲିଛି ଶିଳ୍ପସଂସ୍ଥା
ପାରାଦୀପ, ୨୯।୩ (ସ୍ବ.ପ୍ର.)-କରୋନା ପାଇଁ ସାରା ଦେଶରେ ଲକ୍ଡାଉନ୍ କରାଯାଇଥିବା ବେଳେ ପାରାଦୀପରେ ଏହାର ପ୍ରଭାବ ଦେଖିବାକୁ ମିଳୁନି। ପାରାଦୀପର ବିଭିନ୍ନ ଶିଳ୍ପ ସଂସ୍ଥା ଚାଲୁ ରହିଥିବା ବେଳେ ଏଠାକୁ ଶ୍ରମିକମାନେ ଯା’ଆସ କରୁଛନ୍ତି। ତେବେ ବିଭିନ୍ନ ଶିଳ୍ପ ସଂସ୍ଥାର...
ଆନିକଟ୍ର ଦ୍ୱିତୀୟ ଗେଟରେ ଜୁଆ ଖେଳ
ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା କର୍ଫ୍ୟୁ ଏବଂ ପରେ ଲକ୍ ଡାଉନ୍ ଯୋଗୁ ଜୁଆ ଖେଳିବାରେ ଲିପ୍ତ ଅଛନ୍ତି...
ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ
ବନ୍ତ,୨୯।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ହାଟ ପାଳିରେ...
ଭୋକିଲାଙ୍କ ପେଟରେ ଆହାର ଦେବାକୁ ପଣ
ସମ୍ବଲପୁର, ୨୯।୩ (ବ୍ୟୁରୋ):ସଂପ୍ରତି କରୋନା ଭୁତାଣୁ ସମଗ୍ର ବିଶ୍ୱକୁ ସଂପୂର୍ଣ୍ଣ ଭାବେ ଗ୍ରାସିଛି। ଜନ ଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଆଧୁନିକ ବୈଜ୍ଞାନିକ ହାତ ଟେକି ଦେଇଛନ୍ତି। ଏପରି ସ୍ଥଳେ ମଣିଷ ଭୟଭିତ ହୋଇ ଘରେ ବସିବାକୁ ବାଧ୍ୟ ହୋଇଛି।...
ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କଲେ ଅତିରିକ୍ତ ଜିଲାପାଳ
ବନ୍ତ,୨୯।୩(ଡି.ଏନ୍.ଏ.): ଅତିରିକ୍ତ ଜିଲାପାଳ(ରାଜସ୍ବ) ଅରୁଣ କୁମାର ମହାପାତ୍ର ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କରିଛନ୍ତି। ନିଳୋକ ହାଇସ୍କୁଲସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପାନୀୟ ଜଳ, ପାଇଖାନା, ବିଜୁଳି, ଔଷଧ ସମେତ ସାନିଟାଇଜେସନ୍, ସାମାଜିକ ଦୂରତା,...
Archives


