ଲକ୍ଡାଉନରେ ଧରାକୋଟ ଅଞ୍ଚଳ ଗୁରୁତର ପ୍ରଭାବିତ
ଧରାକୋଟ,୨୯ା୩(ଡି.ଏନ.ଏ.)- ସମଗ୍ର ଦେଶରେ କେନ୍ଦ୍ର ସରକାର ୨୧ଦିନ ପାଇଁ ଲକ୍ ଡାଉନ ଘୋଷଣା କରିଛନ୍ତି। ଯାହାର ପ୍ରଭାବରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ଛାଡ଼ିଦେଲେ ଦେଶର ଗମନାଗମନ ସହ ଅନ୍ୟାନ୍ୟ ସମସ୍ତ ସୁବିଧା ସୁଯୋଗ ଏକରକମ ବନ୍ଦ ହୋଇଯାଇଛି। ସାଧାରଣ ତଥା...
ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ
କେସିଙ୍ଗା,୨୯।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ମଶାଣିବନ୍ଧା, କୋକୋଡ଼ମାଲ ଓ ଭବାନୀପାଟଣା ବ୍ଲକର ଭିକାଝରଣ ଗ୍ରାମର ଶତାଧିକ ଦାଦନ ଶ୍ରମିକ ମହାରାଷ୍ଟ୍ରରେ ଫସି ରହିଛନ୍ତି। କେନ୍ଦ୍ର ସରକାର କରୋନା ମୁକାବିଲା ଲାଗି ୨୧ ଦିନ...
କରୋନା ଲାଗି ବୈରଖପାଲି ଗାଁ ରାସ୍ତା ସିଲ୍ କଲେ ଓ୍ବାର୍ଡସଭ୍ୟ
ବିଜେପୁର,୨୯।୩(ଡି.ଏନ୍.ଏ.): କରୋନା ବିଶ୍ବବାସୀଙ୍କ ନିଦ ହଜାଇ ଦେଇଛି। ଏହାର ମୁକାବିଲା ଲାଗି ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ଗାଁ ରାସ୍ତାକୁ ଓ୍ବାର୍ଡସଭ୍ୟଗଣ ରବିବାର ସିଲ୍ କରି ଦେଇଛନ୍ତି। ଉକ୍ତ...
ଋଷିକୂଲ୍ୟା ମୁହାଣ ବେଳାଭୂମିରେ ମଲା କଇଁଛ
ଗଞ୍ଜାମ,୨୯ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷୁକୁଲ୍ୟା ବେଳାଭୂମିରେ ବର୍ତ୍ତମାନ ଅଲିଭ ରିଡ୍ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ ସେଠାରେ ଗୋଟିଏ ମଲା କଇଁଛ ପଡ଼ିଥିବା ଦେଖିବାକୁ ମିଳିଛି। ଏନେଇ ବନ ବିଭାଗ ପାଖରେ...
ଲକ୍ଡାଉନ୍ ନ ମାନି ୪ ଗିରଫ
ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ନେଇ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ପାଟ୍ରୋଲିଂ କରାଯିବା ସହ ଦୁଇ ଥାନାର ପୋଲିସ ଏବେ କଠୋର...
ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି
ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ ସରକାରୀ ବିଦ୍ୟାଳୟକୁ ପଠାଉଥିବା ବେଳେ ସେଠାରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଉପଯୁକ୍ତ...
ଛତ୍ରପୁରରେ ଖୋଲିଲା ୨୩ ଆଇସୋଲେଶନ ସେଣ୍ଟର
ଛତ୍ରପୁର,୨୯।୩(ଡି.ଏନ୍.ଏ.): କରୋନା ଭୟାବହତା ପରିପ୍ରେକ୍ଷୀରେ ଏହାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଆଗୁଆ ପଦକ୍ଷେପ ନେଇଛି। ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ୨୩ଟି ଆଇସୋଲେଶନ...
ଖୋର୍ଦ୍ଧା ସହରର ସବୁ ରାସ୍ତା ସିଲ୍: ସମସ୍ତ ଥାନାଧିକାରୀଙ୍କ ଫୋନ୍ ନମ୍ବର ଜାରି
ଖୋର୍ଦ୍ଧା ଅଫିସ, ୨୯ା୩: ରାଜ୍ୟରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଖୋର୍ଦ୍ଧା ସହରର ୩ ପ୍ରମୁଖ ପ୍ରବେଶପଥ ଯଥା ନୂଆ ବସ୍ଷ୍ଟାଣ୍ଡ, ଚଣ୍ଡିଚୁଆ ଛକ ଏବଂ ମୁକୁନ୍ଦପ୍ରସାଦ ଛକକୁ ସିଲ...
ଆନ୍ଧ୍ରରେ ଫସିଛନ୍ତି ଗଞ୍ଜାମର ୧୫୦ ଜଣ
ଛତ୍ରପୁର,୨୯।୩(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲା ଚିକାଭରମଠାରେ ଗଞ୍ଜାମ ଜିଲାର ୧୫୦ ଜଣ ଫସିରହିଛନ୍ତି। ଉଦ୍ଧାର କରି ଘରକୁ ଫେରାଇ ନେବା ସହ ଖାଇବାକୁ ଦେବା ପାଇଁ ଏମାନେ ନିବେଦନ କରିଛନ୍ତି। ଏମାନଙ୍କ ପକ୍ଷରୁ ଏକ ଭିଡିଓ କ୍ଲିପ୍କୁ ସୋସିଆଲ ମିଡିଆରେ...
ଧରିତ୍ରୀ ପୋର୍ଟାଲ ପ୍ରଭାବ: ତାଲା ପକାଯାଇଥିବା ଗୋରୁଙ୍କୁ ଛାଡ଼ିଲା ଗଞ୍ଜାମ ଏନ୍ଏସି , ଭୋକ ଉପାସରେ ବୁଲୁଥିବାରୁ ଖାଦ୍ୟପେୟ ବ୍ୟବସ୍ଥା କରିବାକୁ ଦାବି
ଗଞ୍ଜାମ,୨୯।୩(ଡି.ଏନ୍.ଏ.): କରୋନା କଟକଣା ଲାଗି ଗଞ୍ଜାମ ସହର ଶୂନଶାନ। ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଘୋଷଣା ପରେ ଘରୁ ବାହାରୁନାହାନ୍ତି ଲେକେ। ଗତ ୨୨ ତାରିଖରେ ହୋଇଥିବା ଜନତା କର୍ଫ୍ୟୁଠାରୁ ଏନ୍ଏସି ପ୍ରଶାସନ ପକ୍ଷରୁ ସହର ମଧ୍ୟରୁ ଗୋରୁଙ୍କୁ ଭାରତୀ ବିଦ୍ୟାପୀଠ...
କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର
ଧାମନଗର,୨୯।୩(ଡି.ଏନ୍.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଅଗ୍ରୀମ ୩ ମାସର ଭତ୍ତା ପ୍ରଦାନ କରାଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଉଥିବା ୫୦...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କଲେ ୨ ସ୍ବେଚ୍ଛାସେବୀ
ପାଟଣା,୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨ ସ୍ବେଚ୍ଛାସେବୀ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ସେ ହେଲେ ପାଟଣା ନିର୍ବାଚନମଣ୍ଡଳୀ ଝୁମ୍ପୁରା ବ୍ଲକ ରସବନ୍ତଳା ଗ୍ରାମର ସ୍ବେଚ୍ଛାସେବୀ ବିନୋଦ ବିହାରୀ। ବିନୋଦ...
Archives


