ପ୍ରାଣଘାତୀ କରୋନା କବଳରୁ ମୁକ୍ତି ପାଇଁ ପ୍ରାର୍ଥନା: ଚାରି ଆଶ୍ରମ ବିଜେ କଲେ ବାଡ଼ି ନୃସିଂହ
ପୁରୀ ଅଫିସ,୨୯ା୩: ଚୈତ୍ର ଶୁକ୍ଳ ଚତୁର୍ଥୀରେ ଶନିବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ବାଡ଼ି ନୃସିଂହ ଦକ୍ଷିଣୀ ଘରୁ ପଟୁଆରରେ ବିମାନକୁ ବିଜେ କରିଥିଲେ। ଶ୍ରୀକ୍ଷେତ୍ରର...
ବସିଲା କୁଲାଡ଼ ହାଟ: ଗହଳି ନ କରି ଶାନ୍ତିଶୃଙ୍ଖଳାରେ ପରିବା କିଣିଲେ ଲୋକେ
ବଅଁରପାଳ,୨୯।୩(ଡି.ଏନ୍.ଏ.): ଅନୁଗୋଳ ଜିଲାର ବଅଁରପାଳ ବ୍ଲକ କୁଲାଡ ଏଫ୍ସିଆଇ ଛକଠାରେ ରବିବାର କୁଲାଡ଼ ହାଟ ବସିଛି। ଲକ୍ଡାଉନ୍ ଲାଗି ଅନୁଗୋଳ ହାଟ ବନ୍ଦ ହୋଇଥିବା ବେଳେ କୁଲାଡ଼ ହାଟକୁ ବହୁ ଚାଷୀ ଆସି ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି...
କରୋନା ସମ୍ପର୍କିତ ଗୁଜବ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ବ୍ୟକ୍ତି: ବାନ୍ଧିନେଲା ପୋଲିସ
ବଡ଼ବିଲ.୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ କରୋନା ସମ୍ପର୍କିତ ଏକ ଗୁଜବ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଗିରଫ ବ୍ୟକ୍ତିଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୋଲିସ ଏକ ମାମଲା ରୁଜୁକରି ଘଟଣାର...
୫ ଗ୍ୟାରେଜ୍ ଖୋଲା ରଖିବାକୁ ଅନୁମତି
କଟକ ଅଫିସ୍,୨୯ା୩: ଲକ୍ଡାଉନ୍ ଯୋଗୁ କଟକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗ୍ୟାରେଜ ଗୁଡ଼ିକ ବନ୍ଦ ରହିଛି। ଫଳରେ ରାଜପଥରେ ଚଳାଚଳ କରୁଥିବା ମାଲ୍ବାହୀ ଗାଡ଼ିଗୁଡ଼ିକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ଦୃଷ୍ଟିରେ ରଖି ୫ଟି...
ରାମାୟଣ ଦେଖି ଖୁସି ହେଲେ ବରିଷ୍ଠ ନାଗରିକ
ପୁରୀ ଅଫିସ,୨୯ା୩: ପରଦାକୁ ଫେରିଲା ପୌରାଣିକ ଧାରାବାହିକ ରାମାୟଣ। ଅଶୀ ଦଶକର ଏହି ଲୋକପ୍ରିୟ ଧାରାବାହିକ ଶନିବାରଠାରୁ ପୁଣି ପ୍ରସାରଣ ଆରମ୍ଭ ହୋଇଛି। ବର୍ତ୍ତମାନ କରୋନାକୁ ନେଇ ଦେଶରେ ଲକ୍ଡାଉନ ଘୋଷଣା ହୋଇଥିବାବେଳେ ଦର୍ଶକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଭାବ ଜାଗ୍ରତ...
ଥାନାକୁ ନ ଯାଇ ଫୋନ୍ରେ କରିହେବ ଅଭିଯୋଗ
କଟକ ଅଫିସ୍,୨୯ା୩: ଲକ୍ଡାଉନ୍ ଯୋଗୁ ଜନସାଧାରଣ ଯେମିତି ହଇରାଣ ନ ହୁଅନ୍ତି, ସେ ଦିଗରେ ପୋଲିସ ବିଭାଗ ତରଫରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଥାନା କିମ୍ବା ଜିଲା ପୋଲିସ କାର୍ଯ୍ୟାଳୟକୁ ନ ଯାଇ ଲୋକମାନେ ଅଭିଯୋଗ...
କରୋନା ଭୟରେ ପାରୋଲ୍ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ
କଟକ ଅଫିସ୍,୨୯ା୩: ଜେଲ୍ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍ଗୁଡ଼ିକରେ ଯଥାସମ୍ଭବ ଭିଡ଼କୁ କମାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚକ୍ଷମତା...
ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ
ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତିି। ସହର ଅପେକ୍ଷା ଦୁର୍ଗମ ଗ୍ରାମଗୁଡ଼ିକରେ ଅନୁସୂଚିତ ଜନଜାତି ଏବଂ ଜାତି...
ହିତାଧିକାରୀଙ୍କୁ ମିଳିଲା ୩ ମାସର ସାଧାରଣ ବଣ୍ଟନ ସାମଗ୍ରୀ
ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ଚାରିଆଡ଼େ ଲକ୍ଡାଉନ୍ କରାଯାଇଥିବାବେଳେ ଗରିବ ଶ୍ରେଣୀର ଲୋକଙ୍କ ସୁବିଧା ପାଇଁ ସରକାର ସମସ୍ତ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ସାମଗ୍ରୀକୁ ଆଗୁଆ ୩ ମାସ ପାଇଁ ବଣ୍ଟନ କରୁଛନ୍ତି ା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ...
ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ
ଆଠମଲ୍ଲିକ/ଛେଣ୍ଡିପଦା, ୨୯।୩(ଡି.ଏନ.ଏ.) – ଲକ୍ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ ଖାଇବାକୁ ପାଉ ନ ଥିବା ଏକ ଭିଡିଓରେ ଜଣାଇଛନ୍ତି। ଆଠମଲ୍ଲିକ ବ୍ଲକ କନ୍ତପଡା...
ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର
ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ଏ ନେଇ...
ସମସ୍ୟା ଥିଲେ ଜଣାଅ: ଏସ୍ପି
ଅନୁଗୋଳ ଅଫିସ, ୨୯।୩ – ଲକ୍ଡାଉନ୍ ବେଳେ ଅନୁଗୋଳ ଜିଲାବାସୀଙ୍କୁ ସହାୟତା ପାଇଁ ପୋଲିସ ଓ ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି। ଯଦି କେହି କୌଣସି ସମସ୍ୟା ଅନୁଭବ କରୁଛି ତା’ହେଲେ ନିଜ ଅଞ୍ଚଳର ଉପଖଣ୍ଡ ଅଧିକାରୀ ଓ ଥାନାକୁ...
Archives


