କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର
ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି ବ୍ଲକର ବିଭିନ୍ନ ପଞ୍ଚାୟତ ଓ ୩ଟି ସହରରେ ମୋଟ ୧୬୧ଟି ଅସ୍ଥାୟୀ ଚିକିତ୍ସା...
ବନ୍ଦ ହେଲା ଅନ୍ଲାଇନ୍ ଟିକେଟ ବ୍ୟବସ୍ଥା
ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ...
ସଂକ୍ରମଣ ରୋକିବାକୁ ଏନ୍ଟିପିସିର ସତର୍କତା
ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍ଙ୍କ ନେତୃତ୍ୱରେ...
ଲକ୍ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍ବସ୍ କଲା ପୋଲିସ
ବିନିକା,୨୯ା୩(ଡି.ଏନ୍.ଏ.) ଲକ୍ଡାଉନ୍ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ ଆସୁଥିବା ଯୁବକଙ୍କୁ ଉଠ୍ବସ କରିଛି। ବିନିକା-ସୋନପୁର ମୁଖ୍ୟରାସ୍ତାର ଡଭଲା ଛକରେ ଶନିବାର ଏପରି...
ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ
ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ...
ଟ୍ରଲର ଉପରେ କଟୁଛି ଦିନ
ଢେଙ୍କାନାଳ ଅଫିସ, ୨୯।୩ – ଗାଡ଼ି ଗଡ଼ିଲେ ପେଟକୁ ଦିମୁଠା ମିଳେ। ପରିବାର ଚଳେ। ଗାଡ଼ି ବନ୍ଦ ତ ଦାନାପାଣି ସବୁ ବନ୍ଦ। ପରିବାରକୁ ପଛକରି ସେମାନେ ଚାଲିଆସନ୍ତି। କେତେବେଳେ ପୁଣି ଫେରିବେ କିଛି ଠିକ୍ ଠିକଣା ନ ଥାଏ।...
ବହିରାଗତଙ୍କୁ ଗଁ। ମନା
ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସଙ୍ଗରୋଧ, ସାମାଜିକ ଦୂରତା, ସ୍ବଚ୍ଛତା ଏବଂ ସତର୍କତା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି...
ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ
ଢେଙ୍କାନାଳ ଅଫିସ, ୨୯।୩ – ଲକ୍ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ...
ଆଉ ୧୦ ଲକ୍ଷ ଟଙ୍କା ଦେଲେ ଏମ୍ପି
ଢେଙ୍କାନାଳ ଅଫିସ, ୨୯। ୩: କରୋନା ମୁକାବିଲା ପାଇଁ ଢେଙ୍କାନାଳ ଏମ୍ପି ମହେଶ ସାହୁ ନିଜର ଏମ୍ପି ଲାଡ୍ରୁ ୩୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ଶୁକ୍ରବାର ସେ ୨୬ଲକ୍ଷ ଟଙ୍କା ପ୍ରଦାନ କରିଥିବାବେଳେ ଶନିବାର ଆଉ ୧୦...
ପଞ୍ଚାୟତ ସ୍ତରରେ ଖୋଲିଲା ସଙ୍ଗରୋଧ କେନ୍ଦ୍ର
କେନ୍ଦୁଝର, ୨୯ା୩(ସ୍ବ.ପ୍ର.)- ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କେନ୍ଦୁଝର ଜିଲା ସଦର ବ୍ଲକର ୨୫ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଏନେଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶିବଚରଣ ବାଗ ସୂଚନା ଦେଇଛନ୍ତି। ଏଠାରେ ସେମାନଙ୍କୁ ୧୪ଦିନ...
ହୋମ୍ କ୍ୱାରାଣ୍ଟାଇନ୍ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା
କେନ୍ଦୁଝର,୨୯ା୩(ଡିଏନ୍ଏ): କେନ୍ଦୁଝର ଜିଲାରେ ଲକ୍ ଡାଉନ୍ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି। ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍ ତତ୍ତ୍ୱାବଧାନରେ ହୋମ୍ କ୍ୱାରାଣ୍ଟାଇନରେ ରଖାଯାଇଛି।...
କ୍ରିକେଟ ପଡ଼ିଆରୁ ୩ ବାଇକ, ୭ ସାଇକେଲ ଜବତ
ପାଟଣା, ୨୯ା୩(ସ୍ବ.ପ୍ର.): କରୋନା ପାଇଁ ସରକାର ସାରା ଦେଶରେ ଲକ୍ଡାଉନ ଘୋଷଣା କରିଛନ୍ତି। ହେଲେ ଏହି କଟକଣାକୁ ଉଲ୍ଲଂଘନ କରି କେନ୍ଦୁଝର ଜିଲା ପାଟଣା ଥାନା କଟାବେଡା ଗ୍ରାମର ଖେଳ ପଡ଼ିଆରେ ଶନିବାର ପୂର୍ବାହ୍ନରେ କିଛି ଯୁବକ କ୍ରିକେଟ ଖେଳୁଥିଲେ।...
Archives


