ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ
ଜୟପୁର, ୧୪।୧୧ (ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା ଥାନା ଅଧୀନ କୁନ୍ଦରୀଗୁଡା ଗ୍ରାମରୁ ଗିରଫ କରିଛି। ତାଙ୍କ ନିକଟରୁ ୩ଲକ୍ଷ ୩୦ ହଜାର…
ଧାନ କିଣାବିକାରେ ରହୁନି ସ୍ବଚ୍ଛତା
ନୟାଗଡ଼ ଅଫିସ,୧୪ା୧୧: ନୟାଗଡ଼ ଜିଲାରେ ଧାନ କିଣାବିକାରେ ସ୍ବଚ୍ଛତା ରହୁନାହିଁ। ୨୦୧୯-୨୦ ଆର୍ଥିକ ବର୍ଷର ସ୍ଥିତି ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହେବ। ଚଳିତବର୍ଷ ଏହି ଅନିୟମିତତା ରୋକା ନ ଗଲେ କଂଗ୍ରେସ ଓ ଭାଜପା ଆନ୍ଦୋଳନ କରିବାକୁ ଧମକ ଦେଇସାରିଲେଣି।…
ଅଦାଲତ ଆଦେଶ ମାନିଲାନି ବ୍ୟାଙ୍କ: ଅପିଲ ପରେ ମିଲିଲା କ୍ଷତିପୂରଣ
ନୟାଗଡ଼ ଅଫିସ,୧୪ା୧୧-ଖାଉଟି ଅଦାଲତଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ଆଦେନକାରୀ ଅପିଲ କରି ନ୍ୟାୟ ପାଇଛନ୍ତି। ଓଡ଼ଗାଁ ବ୍ଲକ ନନ୍ଦିଘୋର ଗ୍ରାମର ମାଗୁଣି ସେଠୀ ନାମକ ଜଣେ ଗ୍ରାହକ ନୟାଗଡ଼ସ୍ଥିତ ଏକ ବ୍ୟାଙ୍କରୁ ବ୍ୟକ୍ତିଗତ ଋଣ ନେଇଥିଲେ। ଏ ବାବଦରେ ସେ…
ରାସ୍ତାକଡ଼ରେ ପ୍ରସବ କଲେ ମହିଳା
ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରଳାଖେମୁଣ୍ଡି ରାଜନହର ମୁଖ୍ୟ ରାସ୍ତା କଡ଼ରେ ଜଣେ ଅସହାୟ ମହିଳା ପ୍ରସବ କରିଛନ୍ତି। ମହିଳା ଜଣକ ଭିକ୍ଷା ମାଗି ଚଳୁଥିଲେ। ପୂର୍ବାହ୍ନରେ ସେ ରାସ୍ତାକଡ଼ରେ ଭିକ୍ଷା ମାଗୁଥିବା ବେଳେ…
ବଡ଼ଚଣାରେ ଖୋଲିଲା ବିହନ ପରୀକ୍ଷା କେନ୍ଦ୍ର
ଚଣ୍ଡିଖୋଲ,୧୪ା୧୧(ଡି.ଏନ.ଏ.): ବଡ଼ଚଣାଠାରେ ଏକ ବିହନ ପରୀକ୍ଷାଗାର କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହାକୁ ଶୁକ୍ରବାର କୃଷିମନ୍ତ୍ରୀ ଅରୁଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଛନ୍ତି। ଓଡ଼ିଶା ରାଜ୍ୟ ବିହନ ଓ ଜୈବ ଉପ୍ତାଦ ପ୍ରମାଣନ ସଂସ୍ଥା ଦ୍ୱାରା ଆୟୋଜିତ ଉଦ୍ଘାଟନୀ ଉତ୍ସବରେ…
ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିଲା। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିଲେ ହେଁ ଆଉ ପୂର୍ବପରି…
ଗଜପତିରୁ ୪ ପଜିଟିଭ ଚିହ୍ନଟ
ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍.ଏ.): ଗଜପତିରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳା ପୌର ପରିଷଦରୁ ୩ ଜଣ, ଗୋଷାଣିରୁ ଜଣେ ଆକ୍ରାନ୍ତ ହୋଇଥିବା ଗଜପତି ଜିଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୩ରେ…
ଲକ୍ଷାଧିକ ଟଙ୍କାର ବାଣ ଜବତ, ବ୍ୟବସାୟୀ ଗିରଫ
ଦିଗପହଣ୍ଡି,୧୪ା୧୧(ଡି.ଏନ୍.ଏ.): ଦିଗପହଣ୍ଡି ପୋଲିସ ଡେଙ୍ଗାଓସ୍ତା ଗ୍ରାମର ଏକ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ସହ ବ୍ୟବସାୟୀ ୟୁ. କୈଳାସ ପାତ୍ରଙ୍କୁ ଗିରଫ କରିଛି। କୈଳାସ ବାଣ ବିକୁଥିବା ଖବର ପାଇ ଆଇଆଇସି…
ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ
ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ ସେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଭିଡିଓ ଭାଇରାଲ ହୋଇଛି ନିଜେ ପ୍ରତ୍ୟେକ୍ଷ…
ଅନୁମତି ପରେ ଶ୍ରୀସେତୁ କାମ
ପୁରୀ ଅଫିସ,୧୪ ।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପ କାମ ଚାଲିଥିବାବେଳେ ଆଗକୁ ଆହୁରି ଏକାଧିକ ପ୍ରକଳ୍ପ କାମ ଆରମ୍ଭ ହେବ। ଏହି ପ୍ରକଳ୍ପ ମଧ୍ୟରୁ ଶ୍ରୀସେତୁ ଅନ୍ୟତମ।…
ଟିଟୋ ସହଯୋଗୀ ମୁନା ଲାଡେନ୍ ଗିରଫ
କଟକ ଅଫିସ,୧୪ ।୧୧: ଦାଦାବଟି ମାମଲାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ଟିଟୋଙ୍କ ସହଯୋଗୀ ବାଙ୍କା ବଜାରର ମୁନା ଲାଡେନ୍ ଓରଫ ସୟଦ ମୁତାକ୍ୱିଦଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ଗୋଟିଏ ୯ ଏମ୍ଏମ୍ ପିସ୍ତଲ, ୬ ରାଉଣ୍ଡ ଗୁଳି, ମାଗାଜିନ ଓ…
ଠକେଇ ମାମଲାରେ ଯୁବକ ଗିରଫ
ଚନ୍ଦାହାଣ୍ଡି, ୧୪ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ବରିଷ୍ଠ ନାଗରିକଙ୍କ ଏଟିଏମ୍ କାର୍ଡ ନେଇ ଅାକାଉଣ୍ଟରୁ ଲକ୍ଷାଧତ୍କ ଟଙ୍କା ଲୁଟ୍ ମାମଲାରେ ଜୁନାଗଡ଼ ପୋଲିସ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପୂଜାରୀଗୁଡା ଗ୍ରାମର ଚୈତନ୍ୟ ନାଗ (୨୪)ଙ୍କୁ ଗିରଫ କରିଛି ା ଏହାପରେ ଜୁନାଗଡ଼…

