ଆମ ଜିଲା ଖବର

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

ଟୋଲ୍‌ ଫି ଲାଭ ଆଗ

ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌ )ରେ ଥିବା କଟକ ମଙ୍ଗୁଳି ଟୋଲ୍‌ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ ବସିଛି।…

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଏଥିରେ ସହାୟ ହୋଇଛି। ଜିଲାର ତାଳଚେର ଓ ନାଲ୍‌କୋ ଅଞ୍ଚଳରେ କେବେ କେମିତି…

ଢେଙ୍କାନାଳ ଜିଲାରେ ସୀମା ଟପିଲା ବର୍ବରତା: ୪ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ଢେଙ୍କାନାଳ ଅଫିସ/କାମାକ୍ଷାନଗର/କାଳିଆପାଣି(ଡି.ଏନ୍‌.ଏ.), ୧୩।୧୧-ଢେଙ୍କାନାଳ-ଯାଜପୁର ସୀମାନ୍ତ କଙ୍କଡ଼ାହାଡ଼ ଥାନା ଖରଖରି ଗ୍ରାମରେ ଜଣେ ୪ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି କେତେଜଣ ବ୍ୟକ୍ତି ଏପରି ଜଘନ୍ୟକାଣ୍ଡ ଘଟାଇଥିବା ମୃତ ଶିଶୁକନ୍ୟାଙ୍କ ବାପା ଅଭିଯୋଗ…

ଥାନା ଭିତରେ ଲାଠି, ଗୋଇଠା ମାଡ଼ ମାମଲା: ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ ଥାନାର…

ଭିଜିଲାନ୍ସ ଜାଲରେ କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ

କପ୍ତିପଦା,୧୩।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ ଇଂ. ଅଶ୍ୱନୀ କୁମାର ଦାସଅଧିକାରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଗାଡ଼ିଭଡା ବାବଦକୁ ବିଲ୍‌ ମଞ୍ଜୁର କରାଇବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ…

ଧାନଖଳାରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ଧାନ, ମେଶିନ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜଗର ପଞ୍ଚାୟତ ନୂଆଗାଁ ଚତୁରି ସାହିରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଧାନ ଅମଳ ପାଇଁ ଗାଁରେ ଥିବା ଚତୁରି ଉପରେ ରଖାଯାଇଥିବା ୧୪ ଜଣ ଚାଷୀଙ୍କ ୧୮ ଟ୍ରିପ୍‌ ଧାନ ବିଡା ଅଗ୍ନିକାଣ୍ଡରେ…

ଲିଙ୍ଗ ନିରୂପଣ ସୂଚନା ଦେଲେ ମିଳିବ ୧୦ ହଜାର ପୁରସ୍କାର

ଛତ୍ରପୁର,୧୩।୧୧(ଡି.ଏନ୍‌.ଏ.): ଗର୍ଭଧାରଣ ପୂର୍ବ ଓ ପ୍ରସ୍ତୁତି ନିଦାନ କୌଶଳ ଅଧିନିୟମ ଜିଲା ପରାମର୍ଶଦାତା କମିଟିର ବୈଠକ ସ୍ଥାନୀୟ ଜିଲାପାଳଙ୍କ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଥିବା କ୍ଲିନିକଗୁଡ଼କର…

ପୋଲିସର ଅତର୍କିତ ଚଢ଼ାଉ: ୩ ଜୁଆଡ଼ି ଗିରଫ

ଦିଗପହଣ୍ଡି,୧୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ରାତିରେ କଇଠଡ଼ା ପଞ୍ଚାୟତ କଲ୍ୟାଣପୁର ଗ୍ରାମରେ ଅତର୍କିତ ଚଢ଼ାଉ କରି ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣପୁର ଗ୍ରାମର କୁନା ଦୋରା , ଗୁହାଳପୁର ଗ୍ରାମର ରବି ସେଠୀ ଓ…

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ…

ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍‌ ହେବ

ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ କରାଯିବ।…

ଧାନ ଫସଲ ନଷ୍ଟ କରୁଛନ୍ତି ବାର୍‌ହା: ଜମିରେ ମଞ୍ଚା ବାନ୍ଧି ଜଗୁଛନ୍ତି ଚାଷୀ

ମହାକାଳପଡା,୧୩ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗହୀରମଥା ସଂଲଗ୍ନ ଗ୍ରାମଗୁଡିକରେ ବାର୍‌ହା ଉପଦ୍ରବ ଦେଖିବାକୁ ମିଳୁଛି। ବାର୍‌ହା ପଲ ମୁହଁ ଅନ୍ଧାର ହେଲା ପରେ ଜମିରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଫସଲକୁ ବାର୍‌ହା କବଳରୁ ରକ୍ଷା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?