ଆମ ଜିଲା ଖବର

ଭୁବନେଶ୍ୱର ରେଳଧାରଣାରେ ୫୫କିମି ଚାଲି ଚାଲି ଆସିଲେ ରାଧାକିଶୋରପୁର

ଖୁଣ୍ଟୁଣୀ,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁ ଯୋଗୁ ସାରା ବିଶ୍ୱ ଏବେ ଅଚଳାବସ୍ଥା ହୋଇପଡ଼ିଛି। ଅଚାନକ ଲକଡାଉନ ଘୋଷଣା ହେବା ପରେ ଅନେକ ଲୋକ ନିଜ ଗନ୍ତବ୍ୟସ୍ଥଳରେ ନ ପହଞ୍ଚତ୍ପାରି ଅଧାବାଟରେ ଫସିଯାଇଛନ୍ତି। ସେହିଭଳି ପଶ୍ଚିମବଙ୍ଗର ଜଣେ ଦିନ ମଜୁରିଆ ପୁରଲିଆର...

କୋଭିଡ-୧୯ ମୁକାବିଲା ପାଇଁ ଜରୁରିକାଳୀନ ହସ୍‌ପିଟାଲ: ଛାତ୍ରାବାସକୁ କରାଗଲା ପ୍ରସ୍ତୁତି

ଦାରିଙ୍ଗବାଡି,୨୮।୩(ଡି.ଏନ୍‌.ଏ.)- କୋଭିଡ-୧୯ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଦାରିଙ୍ଗବାଡିଠାରେ ଥିବା ମଙ୍ଗଳ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସ କୋଠା ଗୁଡିକୁ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କରାଯାଉଛି। ଏଥିପାଇଁ କୋଠା ଗୁଡିକୁ ରଙ୍ଗ ଦିଆଯିବା ସହ...

ଜିଅନ୍ତା ଛେଳିକୁ ମାରି ଖାଇଦେଲେ ବୁଲା କୁକୁର

ଧମା, ୨୮।୩ (ଡି.ଏନ.ଏ.): ବର୍ତ୍ତମାନ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ ଡାଉନ ଘୋଷଣା କରାଯାଇଛି । ଫଳରେ ଗ୍ରାମାଞ୍ଚଳରୁ ନେଇ ସହରାଞ୍ଚଳ ପର୍ଯ୍ୟନ୍ତ ସବୁଠି ହୋଟେଲ, ଦୋକାନ ବଜାର ବନ୍ଦ ରହଛି। ଏହାଦ୍ୱାରା ବୁଲା ଗୋରୁ ଓ...

କରୋନା ପାଇଁ ସୀମାନ୍ତ ସିଲ୍‌ କଲା ପ୍ରଶାସନ

ସିନାପାଲି,୨୮।୩ (ଡି.ଏନ.ଏ): କରୋନା ସଂକ୍ରମଣ ରୋକିବା ପାଇଁ ସିନାପାଲି ବ୍ଲକ ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ଛତିଶଗଡ ସୀମାକୁ ସିଲ୍‌ କରିବା ସହ ସହର ସମେତ ଗ୍ରାମାଞ୍ଚଳରେ ଯାଞ୍ଚ କଡାକଡି କରାଯାଇଛି। ସିନାପାଲି ପୋଲିସ ତରଫରୁ...

ସାଇକେଲରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- କରୋନାକୁ ପ୍ରତିରୋଧ ପାଇଁ ଗଞ୍ଜାମ ଜିଲାରେ ଲାଗୁ ହୋଇଥିବା ଲକ୍‌ଡାଉନ ଶନିବାର ସପ୍ତମ ଦିନରେ ପହଞ୍ଚତ୍ଛି। ଏନେଇ ଜିଲାରେ ବାଇକ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ ରହିଛି। ଗ୍ରାମାଞ୍ଚଳଗୁଡିକରେ କରୋନା ନେଇ ଜାରି ହୋଇଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହେଉଛି କି...

ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଶନିବାର ଚେରଖଣ୍ଡି ଗ୍ରାମର ଶିକ୍ଷକ ମାନସ ରଞ୍ଜନ ନାୟକଙ୍କୁ ଗିରଫ କରିଛି । ଏ ସଂକ୍ରାନ୍ତରେ ନଂ. ୩୩/୨୦ରେ...

ବାଡ଼ ଦେଇ ରାସ୍ତା ଅବରୋଧ, ଜିଲାପାଳଙ୍କୁ ଅଭିଯୋଗ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ଥିବାବେଳେ ବିଭିନ୍ନ ସ୍ଥାନରେ ଲୋକେ ଗାଁକୁ ଯିବାଆସିବା ରାସ୍ତାରେ ବାଡ଼ ଦେଇ ବାଟ ଅବରୋଧ କରିଥିବା ଅଭିଯୋଗ ହୋଇଛି । ଏଥିଯେୋଗୁ ସ୍ଥାନୀୟ ଲୋକେ ଜରୁରୀ କାମରେ ମଧ୍ୟ ବାହାରକୁ ଯାଇପାରୁ...

କରୋନା ସଂକ୍ରମଣ ସନ୍ଦେହ: ବିଷ୍ଣୁପୁର ଅଞ୍ଚଳର ଯୁବକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କଲା ପୋଲିସ

ବାହାନଗା, ୨୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଅଞ୍ଚଳର ଜଣେ ଦିଲ୍ଲୀ ଫେରନ୍ତା ଯୁବକ କରୋନା ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ଖନ୍ତାପଡା ଥାନା ଓ ଗୋପାଳପୁର ଫାଣ୍ଡି ପୋଲିସ ସନ୍ଦିଗ୍ଧ ଯୁବକଙ୍କୁ ଗ୍ରାମରୁ ଉଦ୍ଧାର କରି ପ୍ରଥମେ...

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ ତୁଳସୀ

ଜୟପୁର,୨୮ା୩(ନି.ପ୍ର.): ଆନ୍ଧ୍ର-ଓଡ଼ିଶା ବର୍ଡର୍‌ ସ୍ପେଶିଆଲ୍‌ ଜୋନାଲ୍‌ କମିଟିର ମହିଳା ମାଓବାଦୀ ତୁଳସୀ ଉଲ୍ଲାକା ଶନିବାର କୋରାପୁଟ ଏସ୍‌ପି ମୁକେଶ୍‌ ଭାମୋଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେ କୋରାପୁଟ ଜିଲା ନାରାୟଣପାଟଣା ଏରିଆ କମିଟି ମେମ୍ବର ଥିଲେ। ତୁଳସୀଙ୍କ ଘର ନାରାୟଣପାଟଣା...

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି...

ପିପିଲିରେ ଚାଲିଲା ଅସ୍ଥାୟୀ ହାଟ

ପିପିଲି,୨୮ା୩(ସ୍ବ.ପ୍ର./ ଡି.ଏନ୍‌.ଏ.) ପିପିଲି ହାଟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ଏହାକୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। କିନ୍ତୁ ଶୁକ୍ରବାରଠାରୁ ସ୍ଥାନୀୟ ଇନ୍ଦିରା ମୈଦାନ (ପଦାପଡିଆ)ଠାରେ ଅସ୍ଥାୟୀ ଭାବେ ପିପିଲି ସାପ୍ତାହିକ ହାଟ ଖୋଲିଛି। ତେବେ ସପ୍ତାହର ସୋମବାର...

ଗାଁ ଗାଁ ବୁଲି ମାସ୍କ ବାଣ୍ଟିଲେ, ସଚେତନ କଲେ ସରପଞ୍ଚ

ପିପିଲି,୨୮ା୩(ସ୍ବ.ପ୍ର.)- କରୋନାକୁ ମୁକାବିଲା କରିବାକୁ ହେଲେ ସମସ୍ତେ ନିଜ ଘରେ ରହନ୍ତୁ। ଆବଶ୍ୟକତା ନ ଥିଲେ ପଦାକୁ ବାହାରନ୍ତୁ ନାହିଁ। ବର୍ତ୍ତମାନ କରୋନା ଭୂତାଣୁ ସଙ୍ଗିନ୍‌ ହେବାକୁ ଯାଉଥିବାବେଳେ ଆମେ ସତର୍କ ରହିବା ଉଚିତ। ଆମ ଅଞ୍ଚଳ ସୁରକ୍ଷିତ ରହିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri