ବାଘ ଆକ୍ରମଣରେ ମଇଁଷି ଗୁରୁତର: ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
ଠାକୁରମୁଣ୍ଡା, ୨୮।୩ (ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍ ଅଞ୍ଚଳବାସୀ ଏବେ ବାଘକୁ ନେଇ ଭୟଭୀତ ହୋଇପଡ଼ିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ...
ଲକ୍ଡାଉନ ଆଇନ ଉଲ୍ଲଂଘନ କରି ୩ ଗିରଫ
କଣ୍ଟାପଡା,୨୮ା୩(ଡି.ଏନ୍.ଏ.)- କଣ୍ଟାପଡ଼ା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଲକଡାଉନ ଆଇନ ଉଲ୍ଲଂଘନ କରିଥିବାରୁ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଏ ନେଇ ଗୋବିନ୍ଦପୁର ଥାନାଧିକାରୀ ମାନସର ରଞ୍ଜନ ମିଶ୍ର ନଂ. ୩୬, ୩୭ ଏବଂ ୩୮/୨୦ରେ ମାମଲା ରୁଜୁ କରିଛନ୍ତିି। ମହାମାରୀ...
ସାର, କୀଟନାଶକ ଦୋକାନ ଅଢ଼େଇ ଘଣ୍ଟା ଖୋଲା ରହିବ
ସମ୍ବଲପୁର,୨୮।୩ (ବ୍ୟୁରୋ):ଲକ୍ଡାଉନ ସମୟରେ ଜିଲାର ସମସ୍ତ ସାର ଓ କୀଟନାଶକ ଦୋକାନ ୩ ଘଣ୍ଟା ଖୋଲା ରହିବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଚାଷୀ ସଙ୍ଗଠନର ଅନୁରୋଧ ରକ୍ଷା କରି ଜିଲାପାଳ ଶୁଭମ ସକ୍ସେନା ଏ ସଂକ୍ରାନ୍ତରେ ନିର୍ଦ୍ଦେଶ ଦେଇଛନ୍ତି।...
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା
ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର...
ଲକ୍ଡାଉନ: ବିନା କାମରେ ବାହାରେ ବୁଲୁଥିବା ଲୋକଙ୍କ ବାଇକ୍ ଜବତ କଲା ପୋଲିସ
ବ୍ରହ୍ମପୁର ଅଫିସ, ୨୮।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍ଡାଉନ ଜାରି ରହିଛି। ତେବେ ଲକ୍ ଡାଉନର ୬ ଦିନ ପରେ ମଧ୍ୟ ବ୍ରହ୍ମପୁରବାସୀ ପ୍ରଶାସନର କଟକଣାକୁ ଅବମାନନା କରୁଛନ୍ତି। ପ୍ରଶାସନର ଅନୁରୋଧ ସତ୍ତ୍ୱେ...
ଲକ୍ଡାଉନ: ସହରର ବିଭିନ୍ନ ସାହି ମୁଖ୍ୟରାସ୍ତାକୁ ସିଲ୍ କଲା ପ୍ରଶାସନ
ବ୍ରହ୍ମପୁର ଅଫିସ, ୨୮।୩: କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ଜାରି ହୋଇଥିବା ଲକ୍ ଡାଉନକୁ ସଫଳ କରିବାକୁ ଶନିବାରଠାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକସ୍ଥାନ ସମେତ ବିଭିନ୍ନ ସାହିର ମୁଖ୍ୟ...
ଗାଁଠୁ ସହର ସବୁଠି କରୋନା ଭୟ: ଜୀବିକା ଆଗରେ ପଡ଼ିଛି ଫିକା
ରାଇକିଆ,୨୮।୩(ଡି.ଏନ୍.ଏ.): ଗାଁଠାରୁ ସହର ସବୁଠି କରୋନା ଭୟ। ଦୋକାନ ବଜାର ବନ୍ଦ। ରାସ୍ତାଘାଟ ଶୂନଶାନ୍ । ଘରୁ ପଦାକୁ ବାହାରିବାକୁ କଡ଼ା କଟକଣା। କେବଳ ସକାଳ ୭ରୁ ୧୧ଟା ମଧ୍ୟରେ ରାଶନ ସାମଗ୍ରୀ, ଔଷଧ, ପନିପରିବା ପାଇଁ କିଛି ଘଣ୍ଟାର...
୫ ସନ୍ଦିଗ୍ଧଙ୍କ ରକ୍ତ, ସ୍ବାବ ପରୀକ୍ଷା ପାଇଁ ଗଲା
ସମ୍ବଲପୁର,୨୮।୩ (ବ୍ୟୁରୋ)-ସମ୍ବଲପୁର ଜିଲାର ୫ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଓ ସ୍ବାବ୍ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି ା ସେମାନଙ୍କୁ ବୁର୍ଲା ଭିମ୍ସାରର ଆଇସୋଲେଶନ ସେଣ୍ଟରରେ ରଖାଯାଇଛି ା ଆବଶ୍ୟକ ମେଡିକାଲ ପରୀକ୍ଷା ସହିତ ଭୁବନେଶ୍ୱରରୁ ରିପୋର୍ଟ ଆସିବା...
ନକଲି ବିଦେଶୀ ମଦ ଜବତ, ୨ ଗିରଫ
ଭଦ୍ରକ ଅଫିସ, ୨୮।୩: ଭଦ୍ରକ ଜିଲା ରାଣୀତାଲ ଛକ ନିକଟରୁ ଶନିବାର ସକାଳେ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ନକଲି ବିଦେଶୀ ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଣୀତାଲର ଦିଲ୍ଲୀପ ମଲିକ ଓ...
ଗୃହପାଳିତ, ବୁଲା ପଶୁପକ୍ଷୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା
ସମ୍ବଲପୁର, ୨୮।୩ (ବ୍ୟୁରୋ)-ଗୃହପାଳିତ ପଶୁପକ୍ଷୀ ଯଥା ଗାଈ, ଗୋରୁ, କୁକୁର, ପାରା, ବିଲେଇ, ଶୁଆଙ୍କ ପାଇଁ ପ୍ରଶାସନ ବ୍ୟବସ୍ଥା କରିଛି । ଜିଲା ପ୍ରାଣୀଧନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ସହ ଏକ ହ୍ବାଟ୍ଅପ୍ ନମ୍ବର ରହିଛି । ଗୃହପାଳିତ...
ଲୋକଙ୍କ ଘରେ ଜିନିଷ ପହଞ୍ଚାଇବ ହୋମ୍ଭେରି ପୋର୍ଟାଲ
ସମ୍ବଲପୁର,୨୮।୩(ବ୍ୟୁରୋ)-ଲକ୍ଡାଉନ ଘୋଷଣା ହେବା ପରେ ସମ୍ବଲପୁର ଜିଲାରେ ଦୋକାନ ବଜାରଗୁଡିକ ବନ୍ଦ ରହିଛି। ମହାନଗର ନିଗମ ପକ୍ଷରୁ ଶୁକ୍ରବାରଠାରୁ କିରାନା ସାମଗ୍ରୀ ଏବଂ ଔଷଧ ହୋମ ଡେଲିଭରି ଆରମ୍ଭ ହୋଇଛି । ହୋମଭେରି ନାମରେ ଏକ ପୋର୍ଟାଲ ପ୍ରଶାସନ ପକ୍ଷରୁ...
ତାମିଲନାଡୁରେ ଫସି ରହିଛନ୍ତି ୨୫ରୁ ଅଧିକ ଯୁବତୀ
ସମ୍ବଲପୁର, ୨୮।୩ (ବ୍ୟୁରୋ):ସମ୍ବଲପୁରର ଜିଲାର କୁଚିଣ୍ଡା, ଜମନକିରା, ଯୁଯୁମୁରା ଓ ବଲାଙ୍ଗୀର ଜିଲାର ପ୍ରାୟ ୨୫ଜଣ ଯୁବତୀ ତାମିଲନାଡୁରେ ଫସି ରହିଛନ୍ତି । ଲକ୍ ଡାଉନ ଯୋଗୁ ସେମାନେ ଘରକୁ ଫେରି ପାରୁନାହାନ୍ତି । ଅନ୍ୟପଟେ ସେଠାରେ କାମ ବନ୍ଦ...
Archives


