କରୋନା ପାଇଁ ହାଣ୍ଡିକୁଡ଼ୁଆ ବିକ୍ରି ବନ୍ଦ: କୁମ୍ଭକାରଙ୍କୁ ଘାରିଛି ପରିବାର ଚିନ୍ତା
ପୁରୀ ଅଫିସ,୨୮ା୩: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଶହଶହ ସଂଖ୍ୟାରେ ମୁଣ୍ଡ ନେଇ ଚାଲିଥିବା ଏହି ପ୍ରାଣଘାତୀ ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲାଗି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ବିବାହ,...
ଘନଉଛି ପରିବା ସଙ୍କଟ, ଚିନ୍ତାରେ ଚାଷୀ
କଟକ ଅଫିସ/ ଆଠଗଡ଼(ସ୍ବ.ପ୍ର),୨୮ା୩:ବାଦାମବାଡ଼ି ମୁଖ୍ୟରାସ୍ତାରେ ଶୁକ୍ରବାରଠାରୁ ଖୋଲିଛି ପରିବା ହାଟ। ଛତ୍ରବଜାରରେ ମାତ୍ରାଧିକ ଜନଗହଳି ହେବାରୁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବାଦାମବାଡ଼ି ମୁଖ୍ୟ ରାସ୍ତାକୁ ଏହି ହାଟକୁ ଉଠାଇ ଅଣାଯାଇଛି। ‘ଲକ୍ଡାଉନ୍’ ବଳବତ୍ତର ଥିବାରୁ ଏହି ରାସ୍ତା...
ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ
କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର...
ଆଇସିୟୁ ପାଇଁ ଏମ୍ପି ପାଣ୍ଠିରୁ ୧କୋଟି ଦେଲେ ଭର୍ତ୍ତୃହରି
କଟକ ଅଫିସ, ୨୮ା୩: କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଜ୍ୟରେ ‘କରୋନା’ ମୁକାବିଲା ପାଇଁ ଏମ୍ପି ପାଣ୍ଠିରୁ ୧କୋଟି ଟଙ୍କା ଏବଂ ୩ ମାସର ଦରମା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି। କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଆଠଗଡ଼...
ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ
କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଶେଷକରି କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ...
୫ ବିଦେଶ ଫେରନ୍ତାଙ୍କ ସ୍ବାବ୍ ପରୀକ୍ଷା ପାଇଁ ପଠାଗଲା
ଖୋର୍ଦ୍ଧା ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଶୁକ୍ରବାର ଜିଲାର ୫ଜଣ ବିଦେଶ ଫେରନ୍ତା ବ୍ୟକ୍ତିଙ୍କର ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ରିଜିଓନାଲ ମେଡିକାଲ ଗବେଷଣା କେନ୍ଦ୍ରକୁ...
କାଟୁ କରୁନି କରୋନା କଟକଣା
କଟକ ଅଫିସ୍,୨୮ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ୨୪ତାରିଖ ମଧ୍ୟରାତ୍ରିରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଲକ୍ଡାଉନ୍ ନିର୍ଦ୍ଦେଶନାମା ଜାରି ହୋଇଛି। ହେଲେ ଓଡ଼ିଶାରେ ବହୁ ଲୋକ ନିୟମିତ...
କ୍ୟାନସର ପୀଡିତ ସାଇରାଜଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ
ସୋନପୁର,୨୮।୩(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ସଦର ବ୍ଲକ କେନ୍ଦୁମୁଣ୍ଡା ଗାଁର ଅନିମା ଓ ସହଦେବ ଦୀପଙ୍କ ୪ ବର୍ଷର ପୁଅ ସାଇରାଜ। ପୁଅ ଜନ୍ମ ନେଲା ପରେ ମା ବାପା ଖୁସିରେ ଆତ୍ମହରା ହୋଇ ପଡିଥିଲେ। ହେଲେ ଏହି ଖୁସି...
ଭୋକିଲା ରୋଗୀ, ଗରିବଙ୍କୁ ଦେଲେ ଖାଦ୍ୟ
ବଲାଙ୍ଗୀର ଅଫିସ, ୨୮ା୩ – କରୋନା ସଂକ୍ରମଣକୁ ନେଇ ଗାଁ, ସହର ଲକ୍ ଡାଉନ୍ ଥିବାବେଳେ ସବୁଠୁ ଅସହାୟ ହୋଇପଡିଛନ୍ତି ମାନସିକ ରୋଗୀ, ବୁଲା ଭିକାରୀ ଓ ସାଧାରଣ ଗରିବ ଲୋକ| ଉପାର୍ଜନ ବନ୍ଦ ହୋଇଯିବା ଓ ଲୋକେ ଘରୁ...
ଗାଁ ଲୋକଙ୍କ ବିରୋଧ ପରେ ବନ୍ଦ ହେଲା ୨ଟି କାରଖାନା
କେନ୍ଦୁଝର,୨୮ା୩(ଡି.ଏନ୍.ଏ.): ସରକାର କରୋନା ଭୂତାଣୁ ପ୍ରତିରୋଧ ପାଇଁ ସାରା ଭାରତ ଲକ୍ଡାଉନ୍ କରିଥିବାବେଳେ ଶିଳ୍ପ ଓ ଖଣି ଚାଲିବ ବୋଲି ନିର୍ଦ୍ଦେଶନାମା ପ୍ରକାଶ କରିଥିଲେ। ଏହି ନିର୍ଦ୍ଦେଶନାମା ଅନୁସାରେ ଖଣି ଓ ଶିଳ୍ପଗୁଡିକ ଚାଲୁ ରହିଥିବା ଦେଖା ଯାଇଥିଲା। ମାତ୍ର...
ବର୍ଷକର ଦରମା ଦେଲେ ୨ ସମିତିସଭ୍ୟ
ଭଣ୍ଡାରିପୋଖରୀ, ୨୮ା୩(ଡି.ଏନ.ଏ.)-ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସହାୟତାର ହାତ ବଢାଇଛନ୍ତି ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ ସମିତିସଭ୍ୟ ପ୍ରାଣୀତକାନ୍ତ ସାମଲ ଏବଂ ବଇଁଆବନାପୁର ପଞ୍ଚାୟତ ସମିତିସଭ୍ୟା ସ୍ମିତାରେଖା ରାଉତ। ଶୁକ୍ରବାର ସେମାନେ ତାଙ୍କର...
ଅସହାୟଙ୍କୁ ଖାଦ୍ୟ ପ୍ରଦାନ
ବାରିପଦା ଅଫିସ, ୨୮ା୩- କରୋନା ଭାଇରସ ସଂକ୍ରମଣକୁ ରକ୍ଷା ପାଇବା ପାଇଁ ସାରା ଦେଶକୁ ଲକ୍ଡାଉନ କରାଯାଇଛି। ସହରରେ ସବୁ ଦୋକାନ ବଜାର ବନ୍ଦ ରହିଛି। ଫଳରେ ଅସହାୟ ଓ ରାସ୍ତାକଡ଼ରେ ବୁଲୁଥିବା ମାନସିକ ବିକୃତ ବ୍ୟକ୍ତି ହଇରାଣ ହେଉଛନ୍ତି।...
Archives


