ଆମ ଜିଲା ଖବର

ଉଦ୍ଧାର ନାଗକୁ କୁଲଡିହାରେ ଛଡାଗଲା

ଖଇରା, ୨୮ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ତୁଟୋ ଗ୍ରାମରୁ ୨ଟି ନାଗ ସାପ ଉଦ୍ଧାର କରାଯାଇଛି ା ପରେ ସାପ ୨ଟିକୁ କୁଲଡିହା ଜଙ୍ଗଲରେ ଛଡାଯାଇଥିବା ଜଣାଯାଇଛି ା ଶୁକ୍ରବାର ସକାଳେ ସାପ ୨ଟି ତୁଟୋ...

ଜଳିଗଲା ଘର: ଲାଗିଲାନି ଦମକଳ କେନ୍ଦ୍ରର ଫୋନ

ବସ୍ତା,୨୮।୩ (ଡି.ଏନ.ଏ.)-ରୂପ୍‌ସା ଥାନା ବରହମପୁର ଝିଙ୍କିରିଆ ଗ୍ରାମରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଘର ଜଳିଯାଇଛି। ମଧ୍ୟାହ୍ନରେ ଶ୍ୟାମସୁନ୍ଦର ମାରାଣ୍ଡିଙ୍କ ଘରେ ନିଆଁ ଲାଗିଯାଇଥିଲା। ଜରୁରୀ ସମୟରେ ବସ୍ତା ଦମକଳ କେନ୍ଦ୍ରକୁ ଫୋନ କରାଯାଇଥିଲେ ମଧ୍ୟ ଲାଗି ନ ଥିଲା। ସ୍ଥାନୀୟ...

ଫାଇଦା ଉଠାଉଛନ୍ତି ଅସାଧୁ ବ୍ୟବସାୟୀ

ଖଇରା, ୨୮ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଖଇରା ତଥା ବ୍ଲକର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାଶନ ସାମଗ୍ରୀ ଭଳି ଅତ୍ୟାବଶ୍ୟକ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ା କେତେକ ବ୍ୟବସାୟୀ ଏହି ସୁଯୋଗର...

ତଥାପି ଚେତୁନାହାନ୍ତି ଲୋକେ

ବସ୍ତା, ୨୮।୩(ଡି.ଏନ.ଏ.)-ସରକାରଙ୍କ ଦ୍ୱାରା ବାରମ୍ବାର ସଚେତନତା ପରେ ମଧ୍ୟ ଲୋକେ ଚେତୁ ନ ଥିବା ଦେଖିବାକୁ ମିଳିଛି। ପୋଲିସର ଘନ ଘନ ପାଟ୍ରୋଲିଂ ସତ୍ତ୍ୱେ ଲୋକେ ସରକାରୀ ନିୟମକୁ ଉଲ୍ଲଙ୍ଘନ କରୁଛନ୍ତି। ବସ୍ତା ବ୍ଲକର କେତେକ ଗ୍ରାମରେ ଯୁବଗୋଷ୍ଠୀ ଗ୍ରାମ୍ୟ...

ଆଗୁଆ ଦରମା ଦେଲା ନର୍ଭେରାମ

ଓଡ଼ାପଡ଼ା, ୨୭।୩(ଡି.ଏନ.ଏ):ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୁଣ୍ଡିଚାପଡ଼ାସ୍ଥିତ ନର୍ଭେରାମ ପାୱାର ଆଣ୍ଡ୍‌ ଷ୍ଟିଲ କମ୍ପାନୀ ପକ୍ଷରୁ କୋଭିଡ୍‌-୧୯କୁ ନଜରରେ ରଖି ବିଭିନ୍ନ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କମ୍ପାନୀ ପକ୍ଷରୁ ସମସ୍ତ ଶ୍ରମିକ ଏବଂ କର୍ମଚାରୀଙ୍କୁ ମାର୍ଚ୍ଚ ମାସର ଦରମା...

ଜୀବନ ଯୁଦ୍ଧରେ ଜୀବିକା ପ୍ରଭାବିତ

ଭୁବନ, ୨୭।୩(ଡି.ଏନ.ଏ.):କରୋନା ମହାମାରୀ ଆତଙ୍କରେ ବିଶ୍ୱ ଥରହର। ଗଡୁଛି ହଜାର ହଜାର ମୁଣ୍ଡ। ଆକ୍ରାନ୍ତଙ୍କ ସଂଖ୍ୟା କଳିବା ଅସମ୍ଭବ। କେତେବେଳେ ଆଉ କେମିତି ଏହି ମାରାତ୍ମକ ଭାଇରସ୍‌ କାହାକୁ ଗ୍ରାସିବ ତାହାର ଜଣାପଡୁନାହିଁ। ଏକ ଅନିଶ୍ଚିତ ଭବିଷ୍ୟତ ଆଡ଼କୁ ସାରା...

ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର

ଢେଙ୍କାନାଳ ଅଫିସ, ୨୭।୩:ଧୀରେ ଧୀରେ ସମୂହ ସଂକ୍ରମଣ ଆଡକୁ ଗତି କରୁଛି ମହାମାରୀ କରୋନା। ଏହାର ମୁକାବିଲା କରିବା ଲାଗି ପ୍ରସ୍ତୁତିକୁ ଆହୁରି ଜୋର୍‌ଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ...

ତିନି ମାସର ଦରମା ଦାନ କଲେ ମୁକେଶ

ପାଲଲହଡ଼ା, ୨୭।୩ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡା ବିଧାୟକ ମୁକେଶ କୁମାର ପାଲ ତାଙ୍କର ଆଗାମୀ ୩ ମାସର ଦରମା (ବେସିକ ସାଲାରି) ବାବଦ ୧ଲକ୍ଷ ୫ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। କରୋନା ମୁକାବିଲା ପାଇଁ...

ନୂଆ ଅତିରିକ୍ତ ଜିଲାପାଳଙ୍କ ଯୋଗଦାନ

ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ତୁଲାଇଥିଲେ। ପ୍ରଧାନଙ୍କ ଯୋଗଦାନ...

ସଚେତନ କଲେ ଡିଏସ୍‌ପି

ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା ଥାନା ଦାୟିତ୍ୱରେ ଥିବା ଡିଏସ୍‌ପି ସୌରଭ ଓତା ଯୋଗ ଦେଇଥିଲେ। ଗାଁର ପ୍ରବେଶପଥରେ...

ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଭିନ୍ନ ପାଇକାରୀ ବିକ୍ରେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ହୋମ୍‌...

ଜୀବାଣୁ ନାଶକ ସିଞ୍ଚନ

ବଅଁରପାଳ,୨୭ା୩(ଡି.ଏନ.ଏ.):ନାଲ୍‌କୋ କଲୋନୀର ବିଭିନ ସ୍ଥାନରେ ଶୁକ୍ରବାର ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। କୋଅପରେଟିଭ ଛକ, ଜଗନ୍ନାଥ ମନ୍ଦିର ଛକ, ୩ ମହଲା ଛକରେ ସିଆଇଏସ୍‌ଏଫ୍‌ ସହାୟତାରେ ଏହି କାର୍ଯ୍ୟ କରାଯାଇଛି। ଏଥିସହ କରୋନା ନେଇ ଲୋକଙ୍କୁ ସଚେତନ କରାଯାଇଛି। ନାଲ୍‌କୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri