ଆମ ଜିଲା ଖବର

କରୋନା କଟକଣା, ହନ୍ତସନ୍ତ ହେଉଛନ୍ତି ମତ୍ସ୍ୟଜୀବୀ

ପାରାଦୀପ, ୨୭।୩ (ସ୍ବ.ପ୍ର.)-ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ସକାଶେ ଲକ୍‌ଡାଉନ୍‌ କରାଯାଇଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ହଇରାଣ ହେଉଥିବା ଦେଖାଯାଇଛି। ସେମାନେ ଘରକୁ ଯାଇପାରୁ ନ ଥିବା...

‘କରୋନା’ ବଢ଼ାଇଛି ଟମାଟୋ ଚାଷୀଙ୍କ ଦୁଃଖ

ପାଟଣା,୨୭।୩(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରେ ବିଶ୍ୱ ପ୍ରଭାବିତ ହୋଇଥିବା ବେଳେ ଭାରତ ବି ଏଥିରୁ ବାଦ ପଡିନି। ସରକାର ଲକ୍‌ଡାଉନ କରି ଏଥିରେ ଅଙ୍କୁଶ ଲଗାବାକୁ ଚେଷ୍ଟା କରୁଥିବାବେଳେ ଏହା ଦେଶର ଅର୍ଥନୀତି ସହ ସବୁ ବର୍ଗର ଲୋକଙ୍କୁ ପ୍ରଭାବିତ...

ବହିରାଗତଙ୍କ ଘର ବାହାରେ ଲାଗିଲା ପୋଷ୍ଟର

ରାଇକିଆ,୨୭।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଥିଲେ ସେମାନେ ଏବେ ଗଁାକୁ ଫେରିଛନ୍ତି। ସେମାନଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ବଜାୟ ରଖିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।...

ରାସ୍ତାରେ ହାତଧୋଇ ସଚେତନତା

ସୋରଡା,୨୭ା୩(ଡି.ଏନ୍‌.ଏ.)- ସୋରଡାରେ ସ୍ବାସ୍ଥ୍ୟବିଭାଗ, ପୋଲିସ ଓ ଏନ୍‌ଏସି ପ୍ରଶାସନ ତରଫରୁ କରୋନା ଭୂତାଣୁରୁ ରକ୍ଷା ପାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଡାକ୍ତର ସନ୍ତୋଷ କୁମାର ପଣ୍ଡା, ଦିଲୀପ ନାୟକ, ସୋମାଲିନ୍‌ ମିଶ୍ର,...

ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା...

ଦେଶସାରା ଲକ୍‌ଡାଉନ୍‌: ଶ୍ରମିକଙ୍କୁ କାମରେ ନିୟୋଜିତ କରିଛନ୍ତି ଠିକାଦାର

ନାଉଗଁା, ୨୭।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ କୌଣସି ଜରୁରୀ କାର୍ଯ୍ୟରେ ବାହାରକୁ ବାହାରିଲେ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର...

ତେଜରାତି ଦୋକାନରେ ଚଢ଼ାଉ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- କରୋନା ଯୋଗୁ ନିତ୍ୟ ବ୍ୟବହାର୍ଯ୍ୟ ତଥା ଅତ୍ୟାବଶ୍ୟକ ସାମଗ୍ରୀକୁ ଦୋକାନୀ ଚଢ଼ା ଦରରେ ବିକୁଥିବା  ଅଭିଯୋଗ ପାଇ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି । ଆଠମଲ୍ଲିକ ଉପଜିଲାପାଳ...

ଗାଁ ମୁଣ୍ଡରେ ଲାଗିଲା ବାଉଁଶ: ବାହାର ଲୋକ ଆସିବା ମନା

ଗୋପ,୨୬ା୩(ଡି.ଏନ୍‌.ଏ.)- ଦେଶରେ ଲକଡାଉନ ଘୋଷଣା ପରେ ଗୋପ ବ୍ଲକର ୧୦୦ରୁ ଊଦ୍ଧର୍‌ବ ଗାଁ ମୁଣ୍ଡରେ ଯୁବକମାନେ ବାଉଁଶ ଧଡ଼ା ଲଗାଇ ଦେଇଛନ୍ତି। ଏହାସହ କୌଣସି ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। କାରଣ ଆମ ଗାଁରେ କରୋନା...

ତୀର୍ଥ ଫେରନ୍ତା ୬ ଜଣ ବୟସ୍କ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ବନ୍ତ,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ତୀର୍ଥରୁ ଫେରିଥିବା ୬ ଜଣ ବୟସ୍କ ତୀର୍ଥଯାତ୍ରୀଙ୍କୁ ଭର୍ତ୍ତି କରାଯାଇଛି । ସମସ୍ତ ଯାତ୍ରୀ ଛୟାଳସିଂ, ଗଣିଜାଙ୍ଗ ଓ ଷେଣ୍ଢତିରା ପଞ୍ଚାୟତର ବୋଲି...

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା ଟଙ୍କା

ବନ୍ତ,୨୭।୩(ଡି.ଏନ୍‌.ଏ.): କରୋନା ଲାଗି ସାରା ଦେଶ ଲକ୍‌ଡାଉନ୍‌ ଘୋଷଣା ହୋଇଥିବା ବେଳେ ହିତାଧିକାରୀଙ୍କୁ ଘରେ ଭତ୍ତା ଟଙ୍କା ପ୍ରଦାନ କରାଯିବା ନେଇ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଥିଲା । ଏ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ବର୍ଚ୍ଚିକୟଁ ।...

ଶର୍ଟସର୍କିଟ ଯୋଗୁ ବାଇକରେ ଲାଗିଲା ନିଆଁ

ଦାରିଙ୍ଗବାଡି,୨୭ା୩(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା କୁମ୍ଭବଜାରଠାରେ ଏକ ବାଇକରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ବାଇକ୍‌ ଚାଳକ ପାଟି କରବାରୁ ସାହିଲୋକେ ପହଞ୍ଚତ୍ ଲିଭାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି...

ଉତ୍କଳ ଆଲୁମିନା ପକ୍ଷରୁ ରାସ୍ତା, ଡ୍ରେନ୍‌ରେ ହାଇଡ୍ରୋ କ୍ଲୋରାଇଡ୍‌ ସିଞ୍ଚନ

ଟିକିରି,୨୭ା୩: କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛି। ଉତ୍କଳ ଆଲୁମିନା ପକ୍ଷରୁ ରାୟଗଡ଼ା ଜିଲା କାଶିପୁର ବ୍ଲକ୍‌ ଟିକିରି ମୁଖ୍ୟରାସ୍ତାରେ ଶୁକ୍ରବାର ହାଇଡ୍ରୋ କ୍ଲୋରାଇଡ୍‌ ଦ୍ରବଣ ସିଞ୍ଚନ କରାଯାଇଛି। କମ୍ପାନୀର ୟୁନିଟ୍‌ ମୁଖ୍ୟ ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri