ଆମ ଜିଲା ଖବର

ଡାକ୍ତର ପଦବୀ ପୂରଣ ନେଇ ଭାଜପା ପକ୍ଷରୁ ବିକ୍ଷୋଭ

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଖାଲିପଡ଼ିଥିବା ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ ଦାବିରେ ଗୁରୁବାର ସ୍ଥାନୀୟ ଭାଜପା ନଗର କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ଗଞ୍ଜାମ ଜିଲା କମିଟି ଉପସଭାପତି ପରେଶ…

ପୁଣି ଆଉ ଏକ ଟାର୍ଗେଟ ମିଶାଇଲ ସମୁଦ୍ର ଭିତରୁ ଉଦ୍ଧାର

ବାହାନଗା, ୫।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁର ପଞ୍ଚାୟତର ବାଉଁଶ ଆଡିଆ ସ୍ଥିତ ମାଛ ଧରା କେନ୍ଦ୍ର(ଜେଟି)ର ସମୁଦ୍ର ଭିତରୁ ପୁଣି ଏକ ଟାର୍ଗେଟ ମିଶାଇଲକୁ ଧିବୀରମାନେ ଉଦ୍ଧାର କରିଛନ୍ତି। ଏହାକୁ ଦେଖିବା ପାଇଁ ବାଉଁଶ ଆଡିଆ ଓ ବରଜଦେଉଳୀ…

କୃଷି ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼ ଅଫିସ,୫।୧୧: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜିଛି। ଏହିକ୍ରମରେ ଗୁରୁବାର ଅଖିଳ ଭାରତୀୟ କିଶାନ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନରେ ଦେଶବ୍ୟାପୀ ଆନ୍ଦୋଳନ କରାଯାଇଛି। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ମଧ୍ୟ ଏହାର ତାତି ପରିଲକ୍ଷିତ…

ଫୁଟିଲାନି ବାଣ କି ସୁଭିଲାନି ବ୍ୟାଣ୍ଡବାଜା: ଭକ୍ତ ବିହୁନେ ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ରଥସାହି ମା’ ଗଜଲକ୍ଷ୍ମୀଙ୍କ ପୂଜା ଓ ଭଷାଣି କାର୍ଯ୍ୟକ୍ରମ କରୋନା କଟକଣା ମଧ୍ୟରେ ବୁଧବାର ରାତ୍ରରେ ଶେଷ ହୋଇଛି। କେବଳ ବିଧି ରକ୍ଷା ଲାଗି ଏଥର ପୂଜାମଣ୍ଡପ ପରିବର୍ତ୍ତେ ଏକ ଘର ବାରଣ୍ଡାରେ ଆବଦ୍ଧ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତିଙ୍କ ପରଲୋକ

ବ୍ରହ୍ମପୁର ଅଫିସ, ୫।୧୧: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ, ସାହିତି୍ୟକ ପ୍ରଫେସର ହରିହର ଦାସ (୮୨)ଙ୍କର ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ଚର୍ଚ୍ଚରୋଡ ସ୍ଥିତ ବାସଭବନରେ ପରଲୋକ ଘଟିଛି। ସେ ବିଜେବି କଲେଜ ଓ ଗଙ୍ଗାଧର ମେହେର…

୪୮ ସେକେଣ୍ଡରେ ୬ ରକେଟ୍‌

ବାଲେଶ୍ୱର ଅଫିସ,୫।୧୧: ଡିଆର୍‌ଡିଓ ପକ୍ଷରୁ ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ବିକଶିତ ମଲ୍‌ଟି ବ୍ୟାରେଲ ରକେଟ ଲଞ୍ଚର୍‌ ‘ପିନାକ’ର ସଫଳ ପରୀକ୍ଷା କରାଯାଇଛି। ଏକାଦିକ୍ରମେ ରକେଟ ଲଞ୍ଚର୍‌ରୁ ୪୮ ସେକେଣ୍ଡରେ ୬ଟି ରକେଟ୍‌ ନିକ୍ଷେପ କରାଯାଇଥିଲା। ଏହି ବିକଶିତ ରକେଟ…

ବ୍ରିଜ୍‌ରୁ ପାତାଳି ନଦୀକୁ ଖସି ୨ ମୃତ

କୋରାପୁଟ,୫।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆଠାରେ ମଙ୍ଗଳବାର ରାତିରେ ଏକ ବ୍ରିଜ୍‌ ନିକଟରେ କାର- ଓ ଅଟୋ ମୁହାଁମୁହିଁ ହୋଇ ଗାଡି ୨ଟି ପାତାଳୀ ନଦୀ ଭିତରକୁ ଖସିପଡିଛି। ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ପ୍ରତୀକ୍ଷା ଶର୍ମା (୨୪) ଓ…

ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ, ୫।୧୧: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଧାର୍ଯ୍ୟ ସମୟରେ କ୍ରାଇମବ୍ରାଞ୍ଚ ଷ୍ଟାଟସ୍‌ ରିପୋର୍ଟ ଦେଇ ପାରି ନ ଥିବାରୁ କ୍ଷୁବ୍ଧ ହୋଇଛନ୍ତି।…

କମର ଭାଙ୍ଗିଦେଲା କଟକଣା

ଅନୁଗୋଳ ଅଫିସ, ୫।୧୧: କରୋନା କାରଣରୁ ଚଳିତବର୍ଷ ପୂଜା ଉତ୍ସବ ନିରାଡମ୍ବରରେ ପାଳନ କରାଯାଇଛି। ଫଳରେ ପ୍ରତିବର୍ଷ ଏହି ସମୟରେ ହେଉଥିବା କୋଟି କୋଟି ଟଙ୍କାର ବ୍ୟବସାୟ ମାଡ଼ ଖାଇଯାଇଛି। ମହାମାରୀକୁ ଦୃଷ୍ଟିରେ ରଖି ସରକାର ପର୍ବ ପାଳନ ନେଇ ସ୍ବତନ୍ତ୍ର…

ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା

ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍‌/ଅନୁଗୋଳ ଅଫିସ୍‌/ବଲାଙ୍ଗୀର ଅଫିସ୍‌/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର କହୁଛନ୍ତି। ଏହି କ୍ରମରେ ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍‌…

ରାସ୍ତା ଉପରେ ୨ ଯୁବତୀଙ୍କୁ ଛୁରାମାଡ଼

ବୋଡେନ,୫।୧୧(ଡି.ଏନ.ଏ.): ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ସ୍ଥାନୀୟ ଇମ୍ପେରିଆଲ ଇଂଲିଶ ମିଡିୟମ ସ୍କୁଲ ନିକଟରେ ୨ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବୋଡେ୍‌ନ ଥାନା ଅଧୀନ ଚିକଲଚୁଆଁ ଗାଁର ଚନ୍ଦ୍ରିକା ମାଝି (୨୪) ଓ ତାଙ୍କ ସାଙ୍ଗ ପ୍ରେମଲତା ଜଗତି(୨୨)…

କାମ କରୁନି ସୋଲାର ପ୍ରକଳ୍ପ

କେନ୍ଦୁଝର, ୫ା୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଯୋଗୁ ଲୋକ ମାନେ ବହୁ ଅସୁବିଧା ଭୋଗୁଛନ୍ତି। ଏଭଳି ଜିଲା ମୁଖ୍ୟାଳୟ ତଥା ଆଖପାଖ ଗ୍ରାମରେ ସମସ୍ୟା ଦେଖାଦେଉଥିଲେ ହେଁ ସମାଧାନ ହୋଇ ପାରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?