ଆମ ଜିଲା ଖବର

କାମଚଳାରେ ଚାଲିଛି କାମ

ଢେଙ୍କାନାଳ ଅଫିସ, ୫।୧୧: ଶିଳ୍ପରେ ସମୃଦ୍ଧ। ପର୍ଯ୍ୟଟନ ସମ୍ଭାରରେ ଭରପୂର। ରାଜନୈତିକ ଏବଂ ପ୍ରଶାସନିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ। ଏସବୁ ବଢ଼ାଇଛି ଢେଙ୍କାନାଳର ଗୁରୁତ୍ୱ। ହେଲେ ରାଜ୍ୟର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲାର ପ୍ରଶାସନିକ ପରିଚାଳନା ବ୍ୟବସ୍ଥା ଢିଲା ପଡ଼ିଛି। ଦୀର୍ଘଦିନ ଧରି…

ବିକାଶ ଚାହୁଁଛି ମରାଗୁଳା

କେନ୍ଦୁଝର, ୫ା୧୧(ଡି.ଏନ.ଏ.)-ରାଜ୍ୟ ଏବଂ କେନ୍ଦ୍ର ସରକାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଏବେ ବି କେନ୍ଦୁଝର ଜିଲାର ଅନେକ ଗାଁରେ ବିକାଶ ଅପହଞ୍ଚ ହୋଇ ରହିଛି।…

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ ଧରି ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀକୋଣା ପଞ୍ଚାୟତ ଚାରିଗୋଛିଆ ଗ୍ରାମର ଶହେ ପରିବାର…

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧: ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ ନିଜ ଫସଲ ବଞ୍ଚାଇବାକୁ ମଞ୍ଚାରେ ରାତି ଅନିଦ୍ରା ହୋଇ ଜଗି ବସୁଛନ୍ତି ଚାଷୀ।…

୪ ଦିନ ଧରି ନିଖୋଜ ଥିଲେ ଧୀବର, ଘୋଡ଼ାହାଡ଼ ଡ୍ୟାମ୍‌ରୁ ମିଳିଲା ମୃତଦେହ

ଦିଗପହଣ୍ଡି,୪ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ନିକଟ ଘୋଡ଼ାହାଡ଼ ଡ୍ୟାମକୁ ମାଛ ଧରିବାକୁ ଯାଇଥିବା ଜଣେ ଧୀବର ରବିବାରଠାରୁ ନିଖୋଜ ଥିଲେ। ତେବେ ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଘୋଡ଼ାହାଡ଼ ଡ୍ୟାମ୍‌ରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ

ବଇଣ୍ଡା,୪।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଡିଭିଜନ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି।…

ଉପକୂଳ ରାଜପଥ ନିର୍ମାଣ ଦାବି

ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ ବଢୁନାହିଁ। ତେଣୁ ଖୁବ୍‌ଶୀଘ୍ର ଭାରତମାଳା ପରିଯୋଜନା କାର୍ଯ୍ୟକାରୀ କରିବା ଦାବିରେ ଉପକୂଳ ରାଜପଥ ନିର୍ମାଣ…

୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଆସନ୍ତା ବର୍ଷ ନଭେମ୍ବର ୧୫ରେ ନାଗାର୍ଜୁନ ବେଶ ପଡୁଥିବା ନିର୍ଦ୍ଦିଷ୍ଟ କ୍ୟାଲେଣ୍ଡରରେ ଉଲ୍ଲେଖ…

ବ୍ୟବସାୟ ଆଳରେ ୩୨ଲକ୍ଷ ଠକେଇ

ବରଗଡ଼ ଅଫିସ୍‌,୪।୧୧: ବ୍ୟବସାୟିକ ପ୍ରଲୋଭନ ଦେଖାଇ ମୁମ୍ବାଇର ଏକ ସଂସ୍ଥା ବରଗଡ଼ର ୪ଜଣଙ୍କଠାରୁ ୩୧ଲକ୍ଷ ୬୬ହଜାର ୩୦୦ଟଙ୍କା ଠକି ନେଇଛି। ଏ ନେଇ ସମ୍ବଲପୁର ସାଇବର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା (ନଂ.୨୩/୨୦) ରୁଜୁ କରି ତଦନ୍ତ କରୁଛି…

ଜେଲ ଗଲେ କଲେଜ ଅଧ୍ୟକ୍ଷ

ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ ମଙ୍ଗଳବାର ଗିରଫ ହୋଇଛନ୍ତି। ୨୦୧୮ରୁ ଅଧ୍ୟକ୍ଷ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ…

ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ

ବାଲିପାଟଣା,୪ା୧୧(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?