ଘରଘର ବୁଲି ହିତାଧିକାରୀଙ୍କୁ ଭତ୍ତା ବାଣ୍ଟୁଛନ୍ତି ଅଧିକାରୀ, ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଦେଉଛନ୍ତି ପରାମର୍ଶ
ରାଇକିଆ,୨୭।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍ଡାଉନ୍ ଅଛି । ରାସ୍ତା ଘାଟ ଶୂନ୍ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ...
ଲକ୍ଡାଉନ୍ ଉଲ୍ଲଙ୍ଘନକାରୀ ୧୧ ଜଣଙ୍କ ନାମରେ ମାମଲା
ପାଟପୁର,୨୭।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଙ୍ଘନ କରି ଗଞ୍ଜାମ ଜିଲା ପାଟପୁର ପୋଲିସ ଦୁଇଟି ମାମଲା ରୁଜୁ କରି ୧୧ଜଣଙ୍କୁ ଗୁରୁବାର...
କରୋନା ଲାଗି ସ୍ଥାନାନ୍ତର ହେଉଛନ୍ତି ଭିକାରି
ଭଦ୍ରକ ଅଫିସ,୨୭।୩: ଭଦ୍ରକ ପୌରପାଳିକା ପକ୍ଷରୁ ରାସ୍ତାପାର୍ଶ୍ୱରେ ଭିକ୍ଷାବୃତ୍ତି କରୁଥିବା ସମସ୍ତ ଭିକାରିଙ୍କୁ ଉଦ୍ଧାର କରାଯାଇ ମଠସାହିସ୍ଥିତ ବିଦ୍ୟାଳୟରେ ରଖାଯାଇଛି। ଭଦ୍ରକ ପୌରପାଳିକା ନିର୍ବାହୀ ଅଧିକାରୀ ମନୋରମା ଭୂୟାଁଙ୍କ ଉପସ୍ଥିତିରେ ସହରର ବନ୍ତ ଛକ ପୋଲ ତଳ ଓ ଆରଡ଼ି...
କରୋନା କଟକଣାରେ ଫସି ଯାଇଛନ୍ତି ଆଇଟିବିପି ଯବାନ
ସମ୍ବଲପୁର,୨୭।୩ (ବ୍ୟୁରୋ)-କରୋନା କଟକଣା ଯୋଗୁ ଜଣେ ଯବାନଙ୍କୁ ହୀନସ୍ତା ହେବାକୁ ପଡିଛି । ଲକ୍ଡାଉନ ଘୋଷଣା ପରେ ତାଙ୍କୁ ହୋଟେଲରୁ ଜୋରଜବରଦସ୍ତ ବାହାର କରି ଦିଆଯାଇଥିଲା । ଏପରି ପରିସ୍ଥିତିରେ ଟ୍ରେନ ଓ ବସ୍ ଚଳାଚଳ ବନ୍ଦ ଥିବାରୁ ଘରକୁ...
ଝାରସୁଗୁଡ଼ା ବ୍ଲଡ୍ବ୍ୟାଙ୍କ୍ରେ ରକ୍ତ ଅଭାବ
ଝାରସୁଗୁଡ଼ା ଅଫିସ,୨୭।୩: କରୋନା ଭୂତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସମଗ୍ର ଭାରତରେ ୨୧ ଦିନ ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି...
ଦୁଇ ଦିନରେ କଟିଲାଣି ୭ ଲକ୍ଷ ଟଙ୍କାର ଚାଲାଣ
କଟକ ଅଫିସ,୨୭ା୩: ରାଜ୍ୟରେ ‘ଲକ୍ଡାଉନ୍’ ନିର୍ଦ୍ଦେଶ ବଳବତ୍ତର ଥିଲେ ସୁଦ୍ଧା ଲୋକେ ଏହାକୁ ଖାମଖିଆଲ ଭାବେ ନେଉଛନ୍ତି। ଫଳସ୍ବରୂପ ଗତ ଦୁଇ ଦିନରେ କଟକ ସହରରେ ଗାଡ଼ିଚାଳକମାନଙ୍କଠାରୁ ପୋଲିସ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଲାଣ କାଟିସାରିଲାଣି। ବିଭିନ୍ନ ଥାନା...
ହେଲ୍ପଲାଇନ୍ ନମ୍ବର ଜାରି କଲା ପୋଲିସ
କଟକ ଅଫିସ,୨୭ା୩: ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ ଅନେକ ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ...
ଘରେ ଜଳୁନି ଚୁଲି, ଚିନ୍ତାରେ ଦିନମଜୁରିଆ
ଖୋର୍ଦ୍ଧା ଅଫିସ,୨୭ା୩: ସମ୍ପ୍ରତି କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାଦ୍ୱାରା ଦିନମଜୁରିଆ ତଥା ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନେ କାମଧନ୍ଦା ପାଉ ନ ଥିବାରୁ ଅସୁବିଧାରେ ଚଳୁଛନ୍ତି। ଅଧିକାଂଶ ଲୋକଙ୍କ...
ଆଜିଠୁ ଇନ୍ଦିରା ମଇଦାନରେ ପିପିଲି ହାଟ
ପିପିଲି,୨୭ା୩(ସ୍ବ.ପ୍ର/ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ପିପିଲି ହାଟରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ପ୍ରଶାସନ ଏହି ପଦକ୍ଷେପ...
ଅତ୍ୟାବଶ୍ୟକ ସେବା ପାଇଁ ୮ ଅଟୋ
କଟକ ଅଫିସ୍,୨୭ା୩: ଲକ୍ଡାଉନ୍ ଯୋଗୁ କଟକ ସହରରେ ଅଟୋରିକ୍ସା ଚଳାଚଳ ପ୍ରଭାବିତ ହୋଇଛି। ଜରୁରୀ ପରିସ୍ଥିତିରେ ମଧ୍ୟ ଲୋକେ ଅଟୋରିକ୍ସା ପାଇପାରୁନାହାନ୍ତି। ଏଭଳି ସମୟରେ ସହାୟତା ପାଇଁ ଆଗେଇ ଆସିଛି କଟକ ଅଟୋରିକ୍ସା ମହାସଂଘ। ଏନେଇ ମହାସଂଘ ପକ୍ଷରୁ କଟକ...
କରୋନା ଦୁଃଖ
ପ୍ରାଣଘାତୀ କରୋନାକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜନତା କର୍ଫ୍ୟୁଠାରୁ ଆରମ୍ଭ କରି ଲକ୍ଡାଉନ୍ ଘୋଷଣା କରାଯାଇଛି। ଜନସାଧାରଣ ବାହାରକୁ ନ ଆସି ଘରେ ରହିବାକୁ ପରାମର୍ଶ ଦିଆଯାଇଛି।...
ବାଦାମବାଡ଼ି-ଲିଙ୍କ୍ରୋଡ୍କୁ ଘୁଞ୍ଚିବ ଛତ୍ରବଜାର
କଟକ ଅଫିସ,୨୭ା୩: ପ୍ରଶାସନର ନାନା କଟକଣା ସତ୍ତ୍ବେ ଛତ୍ରବଜାରରେ ଲୋକଙ୍କ ଭିଡ଼ କମୁନାହିଁ। ବୁଧବାର ଗ୍ରାହକ ଓ ଦୋକାନୀଙ୍କ ପାଇଁ ଚିହ୍ନ ଦିଆଯାଇଥିଲା। ହେଲେ ଗୁରୁବାର ତାହାକୁ କେହି ମାନୁ ନ ଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ କମ୍ ଜାଗା...
Archives


