Odisha Elections 2024

ଆମ ଜିଲା ଖବର

କାଳିଆପାଣି ଟାଟା କମ୍ପାନୀ ମାର୍କେଟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କାଳିଆପାଣି,୧୭।୫(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଟାଟା କମ୍ପାନୀର ମାର୍କେଟର ଏକ ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସକାଳୁ କୌଣସି କାରଣରୁ ଟେସନାରୀ ଦୋକାନରେ...

ଦାଦନ ଖଟିବାକୁ ଯାଇଥିବା ଶ୍ରମିକ ନିଖୋଜ: ପ୍ରଶାସନ ପାଖରେ ଗୁହାରି କଲେ ଅସହାୟ ପରିବାର

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡିରେ ଥମୁନି ଦାଦନ ଯନ୍ତ୍ରଣା। ଦାଦନ ଖଟିବାକୁ ଯିବାବେଳେ ଜଣେ ଶ୍ରମିକ ନିଖୋଜ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ନିଖୋଜ ଶ୍ରମିକ ହେଲେ ଜୟପାଟଣା ବ୍ଲକ ରଣମାଲ ପଞ୍ଚାୟତ ଭୂର୍ଷିଗୁଡା ଗାଁର ଭରତ ଗହୀର (୪୨)। ଦାଦନ ଖଟିବାକୁ...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି । ମୃତ ଯୁବକ ହେଲେ ଛତିଶଗଡ଼ର ଲାବନ ଗ୍ରାମର ଅଶୋକ କୁମାର ଘ୍ରିତଲହେରୀ...

ଆକାଶରୁ ବର୍ଷୁଛି ନିଆଁ: ଜଗନ୍ନାଥପ୍ରସାଦ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ

ଜଗନ୍ନାଥପ୍ରସାଦ,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମତାପ ଦେଖିବାକୁ ମିଳିଛି। ମଧ୍ୟାହ୍ନ ୧ଟାରୁ ୨ଟା ମଧ୍ୟରେ ତାପମାତ୍ରା ୪୧ରୁ ୪୩ ଡିଗ୍ରୀ ରହିଥିବା ଜଣାପଡ଼ିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆକାଶରୁ ନିଆଁ ବର୍ଷୁଥିବା ଜନସାଧାରଣ ପ୍ରକାଶ...

୨୦୧୭ରେ ନୂଆସାହି ବଜାରରୁ ବୋଲୋରୋ ଚୋରି ଘଟଣା: ଦୁଇ ବର୍ଷ ପରେ ଅଭିଯୁକ୍ତ ଗିରଫ

କପ୍ତିପଦା,୧୭।୫(ଡି.ଏନ୍‌.ଏ.): ୨୦୧୭ ମସିହାର ଏକ ବୋଲେରୋ ଚୋରି ଘଟଣାରେ କପ୍ତିପଦା ପୋଲିସକୁ ସଫଳତା ମିଳିଛି। ଦୀର୍ଘ ଦୁଇ ବର୍ଷ ପରେ ପୋଲିସ ଅଭିଯୁକ୍ତ ଠାକୁରମୁଣ୍ଡା ଥାନା ଅଧୀନ ଖୁଣ୍ଟାପୋଷୀ ଗ୍ରାମର ଭୀମସେନ ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁ ରୋଗୀ ମୃତ

ଢେଙ୍କାନାଳ ଅଫିସ, ୧୭।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟୁନା ବେହେରା(୨୨)। ଟୁନାଙ୍କ ଘର ଗଁଦିଆ ଥାନା ମହୂଲଖୋଳି ଗ୍ରାମରେ ବୋଲି ଜଣାପଡ଼ିଛି। ସେ ଗତକାଲି...

ବ୍ରାହ୍ମଣୀ ସ୍ରୋତରେ ଭାସିଗଲେ ଯୁବତୀ

ରାଜନଗର,୧୭।୫(ଡି.ଏନ୍‌.ଏ.): ରାଜନଗର ବ୍ଲକ ବନ୍ଧପଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଗୁରୁବାର ଜଣେ ଯୁବତୀ ଭାସି ଯାଇଥିଲେ। ଗ୍ରାମର ଲିଜାରାଣୀ ପ୍ରଧାନ ତାଙ୍କର ଦୁଇ ସାନଭଉଣୀଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ...

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ଭିଜିଲାନ୍‌ସ ତଦନ୍ତ ଦାବି

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀଠାରୁ ପନ୍ଦାଡୋ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ହାଟଡିହୀ ହାଇସ୍କୁଲ ଛକଠାରେ ଥିବା ନାମଫଳକରେ ଲିଖିତ ନିୟମ ଅନୁସାରେ କାମ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା...

ଅଟୋ-ବାଇକ ମୁହାଁମୁହିଁ ଧକ୍କା : ବାଇକ୍‌ଚାଳକ ଗୁରୁତର

ପାଟଣା,୧୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା – କରଞ୍ଜିଆ ରାସ୍ତାର ସରସ୍ବତୀପଡ଼ା ଛକ ନିକଟରେ ଏକ ଅଟୋ ସହ ବାଇକର ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକ ଗୁରୁତର ହୋଇ ପାଟଣା...

ଦୁଇଦିନ ପରେ ଉଦ୍ଧାର ହେଲା ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୭ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ବାଉଁଶଖଣା ଗ୍ରାମର ନିଖୋଜ ଥିବା ମତ୍ସ୍ୟଜୀବୀ ରମେଶ ବରାଇ(୫୫)ଙ୍କ ମୃତଦେହ ଶୁକ୍ରବାର ସକାଳୁ ସୁବର୍ଣ୍ଣରେଖା କୁମ୍ଭୀରଗଡ଼ି ଗ୍ରାମସ୍ଥିତ ନଦୀପଠାରୁ ଉଦ୍ଧାର କରାଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର...

ଭୋଜି ଖାଇ ୧୫୦ ଅସୁସ୍ଥ

ଭୋଗରାଇ,୧୭।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଭୋଗରାଇ ବ୍ଲକ ଅଧୀନ ରାଣୀବସାଣ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାହାଘର ଭୋଜି ଖାଇ ୧୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି। ଘଟଣାସ୍ଥଳକୁ ଏକ ଡାକ୍ତରୀ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri