ଆମ ଜିଲା ଖବର

କରୋନା ନିୟମ ମାନିବାକୁ ଶପଥ ପାଠ

ରାଇକିଆ୨୬ା୩(ଡି.ଏନ୍‌.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି ବାହାର ରାଜ୍ୟରୁ ଫେରୁଥିବା ଲୋକେ ସଚେତନ ହୋଇ ପାରିବେ ସେନେଇ ଦୃଷ୍ଟି...

୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ...

ଲକ୍‌ଡାଉନ୍‌ ଯୋଗୁ ଭୋକ ଉପାସରେ ଅସହାୟ: ଖାଦ୍ୟ ବିତରଣ କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ,୨୬।୩- ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥିତିରେ ଅସହାୟ ଅବସ୍ଥାରେ ବୁଲାବୁଲି କରୁଥିବା ଲୋକଙ୍କୁ ଭୋକ ଉପାସରେ ରହିବାକୁ ପଡୁଛି। ଏହାକୁ ହୃଦୟଙ୍ଗମ କରି...

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ଣ୍ଣାଟକ ଆଦି...

ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ ଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ ଭିକ୍ଷାବୃତ୍ତି କରୁଥିବା ଲୋକେ...

ବିଲରେ ପଚୁଛି ତରଭୁଜ

ଦେବଗଡ,୨୬ା୩(ଡି.ଏନ.ଏ.): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଛି । ବାରକୋଟ ବ୍ଲକ ମଧ୍ୟପୁର ପଞ୍ଚାୟତର ଲାଣ୍ଡିଝରୀ ଗ୍ରାମରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି।...

ଭୋକିଲା ମାଙ୍କଡ଼ଙ୍କୁ ଆହାର

ରସୁଲପୁର,୨୬।୩(ଡି.ଏନ୍.ଏ.): କରୋନା ପ୍ରଭାବରେ ମଣିଷ ସହିତ ପରୋକ୍ଷରେ ପ୍ରାଣୀ ଜଗତ ବି ପ୍ରଭାବିତ ହୋଇଛି। ବୁଲା ଜୀବଜନ୍ତୁଙ୍କ ପାଇଁ ଖାଦ୍ୟ ସଙ୍କଟ ଦେଖାଦେଇଛି। ଯାଜପୁର ଜିଲାର ମହାବିନାୟକ ପୀଠରେ ମାଙ୍କଡ଼ଙ୍କ ପାଇଁ ଖାଦ୍ୟର ଘୋର ଅଭାବ ଦେଖାଦେଇଛି। ଏହି ସ୍ଥାନ...

ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ

ଦେବଗଡ,୨୬।୩(ଡି.ଏନ.ଏ.): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଖିଲେଇ ଗ୍ରାମରେ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ସେଥିରେ ବସିଥିବା ୪ ଜଣ ମହିଳାଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ନୂଆଁଲୋଇ ଗ୍ରାମର ଏକ ପରିବାର ତାଙ୍କର...

ଚାଷୀଙ୍କ ଚିନ୍ତା ବଢ଼ାଇଛି କରୋନା

ରସୁଲପୁର,୨୬।୩(ଡି.ଏନ୍.ଏ.): ଅମଳ ଅପେକ୍ଷାରେ ଖରିଫ କ୍ଷେତ ରହିଥିଲାବେଳେ ଏଥିରେ ବାଧକ ସାଜିଛି କରୋନା। ମାତ୍ର ଏବେ କରୋନା ଆତଙ୍କ ଯୋଗୁ ଶ୍ରମିକ ମିଳୁ ନାହାନ୍ତି। ଫଳରେ ଚାଷୀ ତାର ଉତ୍ପାଦିତ ଦ୍ରବ୍ୟକୁ ଏକାକୀ ଅମଳ କରିବାରେ ଅକ୍ଷମତା ପ୍ରକାଶ କରୁଛି।...

ଲକ୍‌ଡାଉନ୍‌ ନ ମାନି ଜରିମାନା ଗଣିଲେ ଶତାଧିକ ଲୋକ: ଦୁଇଦିନରେ ୨୯ ଗିରଫ

ଝାରସୁଗୁଡ଼ା ଅଫିସ,୨୬।୩: କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ସମେତ ବିଭିନ୍ନ କଟକଣା କରାଯାଇଛି। ଏହି ପରିସ୍ଥିତିରେ ମଧ୍ୟ ଲୋକେ ଘରୁ ବାହାରକୁ ବାହାରୁଛନ୍ତି। ତେବେ ଘରୁ ମୋଟରସାଇକେଲ ନେଇ ବାହାରକୁ ଆସୁଥିବା ତିନି ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କଠାରୁ...

ବିଭିନ୍ନ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଶେରଗଡ ବ୍ଲକ ପରିଦର୍ଶନରେ ଆସିଥିଲେ। କରୋନା ପାଇଁ ଶେରଗଡ଼ ବ୍ଲକରେ କରାଯାଇଥିବା ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଆଇସୋଲେଶନ କେନ୍ଦ୍ର ବୁଲି ଦେଖିଥିଲେ। ପ୍ରଥମେ...

ଲକ୍‌ଡାଉନକୁ ନେଇ ବସ୍ତା ପ୍ରଶାସନର ବୈଠକ: ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବସ୍ତା,୨୬।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା ପରେ ଏହାକୁ କଡ଼ାକଡି ଭାବେ କାର୍ଯ୍ୟକାରୀ କରାଯାଉଛି। ଏ ନେଇ ବୁଧବାର ଅପରାହ୍ନରେ ବାଲେଶ୍ୱର ଜିଲା ବସ୍ତା ପ୍ରଶାସନର ଜରୁରୀ ବୈଠକ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଓ କୁକୁମୀନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri