ଲୁଚାଛପାରେ ଚାଲୁଥିଲା ଦୋକାନ: ସାଦାପୋଷାକରେ ଗ୍ରାହକ ଭାବେ ପହଞ୍ଚି ବାନ୍ଧିଲା ପୋଲିସ
ଆସିକା,୨୬।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଂଘନକରି ଗଞ୍ଜାମ ଜିଲା ଆସିକାରେ ୮ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେମାନେ ହେଲେ...
ସାମାଜିକ ଦୂରତା ରକ୍ଷା କରୁଛନ୍ତି ବ୍ୟବସାୟୀ
ରାଇକିଆ,୨୬।୩(ଡି.ଏନ୍.ଏ.)- ସାରା ଦେଶରେ କରୋନା ପାଇଁ ଲକ୍ଡାଉନ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୁର୍ଣ୍ଣ ବନ୍ଦ ରହିଛି। କେବଳ ନିତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି। ପ୍ରତ୍ୟେକ ଦିନ ସକାଳ ୭ରୁ ୧୧ଟା ପର୍ଯ୍ୟନ୍ତ...
ପ୍ରଶାସନ ନିର୍ଦ୍ଦେଶ ମାନୁନାହାନ୍ତି ରାଜ୍ୟ ବାହାରୁ ଫେରିଥିବା ଲୋକେ, ଜିଲାପାଳଙ୍କୁ ଚିଠି
ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍.ଏ.)- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗଁା ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ ଗତ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ନାଟକ...
ଲକ୍ଡାଉନ୍ରେ କୋଳିମାଟି ସାପ୍ତାହିକ ହାଟ ବନ୍ଦ: ନିୟମକୁ ମାନିଲେ ଅଞ୍ଚଳବାସୀ
କୋଳିମାଟି,୨୬।୩(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତର ସାପ୍ତାହିକ ହାଟ ଗୁରୁବାର ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। କରୋନା ମୁକାବିଲା ଲାଗି ୨୧ ଦିନ ସାରା ଦେଶକୁ ଲକ୍ଡାଉନ କରାଯାଇଥିବା ବେଳେ ଏହି ନିୟମକୁ ମାନିଛନ୍ତି କୋଳିମାଟି...
ଲକ୍ଡାଉନ୍ କଟକଣାକୁ ନେଇ ଚାଷୀ ଆତଙ୍କିତ: ପରିବା ବିକ୍ରି ନ ହେବା ଭୟ ଦେଖାଇ ଶସ୍ତା ଦରରେ କିଣୁଛନ୍ତି ଦଲାଲ
ବାଲେଶ୍ୱର ଅଫିସ,୨୬।୩: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ବାଇଗଣବାଡ଼ିଆର ଚାଷୀମାନେ କରୋନା କଟକଣା ଲାଗି ଚିନ୍ତାରେ। ସେମାନଙ୍କ କହିବା ଅନୁଯାୟୀ, ସେମାନେ ଚାଷ କରୁଥିବା ପନିପରିବା । ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର ସମେତ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳକୁ ଯାଇଥାଏ।...
ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ
ରାଇକିଆ,୨୬।୩(ଡି.ଏନ୍.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍ଡାଉନ୍ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ପ୍ରତ୍ୟେକ ଦିନ ସକାଳ ୭ଟାରୁ...
ଲକ୍ଡାଉନ୍ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ
ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍ଡାଉନ୍ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା। କେହି ଏକତ୍ରିତ ନ ରହି ଦୂରତା ରକ୍ଷା ଲାଗି ଘୋଷଣା କରିଥିଲେ ମଧ୍ୟ...
ଅନିଶ୍ଚିତତାରେ ପିଡିଏସ୍ ସାମଗ୍ରୀ ବଣ୍ଟନ
ସମ୍ବଲପୁର, ୨୬।୩ (ବ୍ୟୁରୋ): କରୋନା କଟକଣା ଓ ଲକ୍ ଡାଉନ୍ ଘୋଷଣା ପରେ ରାଜ୍ୟ ସରକାର ୩ମାସର ଆଗୁଆ ପିଡିଏସ୍ ସାମଗ୍ରୀ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଜିଲା ଯୋଗାଣ ବିଭାଗ ପକ୍ଷରୁ କିଭଳି...
ନିରତାରରେ କ୍ୱାରାଣ୍ଟାଇନ ବ୍ୟବସ୍ଥା ନ କରିବାକୁ କେନ୍ଦ୍ରୀୟ ସଚିବଙ୍କ ଅନୁରୋଧ
କଣ୍ଟାପଡା,୨୬ା୩(ଡି.ଏନ୍.ଏ.)- କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍ ଭି ନିରତାର ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ରରେ କ୍ୱାରାଣ୍ଟାଇନ କ୍ୟାମ୍ପ ନ କରିବାକୁ କେନ୍ଦ୍ରୀୟ ବିଭାଗୀୟ ସଚିବ ଶକୁନ୍ତଳା ଡି...
ଲକ୍ଡାଉନ୍ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ
ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ ଜିଲାକୁ ଲକ୍ଡାଉନ୍ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ଅଞ୍ଚଳରେ ଲକ୍ଡାଉନ୍...
ଲକ୍ଷ୍ନୌରେ ଫସି ରହିଛନ୍ତି ୫ ଯୁବକ
ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍ ଡାଉନ ଘୋଷଣା ହେବାପରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫଶି ରହିଛନ୍ତି। ଲକ୍ଷ୍ମୌରେ ସମ୍ବଲପୁର ଜିଲାର ୫ଜଣ ଯୁବକ ଫସିଥିବା ନେଇ ସୂଚନା ମିଳିଛି। ସୋସିଆଲ ମିଡିଆରେ ସେମାନେ...
ଗାଁ ରାସ୍ତା ସିଲ୍
ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ସହ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ହେବା ଦେଖା ଦେଇଛି । ଶାସନ ଥାନା ବହିଦାର ନୂଆଁପାଲି ଗ୍ରାମକୁ ଯୁବକମାନେ...
Archives


