ସାମାଜିକ ଦୂରତା ରଖି ପରିବା କିଣିଲେ
ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଲୋକଙ୍କୁ ପୋଲିସ ସଚେତନ କରିଛି। ସାମାଜିକ ଦୂରତା...
ଶେରଗଡ଼ରେ ଲକ୍ଡାଉନ୍ ପ୍ରଭାବ: ପନିପରିବା ଦରବୃଦ୍ଧି, ଆଳୁ କହୁଛି ଛୁଉଁନା
ଶେରଗଡ଼,୨୬।୩(ଡି.ଏନ୍.ଏ.): ଶେରଗଡ଼ ବଜାରରେ କରୋନାକୁ ନେଇ କରାଯାଇଥିବା ଲକ୍ଡାଉନ୍ର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାରଠାରୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ବେଳେ ଅଞ୍ଚଳରେ କେବଳ ରାଶନ ଓ ପନିପରିବା ଦୋକାନ ୧୨ଟା ପର୍ଯ୍ୟନ୍ତ ଖୋଲା ରହୁଛି। ସେହି ସମୟ...
ଲକ୍ଡାଉନ୍ ଯୋଗୁ ମହଙ୍ଗା ମାଡ଼: ପିଆଜ ନୁହେଁ ଏବେ କନ୍ଦାଉଛି ଆଳୁ
ବିଜେପୁର,୨୬।୩(ଡି.ଏନ୍.ଏ.): କରୋନା ଯୋଗୁ ସାରା ରାଜ୍ୟ ଲକ୍ଡାଉନ୍। ହେଲେ ପରିବା, ରାସନ, ମାଛ, ମାଂସ ଦୋକାନ ଖୋଲା ରହିଛି। ହେଲେ ଏହାର ଫାଇଦା ନେବାକୁ ଅସାଧୁ ବେପାରୀ କୁତ୍ରିମ ଅଭାବ ସୁଷ୍ଟି କରୁଛନ୍ତି। ଫଳରେ ଏବେ ପିଆଜ ଅପେକ୍ଷା ଆଳୁ...
ଲକ୍ଡାଉନ୍ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍ ଜବତ
ଠାକୁରମୁଣ୍ଡା,୨୬।୩(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍ଡାଉନ୍ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା...
ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ
ପାଟପୁର,୨୬।୩(ଡି.ଏନ୍.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍ଡାଉନ୍ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍ଡାଉନ୍ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା...
ଲକ୍ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା
ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ ଥିଲେ ମଧ୍ୟ ବାହାରେ ବୁଲାବୁଲି କରୁଛନ୍ତି। ଲକ୍ଡାଉନ ନିୟମ ଉଲ୍ଲଂଘନ କରିଥିବାରୁ ବୁଧବାର...
ଆବଶ୍ୟକ ପଡ଼ିଲେ ଲାଗିବ କର୍ଫ୍ୟୁ: ଲକ୍ଡାଉନ୍କୁ ମାନୁ ନାହାନ୍ତି ଜନତା
ଯାଜପୁର ଅପିସ,୨୬ା୩: କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ପରେ ଯାଜପୁର ଜିଲାରେ ବହିରାଗତଙ୍କ ସଂଖ୍ୟା ପ୍ରାୟ ୨ ହଜାର ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା...
ରୋଜଗାର ହରାଇଛନ୍ତି ୨୦ଲକ୍ଷ ନିର୍ମାଣ ଶ୍ରମିକ
ସମ୍ବଲପୁର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶକୁ ୨୧ ଦିନର ଲକ୍ ଡାଉନ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମଧ୍ୟ ସମର୍ଥନ କରି ବିଭିନ୍ନ...
ପିଏମ୍ଜିଏସ୍ୱାଇ ମହୁ
ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନ ଅସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ) ଆରମ୍ଭ କରିଥିଲେ। ଲୋକେ କିପରି ଭଲରେ ଯାତାୟାତ କରିବେ ଏବଂ ଯୋଗାଯୋଗ ଭଲ ହେବ ଏହାର ମୂଳ...
୨୦୪୩ ଦାଦନ ଶ୍ରମିକ ହୋମ୍ କ୍ୱାରାଣ୍ଟାଇନ୍ରେ
ବଲାଙ୍ଗୀର ଅଫିସ,୨୬ା୩: ବଲାଙ୍ଗୀର ଭଳି ଦାଦନ ପ୍ରବଣ ଜିଲାର ବିଭିନ୍ନ ଗଁ।ରୁ ପ୍ରତିବର୍ଷ ହଜାର ହଜାର ଦାଦନ ଶ୍ରମିକ ରାଜ୍ୟ ବାହାରକୁ ଜୀବିକା ଅନ୍ବେଷଣରେ ଯାଇଥାନ୍ତି। ଜିଲା ଶ୍ରମ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ଜିଲାରୁ ଚଳିତବର୍ଷ ପ୍ରାୟ...
ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ
ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ମହିଳା। ଲକ୍ଡାଉନ ଯୋଗୁ ସେମାନେ ଏବେ ଫେରି ପାରୁ...
ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ
କଟକ ଅଫିସ୍,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ ଶ୍ରମିକ, ପାଚିକା, ପରିଚାରିକା, ରିକ୍ସା ଚାଳକ, ଅଟୋ ଚାଳକ, ଉଠାଦୋକାନୀ, ଚାଷୀ ପ୍ରମୁଖଙ୍କ...
Archives


