ଆମ ଜିଲା ଖବର

ମହାନଦୀରୁ ବିରଳ ମାଛ ଉଦ୍ଧାର

ହରଭଙ୍ଗା,୩୦।୧୦(ଡି.ଏନ.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଙ୍କୁଲେଇ ପଞ୍ଚାୟତ ଅନ୍ତର୍ଗତ ପାଣିଘରା ଗ୍ରାମର ମତ୍ସ୍ୟଜୀବୀମାନେ ଗୁରୁବାର ଏକ ବିରଳ ମାଛ ମହାନଦୀରୁ ଉଦ୍ଧାର କରିଛନ୍ତି। ଏହାର ଓଜନ ପ୍ରାୟ ୧ କେ.ଜି ହେବ। ମାଛଟିର ଦେହରେ କଳା, ଓ ଧଳା ରଙ୍ଗର ଦାଗ…

ଅଜା, ନାତିଙ୍କ ଉପରେ ଚଢିଗଲା ଚାଉଳ ବୋଝେଇ ଟ୍ରକ

ଆନନ୍ଦପୁର,୩୦।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ନମ୍ବର ବରପଦା ବଜାର ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାଉଳ ବୋଝେଇ ଟ୍ରକ ବାଇକ ଉପରେ ଚଢ଼ି ଯିବାରୁ ଅଜା, ନାତିଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରାମଚନ୍ଦ୍ରପୁର…

ଜୁଆ ଆଡ୍ଡାରେ ଚଢାଉ: ୨୨ ଗିରଫ

ପୁରୁଷୋତ୍ତମପୁର,୩୦।୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ହିଣ୍ଡୁଳା, ଆଙ୍ଗୁ ଓ ଡି ପାଟପୁର ଗ୍ରାମରେ ଗୁରବାର ପୋଲିସ ଚଢାଉ କରି ୨୨ ଜଣ ଜୁଆଡିଙ୍କୁ ଗିରଫ କରିଛି। ଏଥିସହିତ ସେମାନଙ୍କ ନିକଟରୁ ୪୬ ହଜାର ୫ଶହ ଟଙ୍କା ଜବତ କରାଯାଇଛି। ଏ ନେଇ…

ବରଗଡରୁ ନୂଆ ୩୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୬୯କୁ ବୃଦ୍ଧି

ବରଗଡ଼ ଅଫିସ,୩୦।୧୦: ବରଗଡ ଜିଲାରେ ଶୁକ୍ରବାର ପୁଣି ୩୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୩ଜଣ ରହିଥିବା ବେଳେ ବରଗଡ଼ ବ୍ଲକର ୨, ଅତାବିରା ବ୍ଳକର ୩, ପଦ୍ମପୁର ବ୍ଲକର ୧,…

ପଦ୍ମପୁରରେ କୃଷି ବିଲ୍‌ ବିରୋଧରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୩୦।୧୦: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ଉଠିଛି। ଏହି କ୍ରମରେ ଶୁକ୍ରବାର ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତି ଆହ୍ବାନରେ ବରଗଡ଼ ଜିଲା ପଦ୍ମପୁର ଗୋରୁ ମାର୍କେଟ ପରିସରରେ କୃଷକ ଚେତାବନୀ ବିକ୍ଷୋଭ ସମାବେଶ ଅନୁଷ୍ଠିତ…

ଭିଡିଓ ଶୁଟିଂ ହେଲା କାଳ: ମହୁମାଛି ଆକ୍ରମଣରେ ୧ ଗୁରୁତର, ୫ ଆହତ

ବାରିପଦା ଅଫିସ,୩୦।୧୦: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଅଞ୍ଚଳକୁ ୟୁଟ୍ୟୁବ୍‌ ପାଇଁ ଭିଡିଓ ଶୁଟିଂ ଓ ସେଲ୍‌ଫି ନେବାକୁ ଯାଇଥିବା ବେଳେ ୬ ଛାତ୍ର ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପ୍ରକାଶ…

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ହରଭଙ୍ଗା,୩୦ା୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ସିଙ୍ଗାଣିବିଡ଼ା ନିକଟରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୃତ ଯୁବକ ଜଣକ ହରଭଙ୍ଗା ବ୍ଲକ ତିଲେଶ୍ବର ପଞ୍ଚାୟତ ବାଦିକଟା ଗ୍ରାମର ଅର୍ଜୁନ…

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

କଣିହାଁ,୩୦ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ବଜ୍ରକୋଟ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ରେଙ୍ଗାଳି ଥାନା ବଜ୍ରକୋଟ ଗ୍ରାମର ମାୟାଧର ବେହେରା(୫୫)। ମାୟାଧର ଆଜି ସକାଳେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ…

ସାରୁଅ ଜମି ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୩୦ା୧୦: ଓଟିଭି କର୍ତ୍ତୃପକ୍ଷଙ୍କ ବିରୋଧରେ ହୋଇଥିବା ଜମି ହଡ଼ପ ମାମଲାରେ ଗୁରୁବାର ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଖୋର୍ଦ୍ଧା ଜିଲା ସାରୁଅ ମଲ୍ଲିକ ସାହିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅପରାହ୍ନ ୧ଟାରେ ଏହି ଟିମ୍‌ ପ୍ରଥମେ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିବା…

ସୂଚନା ନ ଦେବାରୁ ଜେଇଙ୍କୁ ୨୫ ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ,୩୦।୧୦: ସୂଚନା ଅଧିକାର ଆଇନ ଅମାନ୍ୟ କରିଥିବାରୁ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକର ପୂର୍ବତନ ଜେଇ (କନିଷ୍ଠ ଯନ୍ତ୍ରୀ) ସ୍ବରୂପ ଦାସ ୨୫ ହଜାର ଟଙ୍କା ଜରିମାନା ଦେବେ। ଓଡିଶା ସୂଚନା କମିଶନର ବି.କେ. ମହାପାତ୍ର ମାର୍ଶାଘାଇ ବ୍ଲକ ମଣିକୁଣ୍ଡା…

ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମୂଳ ସଂସ୍ଥାର କାମ ଆରମ୍ଭ

ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପ ଇଫ୍‌କୋ କମ୍ପାନୀର ଜିପ୍‌ସମ୍‌ ପରିବହନକୁ ନେଇ ୩ ମାସ ହେଲା ଯେଉଁ ବିବାଦ ସୃଷ୍ଟି ହୋଇଥିଲା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ତାହା ସମାଧାନ ହୋଇଛି। ଅର୍ଥାତ୍‌ ଜିପସମ୍‌ ପରିବହନ କାମ ପାଇଥିବା ଆର୍‌ଆର୍‌ପିଏଲ୍‌ ଓ ନିରାକାର କନଷ୍ଟ୍ରକଶନ୍‌ ଗୁରୁବାର…

ଆଜି ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’, ପ୍ରସ୍ତୁତି ଜୋର୍‌ଦାର

ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍‌ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?