ରଥଯାତ୍ରା ଆୟୋଜନ ଦାବିରେ ୬ ଘଣ୍ଟିଆ ପୁରୀ ବନ୍ଦ
ପୁରୀ ଅଫିସ, ୧୯।୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଓ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଛି। ତେବେ ଏହାର ଆଂଶିକ ପ୍ରଭାବ ପୁରୀ ସହରରେ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ…
ଦନ୍ତା ଆକ୍ରମଣରେ ଯୁବକଙ୍କ ଜୀବନଗଲା
ସମ୍ବଲପୁର, ୧୯।୬ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ତଥା ଯୁଯୁମୁରା ଥାନା ନୂଆବରଗାଁମାଲ ନିକଟରେ ହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଉକ୍ତ ଗ୍ରାମର ଅଷାଢ଼ୁ ଷଣ୍ଢ(୪୫)। ସୂଚନଯୋଗ୍ୟ, ଅଷାଢ଼ୁ ଜଣେ ଜଣାଶୁଣା…
ପୁରୀରୁ ଆଉ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧
ପୁରୀ ଅଫିସ, ୧୯।୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୨୧୧ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୮ ଜଣ ସୁସ୍ଥ ହୋଇଥିଲା ବେଳେ ୧୦୩ଜଣ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ,୧୯ା୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୂର୍ବ ଲଦାଖ ସୀମା ଗଲ୍ୱାନ୍ ଉପତ୍ୟକାରେ ଚାଇନା ସୈନିକଙ୍କ ଆକ୍ରମଣରେ ଦେଶ ପାଇଁ ପ୍ରାଣବଳୀ ଦେଇ ଶହୀଦ ହୋଇଥିବା ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଶୁକ୍ରବାର ସକାଳ…
ଗଞ୍ଜାମ ମିନି ଷ୍ଟାଡିୟମ୍ରେ ମାଛ, ମାଂସ ଦୋକାନ: ଚଢ଼ା ଦରରେ ବିକ୍ରି ଅଭିଯୋଗ
ଗଞ୍ଜାମ, ୧୯।୬(ଡି.ଏନ୍.ଏ.): ମହାମାରୀ କରୋନା ମୁକାବିଲା ନିମନ୍ତେ ଜିଲା ପ୍ରଶାସନ ବିଭିନ୍ନ ଅଭିନବ ପ୍ରୟାସ ଜାରିରଖିଛି । ଗୋଷ୍ଠୀ ସଂକ୍ରମଣକୁ ରୋକିବା ଲାଗି ପରିବା ଓ ମାଛ ମାଂସ ଦୋକାନଗୁଡିକୁ ମିନିଷ୍ଟାଡିୟମରେ ବ୍ୟାରିକେଟକରି ଭର୍ତ୍ତିକରିଛି । ଦୁଇ ଦିନ ହେଲା ସେଠାରେ…
ଆଉ କିଛି ସମୟ ମଧ୍ୟରେ ପଞ୍ଚଭୂତରେ ବିଲୀନ ହେବେ ୨ ବୀର ଯବାନ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପୂର୍ବ ଲଦାଖ ସୀମା ଗଲ୍ଓ୍ବାନ୍ ଉପତ୍ୟକାରେ ଚାଇନା ଶତ୍ରୁ ସହ ଲଢ଼ି ଦେଶ ପାଇଁ ଶହୀଦ ହୋଇଥିବା ଦୁଇ ଓଡ଼ିଆ ବୀରଙ୍କ ଜନ୍ମମାଟିରେ ଆଉ ମାତ୍ର କିଛି ସମୟ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହେବ। ଦୁଇ ବୀରଙ୍କୁ ନିଜ ନିଜ…
୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା
ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ଦୀର୍ଘ ୩୨୮ବର୍ଷ ପରେ ଇତିହାସର ପୁନରାବୃତ୍ତି ଘଟିବାକୁ ଯାଉଛି। ୧୬୯୨ରେ ଶ୍ରୀମନ୍ଦିର ଉପରେ ଏକ୍ରାମ୍…
ଅଧାଗଢ଼ା ରହିଗଲା ବ୍ରହ୍ମତାଳଧ୍ୱଜ ରଥ: ଝୁଲଣ ଘରେ ମାଉସୀମା’ ଆଡ଼ପ ମଣ୍ଡପ
କେନ୍ଦ୍ରାପଡ଼ା ଅଫିସ,୧୯ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରଠାରେ ପ୍ରସ୍ତୁତ ହେଉଥିବା ବ୍ରହ୍ମତାଳଧ୍ୱଜ ରଥ ଅଧାଗଢ଼ା ହୋଇ ରହିଗଲା। ଚଳିତବର୍ଷ ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ରଥରେ ବସି ପାରିବେନି। ଜିଲାପାଳ ସମର୍ଥ ବର୍ମା ଏ ସମ୍ପର୍କରେ ଶ୍ରୀଜୀଉଙ୍କ ଟ୍ରଷ୍ଟ ବୋର୍ଡକୁ ନିର୍ଦ୍ଦେଶନାମା…
ଭକ୍ତ, ସେବାୟତଙ୍କ ମନରେ କ୍ଷୋଭ: ରଥଯାତ୍ରା ହେବା ଦାବିରେ ଆଜି ୬ଘଣ୍ଟିଆ ପୁରୀ ବନ୍ଦ
ପୁରୀ ଅଫିସ,୧୯ା୬: ଜୁନ୍ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚାଲିଥିଲା। କରୋନା କଟକଣା ତଥା ଲକ୍ଡାଉନ ପାଇଁ ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ଧାର୍ଯ୍ୟ ସମୟ ପୂର୍ବରୁ କାମ ସରିଥିଲା। ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ…
ଯାତ୍ରା ନ ହେଲେ କ’ଣ ହେବ ତିନିରଥ
ପୁରୀ ଅଫିସ,୧୯ା୬: ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଏଥର ରଥଯାତ୍ରା ହେବ ନାହିଁ। ରାଜ୍ୟ କ୍ୟାବିନେଟ ମଧ୍ୟ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ନିଷ୍ପତ୍ତି ନେଇଛି। ତେବେ ରଥଯାତ୍ରା ନ ହେଲେ କଣ ହେବ ତିନିରଥ? ଏମିତି ପ୍ରଶ୍ନ ଏବେ ସମସ୍ତଙ୍କ…
ରାଶନ କାର୍ଡ ଜାଲିଆତି ଗୁମର ଫିଟିଲା: ଦେଢ଼ବର୍ଷ ଧରି ଉଠାଣ ହେଉଥିଲା ରାଶନ ସାମଗ୍ରୀ
ନୟାଗଡ଼ ଅଫିସ/ରଣପୁର,୧୯।୬(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତ କରଡାପଲ୍ଲୀର ବାଳାମଣୀ ପଲେଇ ଓ ନରସିଂହପୁରର ଝରଣା ସାହୁଙ୍କ ନାମରେ ଦୀର୍ଘ ଦେଢ଼ବର୍ଷ ହେଲା ଉଠାଣ ହେଉଥିଲା ରାଶନ ସାମଗ୍ରୀ। ଏପରି କି ଫନୀ ଓ କରୋନା ସହାୟତା ମଧ୍ୟ ହରିଲୁଟ ଚାଲିଥିଲା।…
ସିଡିଏମ୍ଓ ସ୍ତରରେ ଅଦଳବଦଳ: ଡା. ଲକ୍ଷ୍ମୀଧର ସାହୁ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ
କଟକ ଅଫିସ,୧୯ା୬: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ), ସ୍ପେଶାଲିଷ୍ଟ ଏବଂ ଅନ୍ୟାନ୍ୟ ପଦପଦବୀରେ ବଡ ଧରଣର ଅଦଳବଦଳ କରାଯାଇଛି। ଏ ନେଇ ଗୁରୁବାର ସରକାରଙ୍କ ପକ୍ଷରୁ ପ୍ରେସ୍ ବିବୃତ୍ତି ଜାରିହୋଇଛି। ବୌଦ୍ଧ…
Archives


