ବାର୍ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ଚାଲିଗଲା ଜଣଙ୍କ ଜୀବନ, ୨ ଗୁରୁତର
ଶେରଗଡ଼,୨୯ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ବଳରାମପୁର ନିକଟସ୍ଥ ଭୀମପୁରା ଗ୍ରାମରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବାର୍ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ…
ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର
ଭବାନୀପାଟଣା,୨୯।୧୦(ଡି.ଏନ୍.ଏ.): ବେଶ୍ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର ଦମନଲୀଳା…
ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍ପିଙ୍କ ଗାଡ଼ି
ପାଟଣାଗଡ଼,୨୯।୧୦ (ଡି.ଏନ୍.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ୨୦୧୯-୨୦ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପାଟଣାଗଡ଼ ବ୍ଲକର ଅଧିକାଂଶ ଚାଷୀ ଫସଲ…
ବରଗଡ଼ରେ ଖସୁଛି କରୋନା ଗ୍ରାଫ୍: ଆଜି ମାତ୍ର ୩୫ ପଜିଟିଭ୍ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର ବ୍ଲକର…
ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ
ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ ପାଲବଣି…
ନକଲି ସୁନାଇଟା ଦେଇ ୫ ଲକ୍ଷ ଠକେଇ
ଚୌଦ୍ୱାର,୨୯।୧୦(ଡି.ଏନ୍.ଏ.): ଜଣେ ସୁନା ବ୍ୟବସାୟୀଙ୍କୁ ନକଲି ସୁନାଇଟା ଦେଇ ୫ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଚୌଦ୍ୱାର ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେମାନେ ହେଲେ ଚୌଦ୍ୱାର ତଳ ବଜାରର ବିଜୟ ବେହେରା ଓ ଚୌଦ୍ୱାର ଓଟିଏମ୍…
ବିପଦ ସାଜିଲା ବ୍ଲୁ ଫ୍ଲାଗ୍ ବିଚ୍
ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍ ବାଥିଂ ଜୋନ୍ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍ ହାଉସ୍ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ ତନୀଷ…
ସମ୍ପ୍ରସାରଣ ହେବ ମୂଷା ନଦୀ
ପୁରୀ ଅଫିସ,୨୯।୧୦: ରାଜ୍ୟ ସରକାରଙ୍କ ଫୋକସ୍ରେ ରହିଛି ପୁରୀ। ଏଠାରେ ଅନେକ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏକାଧିକ ପ୍ରକଳ୍ପ କାମ ଚାଲିଥିବା ଆଗକୁ ଆହୁରି ଅନେକ ପ୍ରକଳ୍ପ କାମ ଆରମ୍ଭ କରାଯିବ। ତେବେ ପୁରୀ ସହର କଡ଼ରେ ରହିଥିବା ମୂଷା…
୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: ୩୧ ପରିଜନଙ୍କୁ ହରାଇଛନ୍ତି ଜୋଛନା
ଏରସମା,୨୯।୧୦(ସ୍ବ.ପ୍ର.): ଦହିବର ଗ୍ରାମର ୫୮୭ ଲୋକଙ୍କ ମୃତ୍ୟୁ ହୋଇଥିଲା ମହାବାତ୍ୟାର କରାଳ ରୂପକୁ ଯିଏ ଅଙ୍ଗେ ନିଭାଇଛି ସେ କାଳରାତ୍ରିର ଅନୁଭୂତିକୁ ଅନୁଭବ କରିଛି। ଏବେ କେବଳ ସ୍ମୃତି ଛଡ଼ା ଅନ୍ୟ କିଛିନାହିଁ। ଯେ ଶୁଣିଛି, ସେ ଅଧୀର ହୋଇଛି। ସେ…
୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: କମିଛି ହେନ୍ତାଳବଣ, ବଢ଼ିଛି ଚିଙ୍ଗୁଡ଼ି ଘେରି
କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୧ ବର୍ଷ ବିତିଛି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ, ଏଥିରେ କେନ୍ଦ୍ରାପଡ଼ା ଜିଲାରେ ୨,୯୭,୮୧୪ ପରିବାରଙ୍କ ଘର ଭାଙ୍ଗିଥିବା ବେଳେ ୩୮୭ ଜଣଙ୍କ ଅମୂଲ୍ୟ ଜୀବନ ଯାଇଛି। ୧୮୦୩…
ମହାପ୍ରଭୁଙ୍କର ହେଲା ବନକଲାଗି
ପୁରୀ ଅଫିସ,୨୯।୧୦: ପ୍ରାୟ ୨ ମାସ ପରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ହୋଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଏହି ନୀତି କରାଯାଇଥିଲା। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ…
ପୁରୀରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ
ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ’ କରିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ହୋଟେଲ ଆଣ୍ଡ୍ ରେଷ୍ଟୁରାଣ୍ଟ ଆସୋସିଏଶନ…

