ଆମ ଜିଲା ଖବର

ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର। ମନରେ ପ୍ରଶ୍ନ ଆସୁଥାଇପାରେ ରୁବି କିଏ। ତେବେ ରୁବି ହେଉଛି ଏକ ଶୁଆ,…

ଚେକଡ୍ୟାମ ଗହିରାରୁ ମିଳିଲା ଶ୍ରମିକଙ୍କ ମୃତଦେହ

ବନ୍ତଳା,୨୮।୧୦(ଡି.ଏନ୍‌.ଏ.): ଅନୁଗୋଳ ଥାନା ଅଧୀନ ନୂଆମୌଜା ପଞ୍ଚାୟତ ସରଧାପୁର ଗ୍ରାମରେ ଥିବା ଭାଲୁଖାଇ ନାଳ ଚେକଡ୍ୟାମ ଗହିରାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରାଜ ଦେହୁରୀ (୬୫)। ରାଜ୍‌ ଗ୍ରାମରେ ଶ୍ରମିକ ଭାବେ କାମ କରନ୍ତି।…

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ, ଜନା, ସୋରିଷ, ତିଳା, କାନ୍ଦୁଲ, ହଳଦୀ, ଅଦା, ଧୂଆଁପତ୍ର ଭଳି ତେଲ…

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର କରି ନିଜ ଚାଷଜମିରେ ଧାନ କାଟୁଥିବା ଦେଖିବାକୁ ମିଳିଛି। ବିଧାୟକ ବିଲରେ ଦିନମଜୁରିଆଙ୍କ…

ବିଷାକ୍ତ ମଦ ପିଇ ୪ ମୃତ

ବନ୍ତଳା,୨୮ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗ୍ରାମରେ ବିଷାକ୍ତ ମଦ୍ୟପାନ ଯୋଗୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ ଅନିଲ ପଧାନ (୧୮), ଟୁକୁନା ପଧାନ (୨୫), ଶଶିକାନ୍ତ ଦେହୁରୀ (୩୦) ଓ…

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ ସୁନାବେଶ କରାଯାଇଥିଲା। କୋଭିଡ୍‌ କଟକଣା ପାଇଁ କୌଣସି ଶ୍ରଦ୍ଧାଳୁ ଏହି ବେଶ ଦର୍ଶନ କରିପାରି…

ପ୍ରଥମେ ହେବ ସାତପାହାଚ ଦ୍ୱାର

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରର ୮ଟି ଦ୍ୱାର ହେବ ରୁପା ଛାଉଣି। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଓ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ…

ମେଲାଣି ନେଲେ ମା’

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ), ୨୮ା୧୦: କୋଭିଡ୍‌ କଟକଣା ମଧ୍ୟରେ ଚଳିତବର୍ଷ କଟକ ଓ ଭୁବନେଶ୍ୱରରେ ଦୁର୍ଗା ପୂଜା ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସହରରେ ବିନା ଶୋଭାଯାତ୍ରା ଓ ନିରାଡମ୍ବର ଭାବେ ମା’ଙ୍କୁ ମେଲାଣି ଦିଆଯାଇଛି। ପ୍ରତିବର୍ଷ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ…

ଶିଶୁକନ୍ୟାଙ୍କୁ ଧରି କୂଅକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ପଡିଥିଲେ। ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ…

ନାବାଳିକାଙ୍କୁ ୬ ମାସ ଧରି ବଳାତ୍କାର

କୁଆଁରମୁଣ୍ଡା,୨୮ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଥିବା ଏକ ଆବଦ୍ଧ କୋଠରୀରେ ଜଣେ ନାବାଳିକାଙ୍କୁ ରଖି ୬ମାସ ଧରି ବଳାକତ୍ାର କରାଯାଉଥିଲା। କୌଶଳକ୍ରମେ ନାବାଳିକା ଜଣକ ଯୁବକଙ୍କ କବଳରୁ ଖସି ଆସି ସୋମବାର କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ କରିବା ପରେ…

ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ୨ ନିଖୋଜ

କୋରାପୁଟ,୨୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ରବିବାର ଏକ ଦେଶୀ ଡଙ୍ଗା ବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଯାଇଥିଲେ। ସେମାନେ ହେଲେ ପ୍ରଶାନ୍ତ ଖରା, ଚିତ୍ତ ଖିଲ ଓ ମନୋଜ କୁର୍ତ୍ତାଲ। ଖବର ପାଇ କୋରାପୁଟ…

ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ

ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ ପ୍ରମାଣପତ୍ର(ୟୁସି)ଦେବାରେ ବିଫଳ ହୋଇଛନ୍ତି। ଗତ ୧୦ ବର୍ଷରେ ଆବଣ୍ଟିତ ହୋଇଥିବା ସିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌, ଏନ୍‌ସିସିଏଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?