ଲକ୍ଡାଉନ୍ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା
ଦେବଗଡ଼,୨୫।୩:(ଡି.ଏନ୍.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼ାଇଛି। ଏପରିସ୍ଥଳେ ରାଜ୍ୟକୁ ଲକ୍ଡାଉନ୍ କରାଯାଇଛି। କେବଳ ଅତ୍ୟାବଶ୍ୟକ ଦୋକାନଗୁଡ଼ିକ...
ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ
ଦିଗପହଣ୍ଡି,୨୫।୩(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ଆବଶ୍ୟକ ରାଶନ କିଣିବା ପାଇଁ ଲୋକଙ୍କୁ...
ମହିଳାଙ୍କ କାନରୁ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ
ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ମହିଳାଙ୍କଠାରୁ ବୁଧବାର ଲୁଟ୍ ହୋଇଛି। ଦୁର୍ବୃତ୍ତ ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ତାଙ୍କ କାନରୁ ସୁନାଫୁଲ ଛଡାଇ ନେଇଥିବା ସେ ଅଭିଯୋଗ କରିଛନ୍ତି। ତେବେ ଲୁଟ୍ର ଶିକାର ମହିଳା...
କରୋନା କଟକଣା: ନୀରବି ଯାଇଛି ଆରଡ଼ି ପୀଠ, ୩୫୦ ବର୍ଷ ମଧ୍ୟରେ ନ ଥିଲା ଏପରି ପ୍ରତିବନ୍ଧକ
ଆରଡ଼ି,୨୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ଗହଳି ଲାଗିଥାଏ। ହେଲେ କରୋନା ଭାଇରସ୍ ପାଇଁ ଶୁକ୍ରବାରଠାରୁ କଟକଣା ଜାରି କରାଯାଇଛି। ଫଳରେ ୬ ଦିନ ହେଲାଣି ଆଉ ଶୁଭୁନି ହରିବୋଲ, ହୁଳହୁଳି...
ଲକଡାଉନ ନ ମାନି ୧୦ ଗିରଫ
ଢେଙ୍କାନାଳ ଅଫିସ୍, ୨୫ା୩- ସାରା ଦେଶରେ ଲକଡାଉନ ଜାରିଥିବାବେଳେ ଅନେକ ଲୋକେ ଏହାକୁ ନ ମାନି ବାହାରକୁ ବାହାରୁଥିବା ଦେଖାଯାଉଛି। ଏହି ନିୟମ ନ ପାଳିବା ଅଭିଯୋଗରେ ଢେଙ୍କାନାଳ ପୋଲିସ ବୁଧବାର ୧୦ ଜଣଙ୍କୁ ଗିରଫ କରିଛି। ଏଥତ୍ସହ ୧୦ଟି...
ଲକ୍ଡାଉନ୍କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍
ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍ଡାଉନ୍କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍ଡାଉନ୍ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍କୁ...
କନ୍ଧମାଳ ଲକ୍ଡାଉନ୍: ବୃଦ୍ଧି ପାଉଛି ଚୋରା ମଦ କାରବାର
ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି କନ୍ଧମାଳ ଜିଲାରେ ୧୪୪ ଧାରା ବଳବତ୍ତର ରହିବା ସହ ଲକ୍ଡାଉନ୍ କରାଯାଇଛି । ଏହି ସମୟରେ ସମସ୍ତଙ୍କୁ ଘରେ ରହିବା ପାଇଁ କୁହାଯିବା ସହ ପୋଲିସ ପକ୍ଷରୁ ପାଟ୍ରୋଲିଂକୁ...
କାଳିଆପାଣି ଖଣି ଅଞ୍ଚଳରେ ଲକ୍ଡାଉନ୍ ପ୍ରଭାବ ଶୂନ
କାଳିଆପାଣି, ୨୫।୩: କରୋନା (କୋଭିଡ୍-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ୍ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି...
ଡାକ୍ତରଖାନା କର୍ମଚାରୀ ମୃତ
ଅନୁଗୋଳ ଅଫିସ୍, ୨୫ା୩- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ସକାଳେ ସେ ରହୁଥିବା ଭଡ଼ା ଘରୁ ଉଦ୍ଧାର କରାଯାଇଛି। ମୃତକ ଯକ୍ଷ୍ମା ବିଭାଗର ଲାବୋରେଟାରି ଟେକ୍ନିସିଆନ ସୁରେଶ ସାହୁ ବୋଲି ଜଣାପଡିଛି ।...
କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି
କଟକ ଅଫିସ,୨୫।୩: କରୋନା (କୋଭିଡ୍-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳୁଛି। ଲକ୍ଡାଉନ୍ ସତ୍ତ୍ୱେ ପ୍ରବଳ ଭିଡ଼ ଜମୁଛି।...
ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ
ଗଞ୍ଜାମ, ୨୫।୩(ଡି.ଏନ୍.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ...
ବାହାନା କରି ବାହାରୁଛନ୍ତି ଲୋକେ, ୨୪ ଜଣଙ୍କ ନାମରେ ମାମଲା
ଅନୁଗୋଳ ଅଫିସ୍, ୨୫ା୩- କରୋନା ସଂକ୍ରମଣକୁ ଅଟକାଇବା ପାଇଁ ସାରା ଦେଶରେ ସରକାର ଲକଡାଉନ ଘୋଷଣା କରିଥିଲେ ହେଁ ଅନେକେ ଏହାକୁ ପାଳୁ ନ ଥିବା ଦେଖିବାକୁ ମିଳିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବାକୁ ଲୋକଙ୍କୁ ଅନୁମତି ଦିଅଆଯାଇଥିବାବେଳେ ଲୋକେ...
Archives


