ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ
ଛତ୍ରପୁର,୨୪।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ ନିର୍ଦ୍ଦେଶନାମା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାରି କରିଛନ୍ତି। ନୂତନ ନିର୍ଦ୍ଦେଶନାମା...
କରୋନା ପ୍ରଭାବ: ନାଲ୍କୋରେ ଉତ୍ପାଦନ କମିବା ଆଶଙ୍କା
ବଅଁରପାଳ, ୨୪।୩(ଡି.ଏନ.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାରା ଦେଶରେ ଲାଗୁ କରାଯାଇଛି ଲକ୍ଡାଉନ୍। ଏହାର ଗଭୀର ପ୍ରଭାବ ପଡ଼ିଛି ଶିଳ୍ପାନୁଷ୍ଠାନ ଉପରେ। ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ ନାଲ୍କୋ ମଧ୍ୟ ଏଥିରୁ ବାଦ୍ପଡ଼ିନି। ସଂକ୍ରମଣ ରୋକିବାକୁ ଗାଇଡ୍ଲାଇନ ଅନୁଯାୟୀ କମ୍ପାନୀ...
ସାନ୍ତରାପୁରରେ ହାତୀ ଆତଙ୍କ
ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି ଫୁଲପଡ଼ା ଅଞ୍ଚଳରେ ସୋମବାର ନିଜର ଉପସ୍ଥିତି ଜାହିର କରିଥିଲା। ରାତିରେ ଶରତ ମହାଳିକଙ୍କ...
କରୋନା ପଜିଟିଭ ଗୁଜବ: ଜଣେ ଗିରଫ
ଛତ୍ରପୁର,୨୪।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ବଡ ଆର୍ଜିପଲ୍ଲୀ ଗ୍ରାମର...
ବାଲେଶ୍ୱରରେ ଲକ୍ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ
ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍ଡାଉନ୍ କରାଯାଇଛି। ତେବେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ
ରାଇକିଆ, ୨୪।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ରାଇକିଆ ଅଞ୍ଚଳରୁ ଯାଇ କେରଳ, ତାମିଲନାଡୁ, କର୍ନାଟକ,...
ଗଞ୍ଜାମରେ କରୋନା ସଚେତନତା ଜୋରଦାର
ଗଞ୍ଜାମ, ୨୪।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି । ୫ ଦିନରୁ ଊର୍ଦ୍ଧ୍ୱ ହେବ ସହରରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍...
ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ
ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା...
ପାଟଣା ଲକ୍ଡାଉନ୍: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ
ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍ଡାଉନ୍କୁ ଲାଗି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯାଇଥିବା ନେଇ ଜିଲାପାଳ ଆଶିଷ ଠାକ୍ରେ ଓ...
କରୋନା କଟକଣା: ନୀତି କାନ୍ତିରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା
ପୁରୁଷୋତ୍ତମପୁର,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ...
ବାଲେଶ୍ୱର ଲକ୍ଡାଉନ୍: ଅତ୍ୟାବଶ୍ୟକ ସାମଗ୍ରୀ ଲାଗି ଯାତାୟାତ କରିବାକୁ ଲୋକଙ୍କୁ ଅନୁମତି
ବାଲେଶ୍ୱର ଅଫିସ,୨୪।୩: କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ ନେଇ ସୋମବାର ୯ଟି ଜିଲାକୁ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହି ୯ ଜିଲାର ତାଲିକାରେ ଥିବା ବାଲେଶ୍ୱର ସହରକୁ ମଙ୍ଗଳବାର ପୂର୍ବାହ୍ନରୁ ଲକ୍ଡାଉନ୍...
ସହରରେ ଘୋଷଣା ପୂର୍ବରୁ ଲକ୍ଡାଉନ୍: ଭୟଭୀତ ଅବସ୍ଥାରେ ଲୋକେ
କେନ୍ଦୁଝର, ୨୪।୩ (ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ସୋମବାରଠାରୁ ଅଘୋଷିତ ଲକ୍ଡାଉନ୍ ଲାଗୁ ହୋଇଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଦୋକାନ ବନ୍ଦ କରିଦିଆଯାଇଛି। ଫଳରେ ଅପ୍ରସ୍ତୁତ...
Archives


