ଲକ୍ଡାଉନ୍ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ
ରଣପୁର, ୨୪।୩(ଡି.ଏନ୍.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୟାଗଡ଼ ଜିଲାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ମଙ୍ଗଳବାର ଲକ୍ଡାଉନ୍ର ପ୍ରଥମ ଦିନରେ ରାଜସୁନାଖଳାର ବିଭିନ୍ନ ସ୍ଥାନରେ ଲୋକେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା...
୧୪୪ ଧାରା ଉଲ୍ଲଂଘନ: ୭ ଗିରଫ
ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବିକାଶ ସାହୁ, ରଶ୍ମିରଞ୍ଜନ ମଙ୍ଗରାଜ, ପ୍ରତାପ ଭୂଜବଲ,...
ହୋଟେଲ, ପାନ୍ଥନିବାସରେ କ୍ବାରାଣ୍ଟାଇନ ବ୍ୟବସ୍ଥା
ପୁରୀ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସହରସ୍ଥ ୨ଟି ଘରୋଇ ହୋଟେଲ ଏବଂ ପାନ୍ଥନିବାସରେ ପେଡ୍ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏହି ୨ଟି ହୋଟେଲ ହେଉଛି ସିଟି ରୋଡର ସାଗର ତରଙ୍ଗ ଏବଂ ବଳିଆପଣ୍ଡା...
ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା
ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ...
କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’
ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା ଯୁବକ। ଟଙ୍କା ରୋଜଗାର ଆଶାରେ ଦୀର୍ଘଦିନ ଧରି ଗାଁ ମାଟି ମାଡ଼ିି...
ଆନ୍ଧ୍ରରେ ଫଶି ରହିଛନ୍ତି ଓଡ଼ିଆ ଯୁବକ : ସହାୟତା ପାଇଁ ଉପଜିଲାପାଳଙ୍କୁ ଗୁହାରି କଲେ ବାପା
ସଜନାଗଡ଼, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଔପଦା ବ୍ଲକ ଢ଼ୋଲପୁର ଗ୍ରାମର କେଶବ ଚନ୍ଦ୍ର ନାୟକଙ୍କ ପୁଅ କମଳାକାନ୍ତ ପରିବାର ପ୍ରତିପୋଷଣ ପାଇଁ ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲାର ଏକ ଗ୍ରାନାଇଟ୍ କମ୍ପାନୀରେ କାମ କରିବାକୁ ଯାଇ ସେଠାରେ ଫଶି...
ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା
ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ସମ୍ଭବ ହେଉନାହିଁ ଯାହାକି ଚିନ୍ତାର କାରଣ ହୋଇଛି।...
ଭଦ୍ରକ ଜିଲା ଲକ୍ଡାଉନ୍ ଘୋଷଣା
ଭଦ୍ରକ ଅଫିସ, ୨୪ା୩- କରୋନାର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଜିଲାରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ପୂର୍ବରୁ କେବଳ ଭଦ୍ରକ ସହରକୁ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଜିଲାର ସମସ୍ତ ପୌରପାଳିକା,...
‘ସହଯୋଗ ଦିଅ, ନିଜେ ନିଜକୁ ଲକ୍ଡାଉନ କର’
ବାରିପଦା ଅଫିସ, ୨୪ା୩- କରୋନା ଭାଇରସ୍ ସଂକ୍ରମଣ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ସମସ୍ତେ ଏଥିଲାଗି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ସ୍ବଚ୍ଛତା ରକ୍ଷା କରିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଏକ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ...
ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍
ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍ କରି ଦେଇଛନ୍ତି। ପଶ୍ଚିମବଙ୍ଗରୁ କୌଣସି ଯାତ୍ରୀବାହୀ ଗାଡ଼ି ଓଡ଼ିଶା ମଧ୍ୟକୁ ପଶିବାକୁ ଦିଆଯାଉନାହିଁ...
ସହର ସୀମାରେ ସଜାଗ ପୋଲିସ
ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସହର ସମେତ ବିଭିନ୍ନ ସ୍ଥାନରେ...
ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍, ଟ୍ରେନ୍, ବିମାନ ସେବା ବାତିଲ କରାଯାଇଛି। ଏପରି ସ୍ଥିତିରେ ବିହାରର ସୁପୁଲସ୍ଥିତ ଜବାହର ନବୋଦୟ ବିଦ୍ୟାଳୟକୁ ପଢ଼ିବାକୁ ଯାଇଥିବା ଢେଙ୍କାନାଳ...
Archives


