ଆମ ଜିଲା ଖବର

ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି

ଭବାନୀପାଟଣା,୨୨ା୧୦(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଛତର ଯାତ୍ରାରେ ପ୍ରବଳ ଜନସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଭବାନୀପାଟଣା…

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରୀଛାତ୍ରଙ୍କୁ ମିଳିନି ଗ୍ରେଡ୍‌ A1

କଟକ ଅଫିସ,୨୨ା୧୦: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତବର୍ଷ ୨୧, ୪୮୭ ଛାତ୍ରୀଛାତ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫, ୨୪୪ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ତେବେ ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା କୌଣସି…

୧୦୦ ବର୍ଷ ପଛକୁ ଫେରିଗଲା କଟକ ଦଶହରା

କଟକଣା ଭିତରେ ହଜିଗଲା ପୁରୁଣା ପରମ୍ପରା। ଯାହା ସହରର ପୁରୁଖା ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିବିଶେଷ କେବେ ଦେଖି ନ ଥିଲେ, ତାହା ଚଳିତବର୍ଷ ଦେଖିବାକୁ ମିଳିଛି। ବିଭିନ୍ନ ମଣ୍ଡପରେ ମା’ଙ୍କ ଆରାଧନା ପାଇଁ ପ୍ରସ୍ତୁତି ହେଲାଣି, ହେଲେ ଆକର୍ଷଣୀୟ ସାଜସଜ୍ଜା ନ…

ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ବିଶ୍ୱଜିତ

ପୁରୀ ଅଫିସ,୨୧ା୧୦:ଆଇସ୍‌କ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ତିଆରି କରି ନିଜ ନଁା ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ବିଶ୍ୱଜିତ୍‌ ନାୟକ। ୧୯ ବର୍ଷ ବୟସରେ ନିଜର ନିଆରା କୃତି ପାଇଁ ସେ ଏହି…

ଦାନ ସୁନାରେ ମହାପ୍ରଭୁଙ୍କ ଆଭୂଷଣ

ପୁରୀ ଅଫିସ,୨୨।୧୦:ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଦାତା ପୂର୍ବରୁ ଆଗେଇ ଆସିଥିବାବେଳେ ଏବେ ଆଉଜଣେ ଦାତା ମହାପ୍ରଭୁଙ୍କ…

ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି

ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ। ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ପରିକଳ୍ପିତ ‘ହୀରକ ତ୍ରିଭୂଜ’ ବିଶ୍ୱ ମାନଚିତ୍ରରେ…

ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ବରୂପ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସମ୍ପୃକ୍ତ…

କରୋନା କଟକଣା: ରୁପା ବଦଳରେ ଜରି ମୁକୁଟ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)-କେନ୍ଦୁଝର ଡେଲି ମାର୍କେଟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୀର୍ଘ ୫୫ ବର୍ଷ ହେଲା ଏହି ପୂଜା ଅନୁଷ୍ଠିତ ହୋଇଆସୁଛି। ତେବେ ବିନା ଭକ୍ତ, ବାଜା…

ସେଲ୍‌ଫି ପଏଣ୍ଟ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୨ା୧୦: ସେଲ୍‌ଫି ଉଠାଇ ସୋସିଆଲ ମିଡିଆରେ ଛାଡ଼ିବା ଏବେ ଏକ ପ୍ରତିଯୋଗିତାରେ ପରିଣତ ହୋଇଛି। ଏହା କେବଳ ଯୁବପିଢ଼ିଙ୍କ ମଧ୍ୟରେ ଆଉ ସୀମିତ ହୋଇ ରହିନାହିଁ। ପିଲାଙ୍କଠାରୁ ପାଚିଲା ମଣିଷଙ୍କ ଯାଏ ପ୍ରାୟ ସମସ୍ତେ ଏହି ମାୟାରେ ବାୟା।…

୧୧୦୬ ସ୍କୁଲରେ ଝୁଲିବ ତାଲା

ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍‌ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍‌ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା…

ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ

ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା (୫୫),…

ପୋଖରୀରେ ବୁଡ଼ି ୨ ଭଉଣୀ ମୃତ

ଖଲ୍ଲିକୋଟ,୨୧ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ପୋଖରୀରେ ବୁଡ଼ି ବୁଧବାର ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ସୁରେଶ ପାହାନଙ୍କ ଦୁଇ ଝିଅ ଖୁସି (୧୦) ଓ ପୂଜା (୮)। ଖୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?