କରୋନା ସଚେତନତା ଗୀତ ଗାଇଲେ ଏସ୍ପି
ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର ଏହା ଲୋକାର୍ପିତ ହୋଇଛି। ଜିଲା ସମନ୍ବିତ ଆଦିବାସୀ ସଂସ୍ଥା ପ୍ରକଳ୍ପ ପ୍ରଶାସକ...
ଏଟିଏମ୍ରୁ ଲୁଟ୍ ଉଦ୍ୟମ ଅଭିଯୋଗରେ ୩ ଗିରଫ
ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍ରୁ ଲୁଟ୍ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ ଚାନ୍ଦିଲି ଥାନା ପୋଲିସ ଗିରଫ କରିଛି । ସେମାନେ ହେଲେ ସୁଧୀର ଗରଡ଼ିଆ...
ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି ନଗଦ ଟଙ୍କା ସହ ସୁନାଗହଣା ଦେଇ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ,...
ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ମୃତଦେହ ଉଦ୍ଧାର
ପୁରୁଷୋତ୍ତମପୁର,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକେ ଏହା ଦେଖି ପୁରୁଷୋତ୍ତମପୁର ପୋଲିସକୁ ଖବର...
ଟ୍ରକ୍କୁ ପଛରୁ ଧକ୍କା ଦେଲା ଜାଇଲୋ: ୪ ମୃତ, ୫ ଗୁରୁତର
ବାଲେଶ୍ୱର ଅଫିସ, ୨୩।୩: ପଶ୍ଚିମବଙ୍ଗ ଦାନ୍ତୁନ୍ ଥାନା ଅନ୍ତର୍ଗତ ନେକୁରସୁନି ଏନ୍ଏଚ୍ ୬୦ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଗୁରୁତର ହୋଇଛନ୍ତି । ପ୍ରକାଶ ଯେ, ଏକ ଜାଇଲୋ ଯୋଗେ...
ହାଇକୋର୍ଟଙ୍କ ସର୍କୁଲାର: ଲକ୍ଡାଉନ୍ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ
କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି...
ପ୍ରଶାସନିକ କଟକଣା ନ ମାନି ଗିରଫ ହେଲେ ବ୍ୟବସାୟୀ
ଭଦ୍ରକ ଅଫିସ,୨୩।୩: ଭଦ୍ରକ ପୌରାଞ୍ଚଳ ଅଧୀନରେ ଜଣେ ବ୍ୟବସାୟୀ ପ୍ରଶାସନିକ କଟକଣାକୁ ନ ମାନି ସୋମବାର ଗିରଫ ହୋଇଛନ୍ତି। ଅତ୍ୟାବଶ୍ୟକୀୟ ଦୋକାନ ବଜାରକୁ ବାଦ୍ ଦେଇ ଅନ୍ୟାନ୍ୟ ସମସ୍ତ ବନ୍ଦ ରଖିବାକୁ ପ୍ରଶାସନିକ ନିର୍ଦ୍ଦେଶ ଥିବା ବେଳେ ଏହି କଟକଣାକୁ...
ଦାରିଙ୍ଗବାଡ଼ିରେ ଦାୟିତ୍ୱ ନେଲେ ନୂତନ ବିଡିଓ
ଦାରିଙ୍ଗବାଡ଼ି,୨୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ସୋମବାର ଡ.ଜଗଦୀଶ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପ୍ରଥମେ କରୋନା ପ୍ରତିହତ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ବ୍ଲକ କାର୍ଯ୍ୟାଳୟରେ ଅଟକି ରହିଥିବା ସମସ୍ତ ଉନ୍ନୟନ...
ଲକ୍ଡାଉନ୍କୁ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ
ପୁରୀ ଅଫିସ, ୨୩।୩: କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁରୀ ସହରକୁ ଲଗ୍ଡାଉନ୍ ଘୋଷଣା କରିଛନ୍ତି। ସୋମବାର ଲକ୍ଡାଉନ୍ର ଦ୍ୱିତୀୟ ଦିନରେ ସହରବାସୀ ବିଭିନ୍ନ ସ୍ଥାନରେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପରିବା...
ଲକ୍ଡାଉନ୍ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ
ପାଟପୁର,୨୩।୩(ଡି.ଏନ୍.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଲକ୍ଡାଉନ୍ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ...
କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର
କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ...
ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍ରେ ଘରକୁ ପଠାଇଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ...
Archives


