ମୋବାଇଲ ଚାର୍ଜ ସମୟରେ ବିଦ୍ୟୁତ୍ ଲାଗି ମହିଳା ମୃତ
ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ରାଇସୁଆଁ ଥାନା ତାଳପଦା ଗ୍ରାମରେ ମୋବାଇଲ ଫୋନ୍ ଚାର୍ଜ କରିବା ସମୟରେ ବିଦ୍ୟୁତ୍ ଲାଗି ସୋମବାର ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବିକାଶ ମୁଣ୍ଡାଙ୍କ ସ୍ତ୍ରୀ ମୀନାକ୍ଷୀ ମୁଣ୍ଡା(୩୨)। ସୂଚନା ଅନୁଯାୟୀ, ମୀନାକ୍ଷୀ...
ହୋମ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। ସମସ୍ତ ବିଦେଶ ଫେରନ୍ତାଙ୍କ...
ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ
ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆ ଖମଣ ଗ୍ରାମର ୨ ଯୁବକ ରବିବାର ଘରକୁ ଫେରିଛନ୍ତି। ଏ...
ଲକ୍ଡାଉନ୍ର ଦ୍ୱିତୀୟ ଦିନ: ଶୋଇଯାଇଛି ବାଲେଶ୍ୱର ସହର
ବାଲେଶ୍ୱର ଅଫିସ,୨୩।୩: ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଲକ୍ଡାଉନ୍ର ଦ୍ୱିତୀୟ ଦିନରେ ବାଲେଶ୍ୱର...
କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ
ବିଜେପୁର, ୨୩।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ। ଫଳରେ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ...
ନବରଙ୍ଗପୁର, ଉମରକୋଟ ସହରରେ ଲକ୍ଡାଉନ୍: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ
ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ ପରେ ସୋମବାରଠାରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ନବରଙ୍ଗପୁର ଓ ଉମରକୋଟ...
ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ: ଶିକାରୀ ଗିରଫ
ସଜନାଗଡ଼,୨୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ରବିବାର ରାତିରେ ଏହି ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ଯାଇଥିବା ନୀଳଗିରି ଥାନା ଅଧିନସ୍ଥ ଶିଆଡ଼ିମାଳ ପଞ୍ଚାୟତ ବାବନ୍ଧ ଗ୍ରାମର ପବନ ସିଂଙ୍କୁ...
ପ୍ରସ୍ତାବିତ ପାଉଁଶ ଇଟା କାରଖାନାକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ
ପାଟଣା ,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ତଥା ପାଟଣା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଟାଇଁସିରା ମୌଜାରେ ପ୍ରସ୍ତାବିତ ଏକ ପାଉଁଶ ଇଟା କାରଖାନା ନିର୍ମାଣକୁ ସ୍ଥାନୀୟ ଗ୍ରାମବାସୀଙ୍କ ତରଫରୁ ବିରୋଧ କରାଯାଇଛି। ସୂଚନା ଅନୁଯାୟୀ, ଉକ୍ତ ମୌଜାର ଏକ...
ଜନନୀ ଯନ୍ତ୍ରଣା: ଗ୍ରାମକୁ ରାସ୍ତା ନ ଥିବାରୁ ଭାରରେ ବୁହାହେଲେ ଗର୍ଭବତୀ
ଚିତ୍ରକୋଣ୍ଡା,୨୩।୩(ଡି.ଏନ୍.ଏ.): ନଜରକୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣା। ଗ୍ରାମକୁ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଭାରରେ ବୁହାଇବାକୁ ପଡ଼ିଛି। ରବିବାର ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡ଼ା ପଞ୍ଚାୟତ ପାଲିଗୁଡ଼ା ଗ୍ରାମରେ। ଗ୍ରାମର...
ଲକ୍ଡାଉନ୍ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍ କଲା ପ୍ରଶାସନ
ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ସରକାର ଲକ୍ଡାଉନ୍ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍ଡାଉନ୍ର ଦ୍ୱିତୀୟ ଦିନ ଅର୍ଥାତ୍ ସୋମବାର ଏହାକୁ...
ବିଦେଶରୁ ବାଲେଶ୍ୱରକୁ ଫେରିଲେ ୫: ପ୍ରଶାସନ ପକ୍ଷରୁ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ,୨୩।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଥିବାବେଳେ ସବୁଦିଗରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ଏହି ପରିସ୍ଥିତିରେ ସୋମବାର ବିଦେଶରୁ ବାଲେଶ୍ୱର ଜିଲାକୁ ପୁଣି ୫ ଜଣ ଫେରିଛନ୍ତି। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଡାକ୍ତରଖାନାକୁ...
ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର
ଦିଗପହଣ୍ଡି,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ ଗୌଡ଼ଙ୍କ ୧ ବଖରା ଚାଳଘର, ବିଶ୍ୱନାଥ ଗୌଡ଼, ବାବୁଲା ଗୌଡ଼ଙ୍କ ଦୁଇଟି...
Archives


