ପୁରୀ: ହୋଟେଲ ଶିଳ୍ପରେ ତାଲା
ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ ଫଳରେ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଛି ପୁରୀ। ଫଳରେ ଏହାର ପ୍ରଭାବ ହୋଟେଲ...
ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ
ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ...
୧୦ଥର ଆବେଦନ କରି ନିରାଶ ଘଟ୍ନା: ଭତା ପାଏଲେ ବୁରୁଧ୍ ଦମ୍ପତି
ଗଣ୍ଡତୁରୁମ, ୨୩।୩ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦) ଆର ତାକର ମାଏକିନା ସାଲିଣି(୮୫)। ଦମ୍ପତି ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି ନିରାଶ ହେଇଥିଲେ। ଇ ବାବ୍ଦେ ଗଲା ୨୦୧୯...
କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ
କଟକ ସଦର,୨୩।୩(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା...
ନିରୀକ୍ଷଣରେ ୨୮ ସନ୍ଦିଗ୍ଧ
କେନ୍ଦୁଝର, ୨୩।୩(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବିଦେଶ ଫେରନ୍ତା ୩୪ଜଣଙ୍କ ସମେତ ରାଜ୍ୟ ବାହାରୁ ଆସିଥିବା ମୋଟ ୭୯୯ ଜଣଙ୍କ ନାମ ସ୍ବାସ୍ଥ୍ୟ ବିଭାଗରେ ପଞ୍ଜୀକରଣ କରାଯାଇଛି। ଏମାନଙ୍କ ମଧ୍ୟରୁ ୩୪ଜଣଙ୍କୁ କରୋନା ସନ୍ଦିଗ୍ଧ ଭାବେ ଚିହ୍ନଟ କରାଯାଇ ନିରୀକ୍ଷଣରେ ରଖାଯାଇଛି। ଏହାମଧ୍ୟରେ...
ସୁରକ୍ଷା ପାଇଁ ମାସ୍କ ବାଣ୍ଟୁଛନ୍ତି ମହିଳା
ବାରିପଦା ଅଫିସ, ୨୩ା୩- କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସବୁଠି ମାସ୍କର ଚାହିଦା ବୃଦ୍ଧି ପାଇଛି। ବାରିପଦା ସହରର ଏକ ସିଲେଇ ତାଲିମ କେନ୍ଦ୍ରରେ କାମ କରୁଥିବା କେତେକ ମହିଳା ମାସ୍କ ଅଭାବ ଦୂର କରିବାକୁ ଆଗେଇ ଆସି...
କ୍ୱାରାଣ୍ଟାଇନରେ ୮୮
ଭଦ୍ରକ ଅଫିସ,୨୩।୩-ଅନ୍ୟ ରାଜ୍ୟ ଓ ଦେଶରୁ ୧୧୧ଜଣ ଭଦ୍ରକ ଜିଲାକୁ ଆସିଥିବାବେଳେ ରାଜ୍ୟ ସରକାରଙ୍କ ଟୋଲଫ୍ରି ନମ୍ବର ମାଧ୍ୟମରେ ସେମାନେ ପଞ୍ଜୀକୃତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ରବିବାର ସୁଦ୍ଧା ୮୮ ଜଣ ଘରୋଇ...
ଦୁଇ ବାଇକ୍ ଧକ୍କା : ୨ ମୃତ
ଆସିକା,୨୨ା୩ (ଡି.ଏନ୍.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ...
ଗ୍ରାମବାସୀଙ୍କ ସହିତ ଥାଳି, ଘଣ୍ଟ ବଜାଇଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୨୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ରବିବାର ସବୁଠି ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଥିଲା। କରୋନା ମୁକାବିଲା ଲାଗି ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଥିଲେ। ଫଳରେ ରାସ୍ତାଘାଟ ପରିବେଶ ଶୂନଶାନ୍ ହୋଇ ପଡିଥିଲା। ପ୍ରଧାନମନ୍ତ୍ରୀ...
ବାଲେଶ୍ୱର ଷ୍ଟେଶନରେ ଟ୍ରେନ୍ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ, ୨୨।୩-କରୋନା ସଂକ୍ରମଣ ଭୂତାଣୁକୁ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତ୍ୟେକ ରେଳଷ୍ଟେଶନରେ ଟ୍ରେନ୍ରେ ଆସୁଥିବା ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ତତ୍ତ୍ୱାବଧାନରେ ରବିବାର ପୂର୍ବାହ୍ନ...
ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ
ପୁରୁଷୋତ୍ତମପୁର,୨୨।୩(ଡି.ଏନ୍.ଏ.): ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ତୁମ୍ବେଶ୍ବର ଘାଟଠାରେ କେଉଁ ଆବାହନ କାଳରୁ ହୋଇ ଆସୁଥିବା ଐତିହାସିକ ବାରୁଣୀ ସ୍ନାନକୁ...
ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ
ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ, ପଞ୍ଚଭୂତି, ବିଡିପୁର, ଗଣ୍ଡାଧର, ଚିକିଲି, କମସର, କାଦୁଆ, ଛାମୁଣ୍ଡା ଆଦି ସ୍ଥାନରେ...
Archives


