ଆମ ଜିଲା ଖବର

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ...

ନାକଚଣା ସ୍ପର୍ଶରେ କାଳିଆର ଅନୁଭବ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ...

ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି...

ଜଟଣୀ: ୧୯ ବିଦେଶ ଫେରନ୍ତା ହୋମ୍‌ ଆଇସୋଲେଶନ୍‌ରେ

ଜଟଣୀ/ଯାଁଳା,୨୨।୩(ଡି.ଏନ.ଏ.): ଜଟଣୀ ଥାନା ଅଞ୍ଚଳକୁ ଆଉ ୩ ଜଣ ବିଦେଶରୁ ଫେରିଥିବା ଶନିବାର ଜଣାପଡ଼ିଥିଲା। ସେମାନଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଜିତେନ୍ଦ୍ର କୁମାର ପଣ୍ଡା କହିଛନ୍ତି। ଏହି ୩ ଜଣଙ୍କୁ ମିଶାଇ ଜଟଣୀରେ ୧୯...

ଜୀବନ ରକ୍ଷା ପାଇଁ ଲକ୍‌ଡାଉନ ଜରୁରୀ: ପୁରୀ ଜିଲାପାଳ

ପୁରୀ ଅଫିସ,୨୨।୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ୫ଟି ଜିଲା ଏବଂ ୮ଟି ସହରାଞ୍ଚଳରେ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଏହି ସହର ମଧ୍ୟରେ ପୁରୀ ରହିଛି। ଏହି ନିଷ୍ପତ୍ତି ବାସ୍ତବିକ କଷ୍ଟକର, କିନ୍ତୁ ଆମ ସମସ୍ତଙ୍କ...

ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି ଆଗକୁ ନ ବଢିବ ସେଥିଲାଗି ଦିନକୁ ଦିନ ନୂଆ ନୂଆ କଟକଣା ଲଗାଉଛନ୍ତି।...

ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା  ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ...

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର...

ଖୁଣ୍ଟ ଅଛି, ବିଦ୍ୟୁତ୍‌ ନାହିଁ

ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ, ଶିକ୍ଷା ଭଳି ସୁବିଧା ସୁଯୋଗରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ବଞ୍ଚିତ ହେଉଥିଲେ...

ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ

ଅନୁଗୋଳ ଅଫିସ୍‌, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ ସେବନ ଚାଲିଥିବା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ଅନୁଗୋଳ ଉପଜିଲାପାଳ...

କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ

ଅନୁଗୋଳ ଅଫିସ୍‌, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍‌, ଫିଲ୍ମ ହଲ୍‌, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ...

ଲକ୍‌ଡାଉନ୍‌ ହେଲା ଅନୁଗୋଳ ଜିଲା

ଅନୁଗୋଳ ଅଫିସ୍‌, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri