ଆମ ଜିଲା ଖବର

NEET ଟପ୍ପର ସୋଏବ୍‌ଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନ୍‌ଇଇଟି(NEET) ଟପ୍ପର ସୋଏବ ଅଫତାବଙ୍କ ସହ ଫୋନରେ ରବିବାର କଥା ହୋଇଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା: ୧୯ରେ ପ୍ରଥମ ମେରିଟ ଲିଷ୍ଟ

କୋରାପୁଟ,୧୮।୧୦(ସ୍ବ.ପ୍ର.): ଓଡ଼ଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ୟୁଜି ଓ ପିଜି ନାମ ଲେଖା ପାଇଁ ପୁର୍ବରୁ ପ୍ରବେଶିକା ପରୀକ୍ଷା ହୋଇଥିଲା। ତେବେ ଆସନ୍ତା ୧୯ ତାରିଖରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାମ…

ଆଉଜଣେ କୋଭିଡ୍‌ ଯୋଦ୍ଧାଙ୍କ ପରଲୋକ

ପାଟଣା,୧୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ବର୍ଷୀୟାନ ସଂଗଠକ ତଥା ଖବରଦାତା ଧୀରେନ କୁମାର ରାଉତଙ୍କର ରବିବାର ସକାଳେ ୬୨ ବର୍ଷ ବୟସରେ ପରଲୋକ ଘଟିଛି। କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଜିଲାରେ ସେ କାନ୍ଦିରି ଭାଈ ରୂପେ…

ବିଜୁ ମାର୍କେଟ ଦୋକାନ ଘରେ ଗୋଦାମ

ନୟାଗଡ଼ ଅଫିସ,୧୮ା୧୦: ନୟାଗଡ଼ ସହର ବିଜୁ ମାର୍କେଟର ଦୋକାନ ଘରେ ଗୋଦାମ ସଂଖ୍ୟା ବଢ଼ିବା ପରେ ଖୁଚୁରା ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ସେମାନଙ୍କ ବ୍ୟବସାୟ ଦିନକୁ ଦିନ କମିବାରେ ଲାଗିଛି। ପୁଣି ବଜାରରେ ପାର୍କିଂ ବ୍ୟବସ୍ଥା, ଦୋକାନୀ ଓ ଗ୍ରାହକଙ୍କ ପାଇଁ…

କଟକଣା ମାନିଲେ, ଅରୁଣ ସ୍ତମ୍ଭ ପାଖକୁ ଗଲେନି

ପୁରୀ ଅଫିସ୍‌,୧୮ା୧୦: କରୋନା କଟକଣା ପାଇଁ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। କିନ୍ତୁ ଅନେକ ସମୟରେ ବିଭିନ୍ନ ଦଳର ନେତା, ମନ୍ତ୍ରୀ ମହାପ୍ରଭୁଙ୍କ ଆଶିଷ ଭିକ୍ଷା ପାଇଁ ଆସି ଅରୁଣ ସ୍ତମ୍ଭ ପାଖକୁ ଯାଇଛନ୍ତି। ଅରୁଣ ସ୍ତମ୍ଭ ନିକଟରୁ…

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ…

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ । ଶନିବାର ସକାଳେ ବ୍ଲୁ ଫ୍ଲାଗ ବେଳାଭୂମିରେ ଏହି ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌ ଥିଲା। ହେଲେ ପରବର୍ତ୍ତୀ ସମୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଥିଲା। ଏପରି ପ୍ରତିଦିନ…

ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର ୨୩ରେ ମା’ଙ୍କ ଷଷ୍ଠୀ ଓ ସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବାରୁ ଏପରି ନିଷ୍ପତ୍ତି…

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି ସାମ୍ବାଦିକ ରମେଶ ରଥଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ନେଇ କେନ୍ଦୁଝର…

୩ ମାସରେ ସରିବ ଜମି ଅଧିଗ୍ରହଣ

ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା ଲାଗି…

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ ଓଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?