ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା
ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ...
ପ୍ରତିରୋଧ ଲାଗି ଜୋର୍ଦାର ପ୍ରୟାସ
କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ ପ୍ରତିହତ କରିବାକୁ ସବୁସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ପ୍ରତିଦିନ ନୂଆ...
ବସ୍ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍ସି
ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ...
ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର
ଫୁଲବାଣୀ ଅଫିସ,୨୧ା୩: ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ...
ସମୁଦ୍ର ବେଳାଭୂମିରେ ମୃତ ହ୍ବେଲଶାର୍କ
ଗୋପାଳପୁର,୨୧ା୩-ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ନୂଆ ବକ୍ସିପଲ୍ଲୀ ସମୁଦ୍ର ବେଳାଭୂମିରେ ଶନିବାର ଏକ ମୃତ ହ୍ବେଲଶାର୍କ ମାଛ ଭାସୁଥିବା ଦେଖିବାକୁ ମିଳିଛି। ନୂଆବକ୍ସିପଲ୍ଲୀ ଗଁାର କେତେଜଣ ମତ୍ସ୍ୟଜୀବୀ ବୋଟ୍ରେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଥିଲେ। ମଧ୍ୟାହ୍ନରେ ମତ୍ସଜୀବୀମାନେ...
ଜଙ୍ଗଲକୁ ଶିକାର ପାଇଁ ଯିବା ସମୟରେ ଧରିଲା ବନ ବିଭାଗ: ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
ସଜନାଗଡ଼,୨୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ଶୁକ୍ରବାର ବିଳମ୍ବିତ ରାତିରେ ନୀଳଗିରି ଥାନା ଅଧୀନ କାଣ୍ଡଗରଡ଼ି ପଞ୍ଚାୟତ ଖଳିଆ ଗ୍ରାମର ଶୀଳଳ ସିଂ ଶିକାର ପାଇଁ ଯାଉଥିବା ବେଳେ...
ମାରଣାସ୍ତ୍ର ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣା: ୨ ଗିରଫ
ସୋରଡ଼ା,୨୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ନୂଆଗଡ଼ ପଞ୍ଚାୟତ କେଶରା ଅଞ୍ଚଳରେ କାର୍ଯ୍ୟରତ ଏକ ଘରୋଇ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ହୋଇଥିଲା। ଗତ ଫେବୃଆରୀ ୧୧ ତାରିଖରେ ପାଲକାଟୁ ରାସ୍ତାରେ ମାରଣାସ୍ତ୍ର ଦେଖାଇ ଦୁଇ ଲୁଟେରା ୧ ଲକ୍ଷ ୩୧ ହଜାର...
କରୋନା ଭାଇରସ୍ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା
ପୁରୁଷୋତ୍ତମପୁର,୨୧।୩(ଡି.ଏନ୍.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା...
ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର ଅଫିସ,୨୧।୩-ବାଲେଶ୍ୱର ବାଲିଆସ୍ଥିତ ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଶନିବାର ଅପରାହ୍ନ ସାଢେ ୫ଟା ବେଳେ କୌଣସି କାରଣରୁ ଟ୍ରାନ୍ସଫର୍ମର ଅଏଲ୍ରେ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଳ୍ପ ସମୟ ମଧ୍ୟରେ ଏହି ନିଆଁ ଚାରିଆଡକୁ ବ୍ୟାପିବା ଆରମ୍ଭ କରିଥିଲା।...
ଅଟୋ ଚଳାଚଳ ଉପରେ କଟକଣା: ଭଦ୍ରକ, ବାଲେଶ୍ୱର ଲକ୍ଡାଉନ
ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୨୧।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜିଲା ଓ ୮ ସହରରେ ଲକ୍ଡାଉନ୍ ଘୋଷଣା କରାଯିବା ପରେ ଭଦ୍ରକ ଓ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ୨୨ରୁ ୨୯ ତାରିଖ ରାତି ୯ଟା...
ବିଡିଓଙ୍କୁ ଦାୟିତ୍ୱରୁ ହଟାଇଲେ ଜିଲାପାଳ
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ ପ୍ରଶାସନ ମାଧ୍ୟମରେ ଏହାକୁ ପ୍ରତିହତ ପାଇଁ ପ୍ରଚେଷ୍ଟା ଜାରିରହିଛି। ମାତ୍ର ଦାରିଙ୍ଗବାଡ଼ିରେ...
କରୋନା ପାଇଁ କଡ଼ା ପଦକ୍ଷେପ: ଭାରୀଯାନ ଉପରେ ରୋକ୍ ଲଗାଇଲା ପରିବହନ ବିଭାଗ
ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଅତିରିକ୍ତ ଆଞ୍ଚଳିକ ପରିବହନ ବିଭାଗ କରୋନା ନିମନ୍ତେ ଶନିବାରଠାରୁ କଡ଼ା ପଦକ୍ଷେପ ଗ୍ରହଣ କରିଛି। ପୌରାଞ୍ଚଳରେ ଯାତାୟାତ କରୁଥିବା ଘରୋଇ ଯାନ ବ୍ୟତୀତ ଭାରୀଯାନ( ବସ୍ ଓ ଟ୍ରକ), ଟ୍ୟାକ୍ସି, ଅଟୋ ଆଦି ଉପରେ...
Archives


