୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି । ଏହାକୁ ନେଇ ଜିଲାରେ ଚାଷୀ…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା ଘଟିଛିା। ବୋଟ ମଧ୍ୟରୁ ମାଛ ବାହାର କରିବା ବେଳେ ସୋମବାର ଏହି ଅଘଟଣ…
ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ପହଞ୍ଚିଥିଲେ। ଉକ୍ତ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଓ ତ୍ରିନାଥ…
ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…
ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି ।…
ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ
ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ । ପ୍ରାୟ ଅଧଘଣ୍ଟା ରାସ୍ତା ଅବରୋଧ ଯୋଗୁ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଏପରି…
ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ
ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ…
ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ
ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ, ବିକ୍ରି ପାଇଁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ପ୍ରସ୍ତୁତି ଓ ସମାପ୍ତି ତାରିଖ ଯାଞ୍ଚ…
ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ
ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…
ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା କାନ୍ଥ: ଆଖିବୁଜିଲା କୁନି ଝିଅ, ମା’ ବଡ଼ ଝିଅ…
ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କୋଠାଘର ଛାତ ଉପରେ ନିର୍ମିତ ଅଧାକାନ୍ଥ ଭୁଷୁଡ଼ି ଜଣେ…
ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍-ସାଇକେଲ୍
ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଗାଁରେ ପଶି ଥିଲା। ପରେ ହାତୀଟି ଗାଁରେ ଉତ୍ପାତ…
Archives


