ଆମ ଜିଲା ଖବର

୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ

ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହୋଇଛି। ଅନୁକୂଳ ପାଗର...

ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି ପ୍ରତିଦ୍ୱନ୍ଦ୍ୱିତାର ଚିତ୍ରକୁ ପ୍ରଭାବିତ କରୁଛି ା ମୋଟାମୋଟି ଭାବେ ସବୁଠି କଡ଼ା ମୁକାବିଲା...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆରଆଇ) ନିଲମ୍ବିତ ହୋଇଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ...

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ...

ଭାଜପା ଆଶାୟୀଙ୍କ ମଧ୍ୟରେ ଟଣାଓଟରା

ପଟ୍ଟାମୁଣ୍ଡାଇ,୧୦ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ନିର୍ବାଚନ ଜିତିବାର ଆଶା ବୃଦ୍ଧି ପାଇଛି। ବିଜେଡି ପୁଣି ଧ୍ରୁବ...

୧୬ ମାଛର ଓଜନ ୨୧୫ କେଜି

ପାରାଦୀପ,୧୦।୪(ଶରତ ରାଉତ):ପାରାଦୀପ ମାଛଧରା ବନ୍ଦରକୁ ମଙ୍ଗଳବାର ପାର୍ବତୀ ନାମକ ବୋଟ୍‌ରେ ୧୬ଟି ତେଲିଆ ବୋରେଇ ମାଛ ଆସିଥିଲା। ସେଗୁଡ଼ିକର ଓଜନ ୨୧୫ କେଜି ରହିଛି। ଉକ୍ତ ମାଛକୁ ବିକ୍ରି ପାଇଁ ବୋଟ୍‌ ମାଲିକ ସନ୍ଧ୍ୟାରେ କଲିକତା ଦୀଘା ନେଇ ଯାଇଛନ୍ତି।...

୧୧ରେ ପାଳନ ହେବ ଇଦ୍‌

କଟକ,୧୦ା୪ (କାର୍ତ୍ତିକ ସାହୁ):ଆସନ୍ତା ୧୧ ତାରିଖରେ ଇଦ୍‌ ପର୍ବ ପାଳନ ହେବ। ଏନେଇ କଟକ ଦିଓ୍ବାନବଜାରସ୍ଥିତ ଅଞ୍ଜୁମାନ ଇସ୍‌ଲାମିଆ ଅହେଲ ସୁନତ ଓ ଜମାତ୍‌ ଚାନ୍ଦ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସମ୍ପାଦକ ଲିଆକତ୍‌ଉଦ୍ଦିନ୍‌ ଅହେମ୍ମଦ ମଙ୍ଗଳବାର ସନ୍ଧ୍ୟାରେ ସୂଚନା...

ପୋଲିସକୁ କାମୁଡ଼ିି ଖସିଗଲେ ଅଭିଯୁକ୍ତ

ରାମଚନ୍ଦ୍ରପୁର, ୧୦ା୪ (ଗଣେଶ୍ୱର ସା):ହତ୍ୟା ଉଦ୍ୟମ କରି ଦୀର୍ଘଦିନ ହେଲା ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁୁ ଗିରଫ କରିବା ସମୟରେ ସେ ପୋଲିସ କର୍ମଚାରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଖସି ପଳାଇବା ଘଟଣା ଆନନ୍ଦପୁର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।...

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ...

ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ...

ଘୋଷଣା ହୋଇପାରୁନି କଂଗ୍ରେସ ପ୍ରାର୍ଥୀ ତାଲିକା

ବରୀ,୧୦।୪(ମହେନ୍ଦ୍ର ସ୍ବାଇଁ): ୨୦୦୦ ମସିହାରୁ ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ କୌଣସି କଂଗ୍ରେସ ପ୍ରାର୍ଥୀ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖି ନାହାନ୍ତି। ଚଳିତ ନିର୍ବାଚନ ଲାଗି ତାରିଖ ଘୋଷଣା ପରେ ମଧ୍ୟ କଂଗ୍ରେସ ଏହି ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀଙ୍କ ନାମ ଘୋଷଣା...

‘ସାଲୁଜା ଯୁଆଡେ, ଆମେ ସିଆଡେ’

କଣ୍ଟାବାଞ୍ଜି, ୧୦/୪ (ଗୁରୁଦୟାଲ ହଂସ):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହରିଭବନରେ ମଙ୍ଗଳବାର କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ସମେତ କଣ୍ଟାବାଞ୍ଜି ଏନଏସିର ସହସ୍ରାଧିକ କର୍ମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri