ଆମ ଜିଲା ଖବର

ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ

ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା ପ୍ରକଳ୍ପ। ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀରେ ତିଆରି ହେବ। ଏହାର…

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ। ହେଲେ…

ଲୋକଙ୍କ ସମସ୍ୟା ଦୂର କର, ଆବଶ୍ୟକତା ପୂରଣ କର

ଜୁନାଗଡ଼,୧୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭାଜପା ପକ୍ଷରୁ ବୁଧବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ୬ ଦଫା ଦାବିପତ୍ର ସ୍ଥାନୀୟ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କୁ ପ୍ରଦାନ କରାଯାଇଛି। ମହାମାରୀ କରୋନା ସାରା ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଅଢେଇ…

ଆଶାରେ ରହିଗଲା ଆଶାଲତାଙ୍କ ଲାଭ

ବନ୍ତଳା,୧୫ା୧୦(ଦିନେଶ ଦେହୁରୀ): ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ବୋଝ ଉଠାଇବାକୁ ଚାଷକୁ ସାହାରା କରିଥିଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଆଶାଲତା ପ୍ରଧାନ (୩୮)। ପୈତୃକ ଜମି ଏକ ଏକର ସହ ଭାଗ ସୂତ୍ରରେ ଆଉ ୩ ଏକର…

କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ

ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ ଭଲ…

ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ, ୧୪ା୧୦-ନୂଆପଡା ଜିଲା ଛିନ୍ଦପାଣି ଗ୍ରାମର ଘାସିରାମ ତାଣ୍ଡି(୨୫)ନାମକ ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଗତ ସୋମବାର ମୃତ୍ୟୁ ଘଟିଛି। ବୁଧବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିଛି। ବର୍ଷେ ହେବ ଘାସିରାମ ସେଠାରେ କାମ କରୁଥିଲେ। ଲକ୍‌ଡାଉନ ସତ୍ତ୍ୱେ ମାଲିକ…

ଭୁଶୁଡ଼ିଲା ନିରାକାରପୁର କଲେଜ ଗୃହ

ନିରାକାରପୁର,୧୪।୧୦(ଡି.ଏନ୍‌.ଏ.)- ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ କ୍ଷେତ୍ରବାସୀ ଡିଏଭି କଲେଜରେ ବୁଧବାର ଏକ ଶ୍ରେଣୀଗୃହ ଭୁଶୁଡ଼ି ପଡ଼ିଛି। ସୂଚନା ଥାଉ କି, ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଥିବାରୁ ବୁଧବାର ଭୋରୁ ଏହି କଲେଜ ପରିସରରେ ଥିବା ସୁଇମିଂ ପୋଲ ସାମ୍ନାରେ ଥିବା…

ଗାଁରେ ପଶିଲା ନାଳପାଣି: ୨ ଦିନ ହେଲା ଲୋକେ ଜଳବନ୍ଦୀ

ଦିଗପହଣ୍ଡି,୧୪।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରିରହିଛି । ବର୍ଷା ପ୍ରଭାବରେ ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁ ବୋଇରାଣୀ ନାଳର ବଢ଼ିପାଣି ନିଷ୍କାସନ ହୋଇ ନ ପାରି ଗାଁ ଭିତରେ ପଶିଯିବାରୁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶାର…

କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି ପାଇଛି । ଚିହ୍ନଟ ୩୧ ଜଣଙ୍କ ମଧ୍ୟରେ ମହିଳା ୧୭ ଓ ପୁରୁଷ…

ବରଗଡ଼ରୁ ୯୦ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୭୬୯୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୩, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୬, ବରଗଡ଼…

ଋଷିକୂଲ୍ୟା ଜଳସ୍ତର ବଢୁଛି: ଗାଁରେ ପଶିଲା ପାଣି, ବିଡିଓ କଲେ ଅନୁଧ୍ୟାନ

ଗଞ୍ଜାମ,୧୪ା୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଦ୍ୱାରା ଋଷିକୁଲ୍ୟା ଜଳସ୍ତର ବଢୁଛି। ଏହି ନଦୀ ଜଳ ଓ ବର୍ଷାପାଣି ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମରେ ବୁଧବାର ଦୁଇ ଫୁଟ ଉଚ୍ଚରେ ଲହଡ଼ି ମାରୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?