ଆମ ଜିଲା ଖବର

୩୪ ଘରୋଇ ସ୍କୁଲକୁ ମିଳିଲା ସିଓଆର୍‌

ଜଗତ୍‌ସିଂହପୁର ଅଫିସ୍‌,୨୦।୩: ଚଳିତବର୍ଷ ଜଗତ୍‌ସିଂହପୁର ଜିଲାର ୩୪ ବେସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସିଓଆର୍‌ (ସାର୍ଟିଫିକେଟ୍‌ ଅଫ ରେକଗ୍‌ନାଇଜେଶନ୍‌) ମିଳିଛି। ସେଥିମଧ୍ୟରୁ ସର୍ବାଧିକ ବାଲିକୁଦା ଓ ସର୍ବନିମ୍ନ ଏରସମା ବ୍ଲକର ରହିଛି। ଗତବର୍ଷ ତଥ୍ୟ ଅନୁଯାୟୀ ଜିଲାରେ ମୋଟ ୨୪୮ ବେସରକାରୀ...

ରୁପାଖଣ୍ଡି-ନୂଆଡିହି ଉପ୍ରା ସ୍କୁଲ ମିଶ୍ରଣକୁ ବିରୋଧ

ଏରସମା, ୨୦।୩ (ସ୍ବ.ପ୍ର.): ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ବନ୍ଦ କରାଯାଇ ପାଖ ସ୍କୁଲରେ ମିଶ୍ରଣ କରାଯିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶକ୍ରମେ ଏରସମା ବ୍ଲକ ଅଧୀନ ନୂଆଡିହିସ୍ଥିତ ପଞ୍ଚାୟତ ରୁପାଖଣ୍ଡି ପ୍ରାଥମିକ ସ୍କୁଲକୁ ନିକଟସ୍ଥ ନୁଆଡିହି...

୪ ବିଶେଷଜ୍ଞ, ୬ ଷ୍ଟାଫ୍‌ନର୍ସ ପଦବୀ ଖାଲି

ବିରିଡି,୨୦।୩ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଧାରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି। ବିପୁଳ ଟଙ୍କା...

ଟାଙ୍ଗରା ଭୂଇଁ ଏବେ ହସୁଛି, ସରକାର ପାଉଛନ୍ତି ରାଜସ୍ବ

ନୟାଗଡ଼ ଅଫିସ,୨୦ା୩ (ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ଖୁଣ୍ଟୁବନ୍ଧସ୍ଥିତ ସବ୍‌ଜେଲର ଟାଙ୍ଗରା ଭୂଇଁ ଏବେ ହସୁଛି। କଏଦୀମାନଙ୍କ ପରିଶ୍ରମ ଓ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ଆଗ୍ରହ ଯୋଗୁ ସବ୍‌ଜେଲ ପରିସରରେ ବର୍ଷତମାମ ଭିନ୍ନ ଭିନ୍ନ ପନିପରିବା ଚାଷ ସମ୍ଭବ ହୋଇପାରିଛି।...

ହେଲାନି କରୋନା ପଞ୍ଜୀକରଣ, ୫ ବିଦେଶୀଙ୍କୁ ଛାଡ଼ିଦେଲା ପୋଲିସ

କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି ହୋଇଥିବା କଟକଣାକୁ ଜିଲା ପୋଲିସ ବେଖାତିର କରିଛି। ଏପରି ଘଟଣା ଏହି...

ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ...

ବାଇପାସ୍‌ ଚିନ୍ତା

ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ ବୃଦ୍ଧି ସହିତ ସହରର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ମଧ୍ୟ ବଢୁଛି।...

୫ ବଛର ହେଲା ଖଟେ ପଡ଼ିଛନ୍‌ ଲମ୍ବୋଦର

ବିନିକା,୨୦।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା କଲୋନୀ ପଡ଼ାର ଲମ୍ବୋଦର ବାଘ(୪୫)। ସେ ଅନେକ୍‌ ବଛର ହେଲା ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ଉଷୋକଷା କରି ନାଇଁ ପାରୁଥିଲାବେଲେ ଭିନେ ଭିନେ ସରକାରୀ...

ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ। ତ ହେଇଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି...

ସଁକଟ୍‌ରେ ହସ୍ତତନ୍ତ ଶିଳ୍ପ, କାରିଗର: ପୋରଛାହନ୍‌, ସୂତା ଅଭାବ ମୁଖିଆ ସମସିଆ

ଭବାନୀପାଟଣା,୨୦।୩ (ଡି.ଏନ୍‌.ଏ.)- ସରକାରୀ ପୋରଛାହନ୍‌ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍‌ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍‌କା ବି ବୁଡୁଛେ। କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁ। ରେ ଇତାର ପରଭାବ୍‌...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବୌଦ୍ଧ ଜିଲା ସଦର ବ୍ଲକରେ ଇ ଯୋଜନା...

କଅଁଲି ବଏସେ ପେଟ୍‌ପୁଷା ଚିନ୍‌ତା

ବିଜେପୁର, ୨୦।୩ (ଡି.ଏନ୍‌.ଏ.)- ଆଝିର୍‌ ଦୁନିଆଁଥି କିଛି ଅସମ୍ଭବ ନୁହେ। ବାହାଜାଂଗଲ ମାଜ୍‌ଲେ ପେଟ୍‌ କେଭେ ଅପୁଷା ନାଇଁ ରହେ। ହେଲେ ଏଛେନ୍‌ ବି ନିଜର୍‌ ଭାଏଗ୍‌କେ ଦୋଷ ଦେଇ କିଛି ଲୋକ୍‌ କବାର୍‌ବୁତା ନାଇଁକରି କରି ଅଭାବ୍‌ ଅସୁବିଧାଥି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri