ଆମ ଜିଲା ଖବର

ମାଲେସିଆରୁ ଆସିପାରୁ ନାହାନ୍ତି ନବଦମ୍ପତି

ନବରଙ୍ଗପୁର,୨୦।୩(ବି.ପ୍ର.) – ବିମାନ ଆସୁ ନ ଥିବାରୁ ନବରଙ୍ଗପୁର ସହରରୁ ହନିମୁନ ପାଇଁ ମାଲେସିଆ ଯାଇଥିବା ନବଦମ୍ପତି ଓଡିଶା ଆସିପାରୁ ନାହାନ୍ତି । ମାଲେସିଆର କୁଆଲାଲମ୍ପୁର ବିମାନ ବନ୍ଦରରେ ଗତ ୧୭ ତାରିଖରୁ ସେମାନେ ଫସି ରହିଛନ୍ତି। ଘରକୁ ଫେରିବା...

ତୁଳସୀପତ୍ରରୁ ତେଲ ଉତ୍ପାଦନ

ନବରଙ୍ଗପୁର,୨୦ା୩(ବି.ପ୍ର) – ନବରଙ୍ଗପୁର ଜିଲାରେ ପ୍ରଥମ ଥର ପାଇଁ ତୁଳସୀ ପତ୍ରରୁ ତେଲ ଉତ୍ପାଦନ ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି। କେନ୍ଦ୍ରୀୟ ଔଷଧୀୟ ଓ ସୁଗନ୍ଧି ଫସଲ ସଂସ୍ଥାନ ପକ୍ଷରୁ ଜିଲାରେ ପାପଡାହାଣ୍ଡି ବ୍ଲକର ନିଳାଦ୍ରୀଗୁଡାର ଚାଷୀ ଆରତୀ ନାୟକଙ୍କ...

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ...

ୱାର୍ଡମେମ୍ବରଙ୍କ ସନ୍ଦେହଜନକ ମୃତ୍ୟୁ

ଚିତ୍ରଡ଼ା,୨୦ା୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ଏକ କୂଅରୁ ଗୁରୁବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି...

ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଫୁଲବାଣୀ ଅଫିସ, ୨୦ା୩ – ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର କିଲୁ ଗ୍ରାମର ଭାରତ ମଲ୍ଲିକ (୯)। ପାଠ ପଢ଼ିବା ବୟସରେ ଦେହ ଖରାପ ଯୋଗୁ ମା’ ବାପା ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିସାରିଲେଣି। ହେଲେ ସ୍ବାସ୍ଥାବସ୍ଥାରେ ଉନ୍ନତି ହେଉନାହିଁ।...

ତହସିଲଦାରଙ୍କ କ୍ୱାର୍ଟର୍ସ ପରିସରରୁ ଚନ୍ଦନ ଗଛ ଚୋରି

ବାଲିଗୁଡା,୨୦ା୩(ଡି.ଏନ୍‌.ଏ.) – ବାଲିଗୁଡା ତହସିଲଦାର କ୍ଷୀରାବ୍ଧି ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଏକ ଚନ୍ଦନ ଗଛ କାଟି ନେଇଛନ୍ତି। ତହସିଲଦାରଙ୍କ ଅଭିଯୋଗ ପ୍ରକାରେ ବାଲିଗୁଡା ପୋଲିସ ନଂ.୫୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।...

ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) – ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା ପାଣ୍ଡୁରଙ୍ଗା ବିଷ୍ଣୁ ମନ୍ଦିର ଉପରେ ବଜ୍ରପାତ ହେବାରୁ ମନ୍ଦିର ଚୂଡ଼ା ଭାଙ୍ଗି...

ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ – କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ ରହିଥିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବସ୍‌ଗୁଡିକରେ ସଚେତନତାମୂଳକ ପଦକ୍ଷେପ ନେବା ଆରମ୍ଭ...

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ କ୍ଷେତ୍ରରେ ପଛରେ ପକାଇ ଚର୍ଚ୍ଚାକୁ ଆସୁଛନ୍ତି। ଗଁ।ରେ ଥିବା ମହିଳାମାନେ ସଂଘ କରି...

ଏନ୍‌ଏଚ୍‌ରେ ଜଳୁନି ହାଇମାଷ୍ଟ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ କରୁଥିବା ଗାଡିଚାଳକଙ୍କ ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ଉଜ୍ଜ୍ୱଳ ଆଲୋକ...

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ

ଧାମନଗର,୨୦।୩(ଡି.ଏନ.ଏ.)-ଗରିବ ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଇଛି। ଆବାସଠାରୁ ଆରମ୍ଭ କରି ରାଶନ ସବୁକିଛି ସେମାନଙ୍କୁ ଯୋଗାଇ ଦିଆଯାଉଛି। କିନ୍ତୁ ଭଦ୍ରକ ଜିଲା ଧାମନଗର ବ୍ଲକ ନଦୀଗଁ। ଉଆସସାହିର ଦିବ୍ୟାଙ୍ଗ ଜୟନ୍ତ ଦାସ(୩୨)ଙ୍କ ପରିବାର ସରକାରଙ୍କ ସୁବିଧା...

‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ

ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ ପଖାଳ ବର୍ତ୍ତମାନ ବିଶ୍ୱ ଦରବାରରେ ପହଞ୍ଚି ସାରିଲାଣି। ବିଶ୍ୱର ବିଭିନ୍ନ ବଡ଼ ବଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri